ରୁପା ଦର ୫୦ ହଜାର ଟପିଲା

ନୂଆଦିଲ୍ଲୀ,୫ା୯: ବିଶ୍ୱ ବଜାରରେ ସୁନା ଦର ମଙ୍ଗଳବାର ବୃଦ୍ଧି ପାଇଥିବା ବେଳେ ବୁଧବାର ସ୍ଥାନୀୟ ବଜାରରେ କ୍ରମାଗତ ଦ୍ୱିତୀୟ ଦିନ ଅର୍ଥାତ ବୁଧବାର ଏହା ୧୨୨ ଟଙ୍କା ବୃଦ୍ଧି ପାଇ ୩୯,୨୪୮ ଟଙ୍କା ପ୍ରତି ୧୦ ଗ୍ରାମରେ କାରବାର ବନ୍ଦ ହୋଇଛି। ତେବେ ରୁପା ଦର ଅହେତୁକ ଭାବେ ବଢ଼ିଚାଲିଛି। ବୁଧବାର ରୁପା ଦର କେଜି ୨୦୭୦ ଟଙ୍କା ବୃଦ୍ଧି ପାଇ ୫୦,୧୨୫ ଟଙ୍କାରେ ପହଞ୍ଚତ୍ୟାଇଛି। ସୁନା ଦର ମଙ୍ଗଳବାର ୩୯,୧୨୬ ଟଙ୍କା ଥିଲା। ସେହିପରି ରୁପା ଦର ୪୮,୦୫୫ ଟଙ୍କା ରହିଥିଲା। ଏଚ୍‌ଡିଏଫ୍‌ସି ସିକ୍ୟୁରିଟିଜର ବରିଷ୍ଠ ବିଶ୍ଲେଷକ(କମୋଡିଟିଜ) ତପନ ପଟେଲ କହିଛନ୍ତି ଯେ, ମଙ୍ଗଳବାର ସୁନା ଦର ଯଥେଷ୍ଟ ବଢ଼ିଥିଲା। ବୁଧବାର ସକାଳୁ ସୁନା ଦର ମାତ୍ର ୧୨୨ ଟଙ୍କା ବଢ଼ିଛି। ଅନ୍ତଃରାଷ୍ଟ୍ରୀୟ ବଜାରରେ ନ୍ୟୁୟର୍କରେ ସୁନା ଦର ହ୍ରାସ ପାଇ ପ୍ରତି ଆଉନ୍ସ ୧୫୩୭ ଡଲାର ରହିଛି। ସେହିପରି ରୁପା ଦର ପ୍ରତି ଆଉନ୍ସ ସାମାନ୍ୟ ବୃଦ୍ଧି ପାଇ ୧୯.୨୭ ଡଲାର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୋକିଆର ୪୨ କର୍ମଚାରୀ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ,୨୮।୫: ମୋବାଇଲ ଫୋନ ନିର୍ମାଣକାରୀ କମ୍ପାନୀ ନୋକିଆର ୪୨ଜଣ କର୍ମଚାରୀ କରୋନା ଆକ୍ରାନ୍ତ ବୋଲି ଜଣାପଡିଛି। ଏମାନେ ଶ୍ରୀପେରୁମ୍‌ବୁଡୁର ତାମିଲନାଡୁ ୟୁନିଟ୍‌ରୁ କାମ କରୁଥିଲେ। ଏହି...

ରିଲାଏନ୍ସ ରିଟେଲରେ ନିବେଶ କରିବ ମୁବାଦଲା

ନୂଆଦିଲ୍ଲୀ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଂଶବିଶେଷ ରିଲାଏନ୍ସ ରିଟେଲ ଭେଞ୍ଚର୍ସ ଲିମିଟେଡ୍‌ରେ ଆବୁଧାବିର ମୁବାଦଲା ଇନ୍‌ଭେଷ୍ଟମେଣ୍ଟ କମ୍ପାନୀ ୬୨୪୭ କୋଟି ଟଙ୍କା ନିବେଶ କରିବ। ଏହାଦ୍ୱାରା ରିଲାଏନ୍ସ...

ଆମେରିକାର ୮୦ ଧନୀ ମହିଳାଙ୍କ ମଧ୍ୟରେ ୩ ଭାରତୀୟ

ନ୍ୟୁୟର୍କ,୮।୬: ନିଜର ଦକ୍ଷତା ବଳରେ ସଫଳତା ହାସଲ କରିଥିବା ୮୦ ସବୁଠାରୁ ଧନୀ ମହିଳାଙ୍କ ମଧ୍ୟରେ ୩ ଜଣ ପ୍ରବାସୀ ଭାରତୀୟ ରହିଛନ୍ତି। ଫୋବର୍‌ସ ପକ୍ଷରୁ...

ସେବି ଅଧ୍ୟକ୍ଷ ଅଜୟ ତ୍ୟାଗୀଙ୍କ କାର୍ଯ୍ୟକାଳ ବଢ଼ିଲା

ନୂଆଦିଲ୍ଲୀ,୬।୮: ବଜାର ନିୟନ୍ତ୍ରକ ଭାରତୀୟ ପ୍ରତିଭୂତି ଏବଂ ବିନିମୟ ବୋର୍ଡ(ସେବି)ର ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଥିବା ଅଜୟ ତ୍ୟାଗୀଙ୍କ କାର୍ଯ୍ୟକାଳକୁ ୧୮ ମାସ ବଢ଼ାଯାଇଛି। ସେ...

ଏଲ୍‌ଏନ୍‌ଜିକୁ ଏଲ୍‌ଏମ୍‌ଓ ଟ୍ୟାଙ୍କରରେ ପରିଣତ କଲା ଆଇଓସିଏଲ୍‌

ଭୁବନେଶ୍ୱର,୨୯।୪: ମେଡିକାଲ ଅକ୍ସିଜେନ ଯୋଗାଣକୁ ନଜରରେ ରଖି ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ୍‌ (ଆଇଓସିଏଲ୍‌) ପକ୍ଷରୁ ଏହାର ଅବ୍ୟବହୃତ ଏଲ୍‌ଏନ୍‌ଜି ଟ୍ୟାଙ୍କରକୁ ମେଡିକାଲ ଅକ୍ସିଜେନ ଟ୍ୟାଙ୍କର...

‘ଶେୟାର ବଜାର ଉପରେ ନଜର’

ନୂଆଦିଲ୍ଲୀ,୬।୨: ଅନ୍ତଃରାଷ୍ଟ୍ରୀୟ ମାର୍କେଟ ରିସର୍ଚ୍ଚ ୟୁନିଟ୍‌ ହିଣ୍ଡନ୍‌ବର୍ଗର ରିପୋର୍ଟ ପ୍ରକାଶ ପରେ ଭାରତୀୟ ଶେୟାର ମାର୍କେଟରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖାଦେଇଛି। ଏପରିକି ଗତ...

ଦିନେ ଥିଲେ ଧନ କୁବେର, ଏବେ ଦେବାଳିଆ

ନୂଆଦିଲ୍ଲୀ,୯-୨: ସମୟ ଥିଲା ବିଶ୍ୱ ସ୍ତରରେ ବିଲୟନେୟାରଙ୍କ ମଧ୍ୟରେ ଅନିଲ ଅମ୍ବାନୀ ୬ ନମ୍ବର ସ୍ଥାନରେ ରହିଥିଲେ। କିନ୍ତୁ ଏବେ ସେ ଦେବାଳିଆ ହୋଇ ଯାଇଛନ୍ତି।...

ଅନୁଭା-ବାଲ୍‌କୋ ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷର

ନୂଆଦିଲ୍ଲୀ,୧୦।୧୦: ଦେଶର ପ୍ରମୁଖ କର୍କଟ ଚିକିତ୍ସାଳୟ ବେଦାନ୍ତର ବାଲକୋ ମେଡିକାଲ୍‌ ସେଣ୍ଟର (ବିଏମ୍‌ସି) ଏବଂ ଅନୁସନ୍ଧାନ ସଂସ୍ଥା ଅନୁଭା ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ପତ୍ର...

Advertisement
Archives

Model This Week