ରୁର୍‌କୀରେ ଫିଲ୍ମ ‘ଆର୍ଟିକାଲ ୧୫’ ବ୍ୟାନ

ଡେରାଡୁନ: ଆୟୁଷ୍ମାନ ଖୁରାନାଙ୍କ ଫିଲ୍ମ ‘ଆର୍ଟିକାଲ ୧୫’ ବକ୍ସ ଅଫିସରେ ଭଲ ପ୍ରଦର୍ଶନ କରୁଛି। ଗତ ୪ ଦିନ ମଧ୍ୟରେ ଭଲ ବ୍ୟବସାୟ କରିଥିଲେ ବି ଫିଲ୍ମ ରିଲିଜ୍‌ ହେବା ପୂର୍ବରୁ ବିବାଦରେ ରହିଆସିଛି। ପ୍ରଥମେ କାନପୁରରେ ଫିଲ୍ମର ସ୍କ୍ରିନିଂ ସମୟରେ ବିବାଦ ଦେଖାଦେଇଥିବା ବେଳେ ଏବେ ଉତ୍ତରାଖଣ୍ଡ ରୁର୍‌କୀରେ ଫିଲ୍ମକୁ ବ୍ୟାନ କରାଯାଇଛି। ଶନିବାର ରୁର୍‌କୀରେ ଆଇନ ବ୍ୟବସ୍ଥାକୁ ଶୃଙ୍ଖଳିତ ରଖିବା ପାଇଁ ପ୍ରଶାସନ ପକ୍ଷରୁ ଫିଲ୍ମର ସ୍କ୍ରିନିଂ ଉପରେ କଟକଣା ଲଗାଯାଇଛି। ଏହି ଫିଲ୍ମ ଏକ ନିର୍ଦ୍ଧିଷ୍ଟ ସମ୍ପ୍ରଦାୟ ଉପରେ ପ୍ରଶ୍ନ ଉଠାଉଥିବାରୁ ଏହା ଉପରେ କଟକଣା ଲଗାଇବା ପାଇଁ ହିନ୍ଦୁ ସେନା ଦାବି କରିଥିଲା। ଏହି ଫିଲ୍ମ ପରଦାକୁ ଆସିଲେ ସହରରେ ଶାନ୍ତି ବ୍ୟବସ୍ଥା ବିଗିଡ଼ିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଥର ବିବାହ ପରେ ବି ଏହି ୨୭ ବର୍ଷ ସାନ ଅଭିନେତ୍ରୀଙ୍କ ପ୍ରେମରେ ପଡ଼ିଥିଲେ ଧର୍ମେନ୍ଦ୍ର, ହେମାମାଳିନୀ ଜାଣିବା ପରେ…

ବମ୍ବେ: ବଲିଉଡ୍‌ର ଅନେକ ଅଭିନେତ୍ରୀଙ୍କ ସହ ଯୋଡ଼ି ହୋଇଛି ଧର୍ମେନ୍ଦ୍ରଙ୍କ ନାମ। ପୂର୍ବରୁ ବିବାହିତ ଥିବା ସତ୍ତ୍ୱେ ସେ ଅଭିନେତ୍ରୀ ହେମା ମାଳିନୀଙ୍କ ପ୍ରେମରେ ପଡ଼ିଥିଲେ।...

ସ୍ବପ୍ନର କାର୍‌ କିଣିଲେ ଏହି ଅଭିନେତ୍ରୀ, ଦାମ୍‌ ଜାଣିଲେ…

ମୁମ୍ବାଇ: ପ୍ରସିଦ୍ଧ ଟେଲିଭିଜନ ଅଭିନେତ୍ରୀ ଅବନୀତ କୌର୍‌ ଆଜିକାଲି ଚର୍ଚ୍ଚାରେ ରହୁଛନ୍ତି। ବାସ୍ତବରେ ଏହି ଅଭିନେତ୍ରୀ ଖୁବ୍‌ଶୀଘ୍ର ବଲିଉଡ୍‌ରେ ଡେବ୍ୟୁ କରିବାକୁ ଯାଉଛନ୍ତି। ୨୦ ବର୍ଷ...

କାହାକୁ ନ ଜଣାଇ ଏହି ଅଭିନେତ୍ରୀ କରିଥିଲେ ଗୃହପ୍ରବେଶ: ଏବେ ପଡ଼ିଗଲେ ଧରା

ବଲିଉଡ୍‌ ପରେ ହଲିଉଡ୍‌ରେ ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଜୋନାସ, ଏବେ ତାଙ୍କ ପୁସ୍ତକ ‘ଅନ୍‌ଫିନିଷ୍ଟ’ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏହି ପୁସ୍ତକରେ...

‘ବିଗ୍‌ ବସ୍‌’ରେ କୋଏନାଙ୍କ ଖୁଲାସା: ଗାଧୁଆଘରେ ବନ୍ଦ କରିଦେଇଥିଲେ ପ୍ରେମିକ

ମୁମ୍ବାଇ: ଚଳଚ୍ଚିତ୍ର ‘ରୋଡ୍‌’, ‘ହେ ବେବି’, ‘ଆପନା ସପନା ମନି ମନି’, ‘ମୁସାଫିର’ ଏବଂ ‘ଇନ୍‌ସାନ’ ଭଳି ବଲିଉଡ୍‌ ଫିଲ୍ମ କରିବା ପରେ ହଠାତ୍‌ ଗାଏବ...

ନରଗିସ୍‌ଙ୍କ ବିବାହ ଖବର ଶୁଣି ଭାଙ୍ଗି ପଡ଼ିଥିଲେ ରାଜ କପୁର; ୯ ବର୍ଷର ସମ୍ପର୍କ ସତ୍ତ୍ୱେ ଏଥିପାଇଁ ପ୍ରେମରେ ପଡ଼ିଥିଲା ଭଟ୍ଟା

ବମ୍ବେ: ବଲିଉଡ୍‌ରେ ନାୟିକା-ନାୟକ ପ୍ରେମରେ ପଡ଼ିବା ସାଧାରଣ କଥା। ଏଯାବତ ଅନେକ ପ୍ରେମକାହାଣୀ ଦେଖିବାକୁ ମିଳିଥିବା ବେଳେ କିଛି ଭାଙ୍ଗିଛି, କିଛି ବିବାହର ରୂପ ନେଇଛି।...

ଝିଅ ସାରାଙ୍କୁ ସାହାଯ୍ୟ କରିବାକୁ ମନା କଲେ ଶୈଫ

ମୁମ୍ବାଇ: ବଲିଉଡ୍ ନାୟକ ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା ସହ ଜଡିତ ଡ୍ରଗ୍ସ ମାମଲାରେ ଏନ୍‌ସିବି ପାଖାପାଖି ୨୦ ଜଣଙ୍କୁ ନିଜ କଷ୍ଟୋଡିକୁ ନେଇ...

ଫିଲ୍ମ ‘ଅତରଙ୍ଗି ରେ’ର ଟ୍ରେଲର ରିଲିଜ୍‌

ମୁମ୍ବାଇ: ବଲିଉଡ ଅଭିନେତା ଅକ୍ଷୟ କୁମାର ଏବଂ ଅଭିନେତ୍ରୀ ସାରା ଅଲ୍ଲୀ ଖାନଙ୍କ ଅଭିନୀତ ଫିଲ୍ମ ‘ଅତରଙ୍ଗି ରେ’ର ଟ୍ରେଲର ରିଲିଜ୍‌ ହୋଇଯାଇଛି। ତେବେ ଏହି...

ଇଦ୍‌ ପାର୍ଟିରେ ଏକାଠି ନଜର ଆସିଲେ ସିଦ୍ଧାର୍ଥ-କିଆରା

ବଲିଉଡ୍‌ ଅଭିନେତା ସିଦ୍ଧାର୍ଥ ମାଲହୋତ୍ରା ଏବଂ କିଆରା ଆଡଭାନୀଙ୍କ ଯୋଡ଼ି ଏବେ ଚର୍ଚ୍ଚାରେ। ନିକଟରେ ଦୁହିଁଙ୍କ ମଧ୍ୟରେ ବ୍ରେକ୍‌ଅପ ହୋଇଯାଇଥିବା ଖବର ମଧ୍ୟ ସାମ୍ନାକୁ ଆସିଥିଲା।...

Advertisement
Archives

Model This Week