Posted inଖେଳ

ରୁଷିଆନ୍‌ ବକ୍ସିଂ ଟୁର୍ନାମେଣ୍ଟ: କ୍ୱାର୍ଟରରେ ଗୌରବ, ଜାଙ୍ଗ୍ରା

ନୂଆଦିଲ୍ଲୀ, ୩୧।୭ (ପି.ଟି.): ରାଜ୍ୟଗୋଷ୍ଠୀ କ୍ରୀଡ଼ା ପଦକ ବିଜେତା ଗୌରବ ସୋଲାଙ୍କି (୫୬ କିଗ୍ରା) ଓ ପିଙ୍କି ଜାଙ୍ଗ୍ରା (୫୧ କିଗ୍ରା) ରୁଷିଆର କାସ୍‌ପିୟାସ୍କଠାରେ ଚାଲିଥିବା ମଗୋମେଦ୍‌ ସଲାମ୍‌ ଉମାଖାନୋଭ ମେମୋରିଆଲ ଇଣ୍ଟରନ୍ୟାଶନାଲ ବକ୍ସିଂ ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ସେହିଭଳି ମହିଳା ୫୭ କିଗ୍ରା ବିଭାଗରେ ନୀରଜ ମଧ୍ୟ ଅନ୍ତିମ-୮ରେ ସ୍ଥାନ ସୁରକ୍ଷିତ କରିନେଇଛନ୍ତି। ଗତବର୍ଷ ଗୋଲ୍ଡକୋଷ୍ଟରେ ସ୍ବର୍ଣ୍ଣ ପଦକ ଜିତିଥିବା ସୋଲାଙ୍କି ପ୍ରି-କ୍ୱାର୍ଟର ଫାଇନାଲ ମୁକାବିଲାରେ ୫-୦ରେ ରୁଷିଆର ମୁରାଦ୍‌ ରାବାଡାନୋଭଙ୍କୁ ହରାଇଛନ୍ତି। ସେହିଭଳି ମହିଳା ବିଭାଗରେ ବେଲାରୁଷର ବୁରିମ ୟାନାଙ୍କୁ ସମାନ ବ୍ୟବଧାନରେ ପରାସ୍ତ କରିଛନ୍ତି। ଏହି ପ୍ରତିଯୋଗିତାରେ ଆଜରବୈଜାନ, ବେଲାରୁଷ, ଚାଇନା, ଇସ୍ରାଏଲ, ଇଟାଲୀ, ମଙ୍ଗୋଲିଆ, ସ୍ବିଡେନ୍‌, ୟୁକ୍ରେନ, ଉଜବେକିସ୍ତାନ, ଭାରତ ସମେତ ୨୦ ଦେଶର ପାଖାପାଖି ୨୫୦ ବକ୍ସର ଅଂଶଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସୋନପୁର ପ୍ରିମିୟର ଫୁଟବଲ ଲିଗ: ଯତୀନ୍‌ ଫାଇଟର ଚାମ୍ପିୟନ

ସୋନପୁର,୨୮ା୭(ନି.ପ୍ର.):ଯତୀନ୍‌ ଫାଇଟର ସୋନପୁର ପ୍ରିମିୟର ଫୁଟବଲ ଲିଗ୍‌ ଚାମ୍ପିୟନ ହୋଇଛି। ସୋନପୁର ବୁଢି ସମଲେଇ ଫୁଟବଲ କ୍ଲବ ପକ୍ଷରୁ ସ୍ଥାନୀୟ କଲେଜ ପଡିଆରେ ଚାଲିଥିବା ଲିଗ୍‌ର...

କୋହଲିଙ୍କୁ ନୁହେଁ, ରୋହିତଙ୍କୁ ଅଧିନାୟକ ଦାୟିତ୍ୱ ଦିଆଯାଉ: ଡବ୍ଲୁଟିସି ଫାଇନାଲ ହାରିବା ପରେ…

ନୂଆଦିଲ୍ଲୀ,୨୭।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲୁଟିସି) ଫାଇନାଲରେ ଭାରତର ପରାଜୟ ପରେ ବିରାଟ କୋହଲିଙ୍କ ଅଧିନାୟକତ୍ୱକୁ ନେଇ ପୁଣି ଥରେ ପ୍ରଶବାଚୀ ସୃଷ୍ଟି ହୋଇଛି। ଅନେକ ପୂର୍ବତନ...

ପ୍ରଶାନ୍ତ କୁମାର ‘ମିଷ୍ଟର ଇଷ୍ଟର୍ନ ଇଣ୍ଡିଆ’

ଭୁବନେଶ୍ୱର, ୧୮ା୧୧ (ସ୍ପୋଟର୍‌ସ ବ୍ୟୁରୋ): କୋଲକାତାସ୍ଥିତି ଖୁଦିରାମ ଅନୁଶୀଳନ କେନ୍ଦ୍ରରେ ଏକାଦଶ ପୂର୍ବାଞ୍ଚଳ (ପୂର୍ବ ଭାରତ) ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା...

ସାଇ ହଷ୍ଟେଲ-ଚରମ୍ପା ୟୁନାଇଟେଡ୍‌ ଫାଇନାଲ

ନିମାପଡ଼ା, ୧୫।୧୨ (ଡିଏନ୍‌ଏ)- ନିମାପଡ଼ା ଆଥ୍‌ଲେଟିକ ଆସୋସିଏଶନ ପକ୍ଷରୁ ସ୍ଥାନୀୟ ବାରବାଟୀ ଗ୍ରାଉଣ୍ଡରେ ଚାଲିଥିବା ରାଜ୍ୟସ୍ତରୀୟ ୬ଷ୍ଠ ପଦ୍ମଚରଣ ସାମନ୍ତସିଂହାର ସ୍ମାରକୀ ନିମାପଡ଼ା ଫୁଟ୍‌ବଲ ପ୍ରତିଯୋଗିତାର...

ପନ୍ତଙ୍କ ହାତରେ ଟିମ୍‌ ଇଣ୍ଡିଆର ଭାଗ୍ୟ

ଲଣ୍ଡନ,୧୫।୮: ଲଡର୍‌ସ ଟେଷ୍ଟରେ ଏବେ ଭାରତୀୟ ଦଳ ପରାଜୟ ଏଡ଼ାଇବା ପାଇଁ ଖେଳୁଛି । ରିଷଭ ପନ୍ତଙ୍କ ଉପରେ ନିର୍ଭର କରୁଛି ସବୁ କିଛି। ପ୍ରଥମ...

ଟି୨୦: ଭାରତ ସିରିଜ ବିଜୟୀ

ଲଡରହିଲ, ୫ା୮- ରବିବାର ଏଠାରେ ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ଦ୍ୱିତୀୟ ଟି୨୦ କ୍ରିକେଟ ମ୍ୟାଚରେ ଭାରତ ୨୨ ରନରେ ଓ୍ବେଷ୍ଟଇଣ୍ଡିଜକୁ ହରାଇ ଦେଇଛି। ଏଥିସହ ଭାରତ...

କୋହଲି-ଗାଙ୍ଗୁଲିଙ୍କ ଝଗଡା ସମାଧାନ ହେବ କେମିତି: ଶାସ୍ତ୍ରୀ ଦେଲେ ଉପାୟ

ନୂଆଦିଲ୍ଲୀ,୬।୧:ଦକ୍ଷିଣ ଆଫ୍ରିକା ଗସ୍ତରେ ଟିମ ଇଣ୍ଡିଆ ଯିବା ପୂର୍ବରୁ ବିରାଟ କୋହଲି ଏବଂ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ମଧ୍ୟରେ ଆରମ୍ଭ ହୋଇଥିବା ବିବାଦ ଶେଷ...

ସନରାଇଜର୍ସ ହାଇଦ୍ରାବାଦର ଶୋଚନୀୟ ପରାଜୟ…

ପୁଣେ, ୨୯।୩ : ଆଇପିଏଲ୨୦୨୨ର ପଞ୍ଚମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ (ଏସଆରଏଚ୍)ର ଶୋଚନୀୟ ପରାଜୟ ଘଟିଛି । ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିବା ସନରାଇଜ ହାଇଦ୍ରାବାଦ୍...

Advertisement
Archives

Model This Week