Posted inଖେଳ

ରୁଷିଆନ ବକ୍ସିଂ ଟୁର୍ନାମେଣ୍ଟ: ସେମିରେ ୪ ଭାରତୀୟ

ନୂଆଦିଲ୍ଲୀ, ୧।୮ (ପି.ଟି.)- ଏସୀୟ ସ୍ବର୍ଣ୍ଣ ପଦକ ବିଜୟିନୀ ପୂଜାରାଣୀ (୭୫ କିଗ୍ରା) ଓ ବିଶ୍ୱ ଚାମ୍ପିୟନଶିପ୍‌ରେ ବ୍ରୋଞ୍ଜ ପଦକ ହାସଲ କରିଥିବା ଲଭଲିନା ବୋରଗୋହାନି (୬୯ କିଗ୍ରା)ଙ୍କ ସମେତ ୪ ଜଣ ଭରତୀୟ ବକ୍ସର ରୁଷିଆରେ ଚାଲିଥିବା ମାଗୋମେଦ୍‌ ସଲମ୍‌ ଉମାଖାନୋଭ ମେମୋରିଆଲ ଇଣ୍ଟରନ୍ୟାଶନାଲ ବକ୍ସିଂ ଟୁର୍ନାମେଣ୍ଟର ସେମିରେ ପ୍ରବେଶ କରିଛନ୍ତି। ଅନ୍ୟଦୁଇ ଭାରତୀୟ ବକ୍ସର ହେଲେ ନୀରଜ (୫୭ କିଗ୍ରା) ଓ ଜନୀ (୬୦ କିଗ୍ରା)। ମହିଳା ୬୯ କିଗ୍ରା ବର୍ଗରେ ୨୧ ବର୍ଷୀୟା ଲଭ୍‌ଲିନା ୫-୦ରେ ରୁଷିଆର ଆନାସ୍ତାସିୟା ସିଗାଏଭାଙ୍କୁ ପରାସ୍ତ କରିଛନ୍ତି। ଫାଇନାଲରେ ସ୍ଥାନ ହାସଲ ପାଇଁ ପରବର୍ତ୍ତୀ ମ୍ୟାଚ୍‌ରେ ସେ ଘରୋଇ ବକ୍ସର ଏଲିନା ଭେବର୍‌ଙ୍କୁ ଭେଟିବେ। ସେହିଭଳି ପୂଜା ୪-୧ରେ ଅନ୍ୟତମ ରୁଷୀୟ ବକ୍ସର ଲଉରା ମମେଡକୁଲୋଭଙ୍କୁ ହରାଇ ଅନ୍ତିମ-୪ରେ ପହଞ୍ଚତ୍ଛନ୍ତି। ନୀରଜ ୪-୧ରେ ଘରୋଇ ବକ୍ସର ସାୟାନା ସାଗାଟେଭାଙ୍କୁ ଏବଂ ଜନୀ ୫-୦ରେ ବେଲାରୁଷର ଆନାସ୍ତାସିୟା ଓବୁଶେନକୋଭାଙ୍କୁ ପରାସ୍ତ କରିଛନ୍ତି। ପୂର୍ବରୁ ପିଙ୍କି ଜାଙ୍ଗ୍ରା (୫୧ କିଗ୍ରା) କ୍ୱାର୍ଟରରେ ପ୍ରବେଶ କରିଥିଲେ ମଧ୍ୟ ପରାଜୟବରଣ କରି ବିଦାୟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଷ୍ଟ୍‌ ଇଣ୍ଡିଆ ସ୍ନୁକର: ସୁବ୍ରତ ଚାମ୍ପିୟନ

ଭୁବନେଶ୍ୱର,୧୭।୧୨(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶାର ତାରକା କ୍ୟୁସ୍ପୋଟର୍‌ସ ସ୍ପେଶାଲିଷ୍ଟ ତଥା ବର୍ତ୍ତମାନର ରାଜ୍ୟ ଚାମ୍ପିୟନ ସୁବ୍ରତ ଦାସ ୨୫ ଦିନ ମଧ୍ୟରେ ୩ଟି ଟାଇଟଲ ଜିତି ରେକର୍ଡ...

ଏଫ୍‌ଆଇଏଚ୍‌ ହକି ପ୍ରୋ ଲିଗ୍‌ : କଳିଙ୍ଗରେ ଭାରତକୁ ଭେଟିବାକୁ ପ୍ରସ୍ତୁତ: ଜେଲସ୍କି

ଭୁବନେଶ୍ୱର,୧୮ା୨(କ୍ରୀଡ଼ା ପ୍ରତିନିଧି)- ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଆଉ ଏକ ହେଭିଓ୍ବେଟ ହକି ମୁକାବିଲା ପାଇଁ କ୍ଷେତ୍ର ପ୍ରସ୍ତୁତ। ଅନ୍ତର୍ଜାତୀୟ ହକିର ଦୁଇ ଶକ୍ତିଶାଳୀ ଦଳ ନେଦରଲାଣ୍ଡ୍ସ...

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌: ଅଷ୍ଟ୍ରେଲିଆକୁ ହରାଇ ସେମିରେ ଭାରତ

ପୋଚେଫ୍ସଟ୍ରୁମ୍‌, ୨୮।୧(ପି.ଟି.)- ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରେ ଗତଥରର ଚାମ୍ପିୟନ ଭାରତ ସେମିଫାଇନାଲରେ ପ୍ରବେଶ କରିଛି। ବିଶ୍ୱକପ୍‌ର ଏହି ୧୩ତମ ସଂସ୍କରଣରେ...

୬ଟି ଆଙ୍ଗୁଠି ଥିବା ଏହି ଖେଳାଳି ମାରିଥିଲେ ୬ଟି ବଲ୍‌ରୁ ୬ଟି ଛକା

ଓ୍ବେଷ୍ଟଇଣ୍ଡିଜର ପ୍ରସିଦ୍ଧ ଖେଳାଳି ଗ୍ୟାରି ସୋବର୍ସଙ୍କ ୮୪ ବର୍ଷରେ ପଦାର୍ପଣ କରିଛନ୍ତି। ଜନ୍ମରୁ ଏହି ମହାନ କ୍ରିକେଟରଙ୍କ ଦୁଇ ହାତରେ ୧୨ ଟି ଆଙ୍ଗୁଠି ଥିଲା...

ଡେଭିସ୍‌ କପ୍‌: ପାକିସ୍ତାନକୁ ଦଳ ପଠାଇପାରେ ଆଇଟା

ନୂଆଦିଲ୍ଲୀ, ୧୫ା୧୦ (ପି.ଟି.)-ଜାତୀୟ ଟେନିସ ମହାସଂଘ ଏହାର ଖେଳାଳି ଏବଂ ସପୋର୍ଟ ଷ୍ଟାଫ୍‌ଙ୍କ ଲାଗି ପାକିସ୍ତାନ ଭିଜା ଯୋଗାଡ଼ କରିବା ପ୍ରକ୍ରିୟା ଆରମ୍ଭ କରବା ଲାଗି...

ଅଲିମ୍ପିକ୍‌ରେ ସ୍ବର୍ଣ୍ଣ ଜିତିଲେ ମିଳିବ ୩ କୋଟି

ଚେନ୍ନାଇ,୨୬।୬: ଆଗାମୀ ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ରାଜ୍ୟର ଆଥ୍‌ଲେଟଙ୍କ ପାଇଁ ଶନିବାର ପୁରସ୍କାର ରାଶି ଘୋଷଣା କରିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌ କେ ଷ୍ଟାଲିନ। ସ୍ବର୍ଣ୍ଣ...

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଫାଇନାଲ: ପଞ୍ଚମ ଟାଇଟଲ ଲକ୍ଷ୍ୟରେ ଭାରତ

ପୋଚେଫ୍ସଟ୍ରୁମ୍‌,୯।୨(ପି.ଟି.)- ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ରେ ଗତଥରର ଚାମ୍ପିୟନ ଭାରତ ଓ ବାଂଲାଦେଶ ରବିବାର ପରସ୍ପରକୁ ଭେଟିବେ। ସ୍ଥାନୀୟ...

୨୪ ଘଣ୍ଟାରେ ମୁମ୍ବାଇକୁ ଦ୍ୱିତୀୟ ବଡ଼ ଟାଇଟଲ

ଦିଲ୍ଲ୍ଲୀ,୧୪।୩ : ଗତ ୨୪ ଘଣ୍ଟା ମଧ୍ୟରେ ମୁମ୍ବାଇ ଦୁଇଟି ଭିନ୍ନ ଭିନ୍ନ ସ୍ପୋର୍ଟିଂ ଇଭେଣ୍ଟରେ ଦୁଇଟି ଟାଇଟଲ ଅର୍ଜନ କରିଛି। ଶନିବାର ରାତିରେ ପ୍ରଥମ...

Advertisement
Archives

Model This Week