ରୁଷ୍‌ ସଂସ୍କୃତିମନ୍ତ୍ରୀ କରୋନା ପଜିଟିଭ୍‌

ମସ୍କୋ,୭।୫: ରୁଷ୍‌ ସଂସ୍କୃତିମନ୍ତ୍ରୀ ଓଲ୍‌ଗା ଲ୍ୟୁବିମୋଭା ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏସମ୍ପର୍କରେ ତାଙ୍କ ପ୍ରବକ୍ତା ଆନ୍ନା ଉଷାଚ୍ୟୁଭା ସୂଚନା ଦେଇଛନ୍ତି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବାର ଆବଶ୍ୟକତା ନାହିଁ ବୋଲି ଆନ୍ନା କହିଛନ୍ତି। ତେବେ ଓଲ୍‌ଗାଙ୍କୁ କ୍ୱାରାଣ୍ଟାଇନ୍‌ରେ ରହିବାକୁ ପଡ଼ିବ। ସୂଚନାଯୋଗ୍ୟ, ଏହା ପୂର୍ବରୁ ରୁଷ୍‌ ପ୍ରଧାନମନ୍ତ୍ରୀ ମିଖାଇଲ୍‌ ମିଶୁଷ୍ଟିନ୍‌ ଏବଂ ନିର୍ମାଣମନ୍ତ୍ରୀ ବ୍ଲାଡିମୀର ୟେକୁଶେଭ୍‌ଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା। ପ୍ରଧାନମନ୍ତ୍ରୀ ସୁସ୍ଥ ହେଉଥିବା ସମ୍ପର୍କରେ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ ଇତିମଧ୍ୟରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସହାୟତା: ଏକ ଲକ୍ଷ ଟଙ୍କା ଦାନ କଲେ ଶରଦ କୁମାର

ନୂଆଦିଲ୍ଳୀ, ୨୯।୩(ପି.ଟି.)- ଡବଲ ଏସିଆନ ପାରା ଗେମ୍ସ ହାଇ ଜମ୍ପ ଚାମ୍ପିୟନ ଶରଦ କୁମାର କରୋନା ଭାଇରସ ମୁକାବିଲା ପାଇଁ ଏକ ଲକ୍ଷ ଟଙ୍କା ଦାନ...

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ କମୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦ ନୂଆ କୋଭିଡ୍‌ ମାମଲା ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରୁ ୧୮ ବର୍ଷରୁ...

ଅବସ୍ଥା କହୁଛି ନେତୃତ୍ୱ କେମିତି

ନୂଆଦିଲ୍ଲୀ,୧୯ା୫: ଭାରତର ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ପୂର୍ବତନ ଗଭର୍ନର ରଘୁରାମ ରାଜନ ନିକଟରେ କୋଭିଡ୍‌-୧୯ ମହାମାରୀକୁ ଦେଶ ପାଇଁ ସ୍ବାଧୀନତା ପରେ ସବୁଠୁ ବଡ଼ ଚ୍ୟାଲେଞ୍ଜ...

ରାଜନୈତିକ ସଙ୍କଟ ମଧ୍ୟରେ ପାକିସ୍ତାନର କ୍ଷେପଣାସ୍ତ୍ର ପରୀକ୍ଷା

ଇସଲାମାବାଦ,୯ା୪: ପାକିସ୍ତାନରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ପାକିସ୍ତାନ ଶାହିନ-୩ କ୍ଷେପଣାସ୍ତ୍ର ପରୀକ୍ଷଣ କରିଛି। ଏକ ରିପୋର୍ଟ ଅନୁଯାୟୀ ଶନିବାର ଏହି କ୍ଷେପଣାସ୍ତ୍ର ପରୀକ୍ଷା କରାଯାଇଛି।...

କରୋନା ଯୁଦ୍ଧର ସାରଥି ସାଜି ଭୋକିଲାଙ୍କୁ ଗହମ ଦେଲେ ଚାଷୀ

ମୁମ୍ବାଇ,୨୯।୩: କରୋନା ଭାଇରସ କାରଣରୁ ସାରା ଦେଶକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ସାଧାରଣ ଖଟିଖିଆ ଶ୍ରମିକ ଦିନକୁ ଦିଓଳି ଖାଦ୍ୟ ଯୋଗାଡ କରିବା କଷ୍ଟକର...

ଦୁଇ ହୋଲ୍‌ସେଲରଙ୍କ ନାମରେ ମାମଲା

ଯାଜପୁର ଅଫିସ,୨୮ା୩: ଯାଜପୁର ସହରର ବିରଜାହାଟ ନିକଟରେ ଥିବା ଦୁଇ ହୋଲ୍‌ସେଲରଙ୍କ ନାମରେ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲାପାଳଙ୍କ କୋର୍ଟରେ ମାମଲା ରୁଜୁ ହୋଇଛି। ହୋଲ୍‌ସେଲର ଦୁଇଜଣ...

ପାକିସ୍ତାନ ରାସ୍ତା କଡରେ ଲାଗିଲା ୱିଙ୍ଗ କମାଣ୍ଡର ଅଭିନନ୍ଦନ ଓ ପ୍ରଧାନମନ୍ତ୍ରୀ ମୋଦିଙ୍କ ପୋଷ୍ଟର

ଲାହୋର,୧ ।୧୧: ଭାରତୀୟ ବାୟୁସେନାର ପରାକ୍ରମୀ ପାଇଲଟ ୱିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ପୁଣିଥରେ ପାକିସ୍ତାନରେ ଚର୍ଚ୍ଚାର ବିଷୟ ପାଲଟି ଯାଇଛନ୍ତି । ଏଥିପାଇଁ ପ୍ରଧାନମନ୍ତ୍ରୀ...

ଆନ୍ଦୋଳନକାରୀଙ୍କୁ ଗୁଳି କରିବାକୁ ନିର୍ଦ୍ଦେଶ

ଆଲମାଟି,୮।୧: ଗ୍ୟାସ୍‌ ଦର ବୃଦ୍ଧିକୁ ବିରୋଧ କରି କାଜାଖସ୍ତାନରେ ଉତ୍ତେଜନା ସୃଷ୍ଟି ହୋଇଛି। ସରକାର ଏଲ୍‌ପିଜି ଦର ଦ୍ୱିଗୁଣିତ କରିବା ପରେ ସାଧାରଣ ଜନତା ଏହାର...

Advertisement
Archives

Model This Week