ରୂପସାରେ ରାବଣ ପୋଡ଼ି

ରୂପସା,୮ା୧୦ (ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ଆଙ୍କୋ ଶତାଦ୍ଧୀ କ୍ଲବ ଆନୁକୂଲ୍ୟରେ ୩୧ ତମ ରାବଣପୋଡ଼ି ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କ୍ଲବ ସଭାପତି ସନ୍ତୋଷ କୁମାର ପରିଡ଼ାଙ୍କ ପୌରୋହିତ୍ୟରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା, ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ, ସମ୍ମାନନୀୟ ଅତିଥି ଭାବେ ଜିଲା ପରିଷଦ ସଭ୍ୟା ଶ୍ରୀମତି ପଟ୍ଟନାୟକ, ବରଦା ପ୍ରସନ୍ନ ପଟ୍ଟନାୟକ ଓ ଭଗବାନ ମହାପାତ୍ର ପ୍ରମୁଖ ରାବଣ ପ୍ରତିମୂର୍ତ୍ତିିରେ ଅଗ୍ନି ସଂଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri