ରୂପ୍‌ସାରେ ରନ୍ଧାଖାଦ୍ୟ ବଣ୍ଟନ

ରୂପ୍‌ସା,୮।୪(ଡି.ଏନ.ଏ.)-ସାରା ଦେଶ ଲକଡାଉନ୍‌ ହେବା ପରେ ସାଧାରଣ ଜନଜୀବନ ଏକପ୍ରକାର ଠପ୍‌ ହୋଇଯାଇଛି। ଦିନମଜୁରିଆ, ଅସହାୟ ବୃଦ୍ଧାବୃଦ୍ଧ, ରୂପ୍‌ସା ରେଳ ଷ୍ଟେଶନରେ ଅଟକି ରହିଥିବା ଯାତ୍ରୀ, ହାଟଚାଳିରେ ରହୁଥିବା ନିରାଶ୍ରୟ ଓ ପିଡବ୍ଲ୍ୟୁଆଇ ଅଫିସ ନିକଟରେ ରହୁଥିବା ଅସହାୟମାନେ ଖାଦ୍ୟ ନ ପାଇ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗତ ମାର୍ଚ୍ଚ ୨୯ଠାରୁ ଗାଙ୍ଗଯୋଡ଼ି ନଦୀ ପୋଲଠାରେ, ରାମ ସିଂ ଛକ, ପାଣିଟାଙ୍କି ଛକ, ରେଲୱେ ପ୍ଲାଟଫର୍ମ, ପିଡବ୍ଲ୍ୟୁଆଇ ଅଫିସ, ହାଟ ଚାଳିଆ, ଘାସିସାହି, ଦଲଦଲି ପଦାରେ ଥିବା ବ୍ୟକ୍ତିମାନଙ୍କୁ ରନ୍ଧାଖାଦ୍ୟ ବଣ୍ଟନ କରାଯାଉଛି। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଖାଦ୍ୟ ବଣ୍ଟନ ପାଇଁ ସ୍ଥିର ହୋଇଛି। ଦୈନିକ ପ୍ରାୟ ୧ଶହ ଲୋକଙ୍କୁ ରନ୍ଧା ଖାଦ୍ୟ ଦିଆଯାଉଛି। ଏହି ମହତ୍‌ କାର୍ଯ୍ୟକୁ ରୂପ୍‌ସା ଥାନା ପ୍ରଶାସନିକ ଅଧିକାରୀ ବିଶ୍ୱଜିତ ରାଉତରାୟଙ୍କ ପୂର୍ଣ୍ଣ ସହଯୋଗରେ ସ୍ବେଚ୍ଛାସେବୀ କସିପଦା ହାଇସ୍କୁଲର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଅନନ୍ତ କୁମାର ସାହୁ, ବରଦାପ୍ରସନ୍ନ ପଟ୍ଟନାୟକ, ଜଗଦୀଶ ବେହେରା, ସଞ୍ଜୟ କୁମାର ସେଠୀ, ବଂଶୀଧର ପଣ୍ଡା, ପ୍ରସନ୍ନ କୁମାର ସାହୁ, ପ୍ରମୋଦ କୁମାର ସାହୁ, ସୁବ୍ରତ କୁମାର ଦାସ, ରବୀନ୍ଦ୍ର କୁମାର ପରିଡ଼ା, ଜୟଦେବ ବେହେରା, ମଣ୍ଟୁ ପ୍ରଧାନ ପ୍ରମୁଖ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ପ୍ରତିଯୋଗିତା ଛାଡ଼ି ଛାତ୍ରୀଙ୍କୁ ରୋଷେଇ କାମ!

ତୁମୁଡ଼ିବନ୍ଧ, ୨୫।୯ (ଦୀପକ କୁମାର ପରାସେଠ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଜନିତ ବର୍ଷା ଗତ ୪ ଦିନ ହେଲା ଲାଗିରହିଛି। ଏହା ମଧ୍ୟରେ ଶୁକ୍ରବାର ତୁମୁଡ଼ିବନ୍ଧସ୍ଥିତ…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?