ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଜିଲାପାଳ

ରୂପ୍‌ସା, ୧।୪(ଡି.ଏନ.ଏ.)-ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ମଙ୍ଗଳବାର ଅଚାନକ ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟସେବା ପ୍ରଦାନ ସମ୍ପର୍କରେ ବୁଝିବା ସହ ନୂତନ ଓପିଡ଼ି ଗୃହ ବୁଲି ତଦାରଖ କରିଛନ୍ତି।
ସମ୍ପ୍ରତି ଦେଶବ୍ୟାପୀ କରୋନା ମୁକାବିଲାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟକେନ୍ଦ୍ରରେ ୩୦ ଶଯ୍ୟା ବିଶିଷ୍ଟ ଆଇସୋଲେଶନ ସେଣ୍ଟର ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ବିଭାଗୀୟ ଏକ୍‌ଜିକ୍ୟୁଟିଭ୍‌ ଇଞ୍ଜିନିୟରଙ୍କ ସହ ମୋବାଇଲ ଯୋଗେ କଥା ହୋଇ ନୂତନ ଓପିଡ଼ି ଗୃହକୁ ତୁରନ୍ତ ସ୍ବାସ୍ଥ୍ୟକେନ୍ଦ୍ର କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର ପାଇଁ ତାଗିଦ୍‌ କରିଛନ୍ତି। ଜିଲାପାଳଙ୍କ ପରିଦର୍ଶନ ସମୟରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ପ୍ରସାଦ ଛୋଟରାୟ, ମେଡ଼ିକାଲ ଅଫିସର ଡା. ବିନୟ କୁମାର ଦାସ ମହାପାତ୍ର, ଆୟୁଷ ମେଡ଼ିକାଲ ଅଫିସର ଡା. ଅସୀତ କୁମାର ପ୍ରଧାନ ଓ ବ୍ଲକ ପ୍ରୋଗ୍ରାମ ମ୍ୟାନେଜର ସତ୍ୟ ସୁନ୍ଦର ଗୋସ୍ବାମୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଟିଆଇ ସଂଶୋଧନକୁ ବିରୋଧ

ଫୁଲବାଣୀ ଅଫିସ, ୨୮।୭-କେନ୍ଦ୍ର ସରକାର ଆରଟିଆଇ ବିଲ୍‌ ସଂଶୋଧନ ଆଣି ଉଭୟ ସଦନରେ ପାରିତ କରିଛନ୍ତି। ହେଲେ ଏହା ଠିକ୍‌ ନୁହେଁ ବୋଲି ଆର୍‌ଟିଆଇ (ଜନ...

ଅତିଥିଙ୍କୁ ମିଳୁନି ଆତିଥ୍ୟ

ବଇଣ୍ଡା, ୧୭ା୧୧(ପରିକ୍ଷିତ ସାହୁ) ନେତା, ମନ୍ତ୍ରୀ, ସରକାରୀ ଅଧିକାରୀ, ପର୍ଯ୍ୟଟକ ଏବଂ ଅନ୍ୟ ଅତିଥିଙ୍କୁ ସରକାରୀ ଆତିଥ୍ୟ ପ୍ରଦାନ ପାଇଁ ବିଭିନ୍ନ ସ୍ଥାନରେ ପୂର୍ତ୍ତ ବିଭାଗର...

୩ ମାସ ପରେ ଖୋଲିଲା ଝୋଟ କାରଖାନା

ରୂପ୍‌ସା, ୨୮।୬(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ରୂପ୍‌ସା ଜୟକିଶନ ଦାସମଲ ଝୋଟ କାରଖାନା ଗୁରୁବାରଠାରୁ ଚାଲୁ କରାଯାଇଛି। ଦୀର୍ଘ ୩ ମାସ ଧରି...

ପ୍ରଦୂଷଣ ଜ୍ୱାଳାରେ କାରୋ ନଦୀ

ବଡବିଲ, ୧୮।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳ ଉପକଣ୍ଠରେ ବୋହିଯାଇଥିବା ଜୀବନରେଖା ଭାବେ ପରିଚିତ କାରୋନଦୀ ଏବେ ସଙ୍କଟରେ। ବିଭିନ୍ନ କାରଖାନାର ବର୍ଜ୍ୟବସ୍ତୁ ଓ ବିଷାକ୍ତ ରାସାୟନିକ...

ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଜବତ: ୫ ବର୍ଷ ପରେ ବି…

ଯାଜପୁର ଅଫିସ/କୋରେଇ/ ରଗଡ଼ି(ଡି.ଏନ.ଏ.),୨୫ା୭: ଯାଜପୁର ଜିଲା କୋରେଇ ଥାନା ଗୌରପୁର ପଞ୍ଚାୟତ ଯୁଗଳ ଗ୍ରାମରେ ଏକ ଦମ୍ପତିଙ୍କ ଝୁଲନ୍ତା ମୃତଦେହକୁ ଶନିବାର ପୃଥକ୍‌ ଭାବେ ଜବତ...

୨ ରାଜପଥ ଲୁଟେରା ଗିରଫ

ବାଲେଶ୍ୱର ଅଫିସ, ୧୮।୧୦-ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ୧୬ନଂ. ଜାତୀୟ ରାଜପଥର ଫୁଲାଡ଼ି ଛକରେ କେତେକ ଅସାମାଜିକ ଯୁବକ ବୁଧବାର ରାତି ୧୦ଟା ବେଳେ ବିଭିନ୍ନ...

କଲରାପତରିଆ ବାଘ ଚମଡ଼ା ଜବତ, ବାବା ଗିରଫ

ପରଜଙ୍ଗ,୨୪।୫(ଡି.ଏନ.ଏ.) : ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଦଦରାଘାଟି ଫରେଷ୍ଟ ସେକ୍ସନ ଅଧୀନ କୁଲେଇସ୍ଥିତ ବାବା ତାଳେଶ୍ୱର ଶିବମନ୍ଦିରରୁ ଗୁରୁବାର ବନ ବିଭାଗ ଏକ କଲରାପତିରିଆ...

ପୋଲିସ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସୀତାରାମ ଗୁରୁତର, ପିସ୍ତଲ ଜବତ୍‌

ବଲାଙ୍ଗୀର ଅଫିସ, ୧୭ା୬:  ବଲାଙ୍ଗୀର ଜିଲା ପୁଇଁନ୍ତଲା ଥାନା ଅନ୍ତର୍ଗତ ମହୀମୁଣ୍ଡା-ଦୁହେଲ ରାସ୍ତାରେ ଦୁର୍ଦ୍ଦାନ୍ତ ଅପରାଧୀ ସୀତାରାମ ରଣାଙ୍କୁ ପୋଲିସ ଏନ୍‌କାଉଣ୍ଟର କରିଛି। ଏଥିରେ ସୀତାରାମ...

Advertisement
Archives

Model This Week