Posted inଜାତୀୟ

ରେକର୍ଡ କଲା ପିଆଜ

ମଦୁରାଇ,୮।୧୨: ଦେଶର ବିଭିନ୍ନ ଭାଗରେ ପିଆଜ ସେଞ୍ଚୁରି ମାରିଥିବା ବେଳେ ତାମିଲନାଡୁର ମଦୁରାଇରେ କିନ୍ତୁ ଏହା ରେକର୍ଡ କରିଛି। ରବିବାର ଏଠାରେ ପିଆଜର କିଲୋଗ୍ରାମ୍‌ ପ୍ରତି ଦାମ୍‌ ୨ଶହ ଟଙ୍କା ଥିବା ବେଳେ ଖୁଚୁରା ବଜାରରେ ଏହା କିଲୋପ୍ରତି ଦର ୨୫୦ ଟଙ୍କାରେ ପହଞ୍ଚିଛି। ପିଆଜର ଏହି ମୂଲ୍ୟବୃଦ୍ଧି ଖାଉଟିଙ୍କୁ ତ ଅଡୁଆରେ ପକାଇଛି ଏହାସହ ବ୍ୟବସାୟୀ ମଧ୍ୟ ସେମାନଙ୍କ ବ୍ୟବସାୟରେ ସେତେଟା ଲାଭ ପାଉ ନ ଥିବା କହିଛନ୍ତି। ଏପଟେ ଗୃହିଣୀଙ୍କ ରୋଷେଇ ଘରୁ ପିଆଜ ହଜି ଯାଇଥିବା ସେମାନେ କୁହନ୍ତି। ଅନ୍ୟପଟେ ସରକାରୀ ଭାବେ ମିଳିଥିବା ସୂଚନା ଅନୁଯାୟୀ ଏହି ଦରବୃଦ୍ଧି ଡିସେମ୍ବର ଶେଷ ପର୍ଯ୍ୟନ୍ତ ଲାଗି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ…

ସୁନାବେଡ଼ା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ: ଭିଡିଓ ଭାଇରାଲ ହେବା ପରେ…

ନୂଆପଡ଼ା,୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବାଘ ରାସ୍ତାରେ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ…

ସହାୟତା ନୀତି: ଚାଷୀ ଅଲୋଡ଼ା

ଭୁବନେଶ୍ୱର, ୫ା୮(ରବିନାରାୟଣ ଜେନା): ବନ୍ୟା, ବାତ୍ୟା ଭଳି ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟରେ ଚାଷୀଙ୍କ ଫସଲ ନଷ୍ଟ ହେଲେ ସରକାରଙ୍କ ପକ୍ଷରୁ ମିଳୁଥିବା ସହାୟତା ଅତ୍ୟନ୍ତ ନଗଣ୍ୟ। ମାତ୍ର…

ଦ୍ୱିଅର୍ଥବୋଧକ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ୍‌ଙ୍କୁ ଗିରଫ ପରେ ଜାମିନ

ଚେନ୍ନାଇ,୫ା୮: ଲୋକପ୍ରିୟ ଅଭିନେତ୍ରୀ ତ୍ରିଶାଙ୍କୁ ଇଙ୍ଗିତ କରି ଓ ତାଙ୍କ ସମ୍ମାନ ଏବଂ ନାରୀତ୍ୱକୁ ଅପମାନିତ କରି ଦ୍ୱିଅର୍ଥବୋଧକ ମନ୍ତବ୍ୟ ଦେବା ଅଭିଯୋଗରେ ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ…

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri