ରେଗୁଲାର ହେଲେ ୧୧୩ ଗ୍ରାମ୍ୟ କୃଷି କର୍ମଚାରୀ

ଭବାନୀପାଟଣା,୨୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ କାର୍ଯ୍ୟରତ ୧୧୩ ଜଣ ଗ୍ରାମ୍ୟ କର୍ମଚାରୀ ନିୟମିତ (ରେଗୁଲାର) ହେଲେ। ଏ ନେଇ ଜିଲା ଗ୍ରାମ୍ୟ କୃଷି କର୍ମଚାରୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି। ଜିଲାର ୧୩ ବ୍ଲକର ବିଭିନ୍ନ ପଞ୍ଚାୟତରେ ଚୁକ୍ତିଭିତ୍ତିକ ଗ୍ରାମ୍ୟ କୃଷି କର୍ମଚାରୀ ଭାବେ ୨୦୧୧ ମସିହାରେ ୧୧୩ ଜଣଙ୍କୁ ଚୁକ୍ତି ଭିତ୍ତିକ ନିଯୁକ୍ତି ମିଳିଥିଲା। ୬ ବର୍ଷ ପରେ ସେମାନଙ୍କୁ ରେଗୁଲାର ମାନ୍ୟତା ମିଳିଛି। ଦୀର୍ଘଦିନ ପରେ ନିୟମିତ ସରକାରୀ କର୍ମଚାରୀ ହୋଇଥିବାରୁ ସେମାନେ ଖୁସି ପ୍ରକାଶ କରିଛନ୍ତି। କଳାହାଣ୍ଡି ଜିଲାପାଳ, ଉପକୃଷି ନିର୍ଦ୍ଦେଶକଙ୍କୁ ସଂଘ ପକ୍ଷରୁ ସଭାପତି ସମିର ପାତ୍ର, ଭବାନୀପାଟଣା ବ୍ଲକର ଉପସଭାପତି ବିଶ୍ୱକାନ୍ତ ସାହୁଙ୍କ ସମେତ ଜିଲା ଗ୍ରାମ୍ୟ କୃଷି କର୍ମଚାରୀମାନେ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

୨ ଚୋରି ମାମଲାର ପର୍ଦ୍ଦାଫାଶ, ୪ ଅଭିଯୁକ୍ତ ଗିରଫ, ଚୋରି ସାମଗ୍ରୀ ଜବତ

ଖଜୁରୀପଡ଼ା,୧୫।୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଚୋରି ମାମଲାର ତଦନ୍ତ କରି ପୋଲିସ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

୧୧ କେଭି ତାର ନେଲା ୭ ମଇଁସିଙ୍କ ଜୀବନ: ଉତ୍ତେଜନା ରାସ୍ତାରୋକୋ

ଖଣ୍ଡପଡ଼ା/ନୟାଗଡ଼(ଅଜୟ କୁମାର ମହାରଣା/ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ବଡ଼ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମରେ ସୋମବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି।…

ମରୈଗାଁରେ ଅମୃତ ବିନ୍ଦୁ କାର୍ଯ୍ୟକ୍ରମ, ରକ୍ତଦାନ କଲେ…

ହାଟଡିହୀ/ଛେନାପଦୀ,୧୫।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ସତ୍ୟସାଇ ସେବା ସଂଗଠନ ତରଫରୁ ଅମୃତ ବିନ୍ଦୁ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଛି । ଉକ୍ତ…

ନାଳରୁ ୧୬ଫୁଟର କୁମ୍ଭୀର ଉଦ୍ଧାର, ଜାଲ ପକାଇ ଧରିଲେ….

ରାଜନଗର,୧୫।୬(ଭାସ୍କର ରାଉତରାୟ): ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ କୁମ୍ଭୀର ଉଦ୍ଧାର କରାଯାଇଛି । ବନବିଭାଗ ଟିମ ୧୬ଫୁଟର…

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ…

ରଜ ସଂକ୍ରାନ୍ତିରେ ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ: ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ

ତିହିଡି, ୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଆରଡିସ୍ଥିତ ପ୍ରସିଦ୍ଧ ଶୈବପୀଠ ଆଖଣ୍ଡଳମଣି ମନ୍ଦିରରେ ରଜ ସଂକ୍ରାନ୍ତି ଅବସରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ଘଟିଛି। ବାବା ଆଖଣ୍ଡଳମଣିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri