ରେଙ୍ଗାଲୀ ଡ୍ୟାମ୍‌ରୁ ବନ୍ୟାଜଳ ନିଷ୍କାସନ: ଖୋଲିଲା ୮ ନମ୍ବର ଗେଟ୍‌

କଣିହାଁ,୧।୧୦(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକସ୍ଥିତ ବ୍ରାହ୍ମଣୀ ନଦୀ ରେଙ୍ଗାଲୀ ଡ୍ୟାମ୍‌ରୁ ମଙ୍ଗଳବାର ପୂର୍ବାହ୍ନରେ ତୃତୀୟଥର ପାଇଁ ବନ୍ୟାଜଳ ନିଷ୍କାସନ ହୋଇଛି। ଡ୍ୟାମ୍‌ର ବିପଦସଙ୍କେତ ୧୨୩.୫୦ ମିଟର ରହିଥିବା ବେଳେ ଜଳସ୍ତର ୧୨୪.୪ ମିଟରକୁ ଛୁଇଁଥିଲା। ଏଥିଲାଗି ଡ୍ୟାମର ୮ନମ୍ବର ଗେଟ୍‌କୁ ଖୋଲାଯାଇଛି। ଉକ୍ତ ଗେଟ୍‌ ଓ ପାୱାରହାଉସରୁ ପ୍ରତି ସେକେଣ୍ଡରେ ୨୩୦୫ ଘନମିଟର ଜଳ ନିଷ୍କାସିତ ହେଉଛି। ଉପରମୁଣ୍ଡରୁ ଜଳଭଣ୍ଡାରକୁ ୨୫୨୫ ଘନମିଟର ଜଳ ପ୍ରବେଶ କରୁଥିବା ନିର୍ବାହୀଯନ୍ତ୍ରୀ ଅଜିତ କୁମାର ଜେନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ବାବାସାହେବଙ୍କ ଜୟନ୍ତୀ: ମାନବବାଦୀ ବିଚାରଧାରା…

ଥୁଆମୂଳ ରାମପୁର, ୧୪।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସମ୍ବିଧାନ ପ୍ରଣେତା  ଡଃ. ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ ଅତି…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

୬୦୦ ବର୍ଷର ଐତିହାସିକ ପରମ୍ପରା: ଗ୍ରାମର ପ୍ରତ୍ୟେକ ଘରକୁ ଯାଇ ପଣା ଗ୍ରହଣ କରନ୍ତି…

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ଓଡ଼ିଆ ନବ ବର୍ଷ ପଣା ସଂକ୍ରାନ୍ତି (ମହା ବିଷୁବ ସଂକ୍ରାନ୍ତି) ମେରୁରେ ଗଞ୍ଜାମ ବ୍ଲକର ଶତ୍ରୁଶୋଲ ଗ୍ରାମ ନିକଟରେ ଥିବା ବାବା ମୁକ୍ତେଶରଙ୍କ ବହୁ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri