ରେଙ୍ଗାଳି ଡ୍ୟାମ୍‌ରୁ ପ୍ରଥମ ବନ୍ୟାଜଳ ନିଷ୍କାସନ

କଣିହାଁ,୮।୯(ଡି.ଏନ୍‌.ଏ.): ଅନୁଗୋଳ ଜିଲା ରେଙ୍ଗାଳି ଡ୍ୟାମ୍‌ରୁ ରବିବାର ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହେଉଛି। ଡ୍ୟାମ୍‌ର ୭ ନଂ ଗେଟ୍‌ ପୂର୍ବାହ୍ନ ୯ଟାରେ ଖୋଲାଯାଇଛି। ଡ୍ୟାମ୍‌ର ଜଳସ୍ତର ୧୨୨.୮୫ ମିଟର ଥିବାବେଳେ ଉପରମୁଣ୍ଡରୁ ୮୪୩.୨୫ ଘନମିଟର ଜଳ ପ୍ରବେଶ କରୁଛି। ଖୋଲାଯାଇଥିବା ଗୋଟିଏ ଗେଟ୍‌ରେ ପ୍ରତି ସେକେଣ୍ଡ୍‌ରେ ୨୦୪୨.୨୪ ଘନମିଟର ଜଳ ନିଷ୍କାସିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ଆଶା କରୁଛି ଯେ…ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ-ଉନ-ନବି (ଇଦ) ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବୁଧବାର ସମାଜକୁ ଏକ ବାର୍ତ୍ତା ଦେଇ, ସେ କରୁଣା ଏବଂ ସମ୍ପ୍ରଦାୟ ପ୍ରତି ଅବଦାନର…

ସେପ୍ଟେମ୍ବରରେ ଶୁକ୍ରଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ସଫଳତା: ଏହି ୩ ରାଶିଙ୍କ ଉପରେ ଧନବର୍ଷା, ଲଭ ଲାଇଫ୍‌ରେ…

ଶୁକ୍ର ଗ୍ରହ ୨୫ ଅଗଷ୍ଟରେ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ଏବେ ଶୁକ୍ର ସ୍ବାତୀ ନକ୍ଷତ୍ରରେ ପ୍ରବେଶ କରିବେ। ଜ୍ୟୋତିଷ ଅନୁସାରେ, ଶୁକ୍ର ଗ୍ରହ ସୁଖ, ସୌନ୍ଦର୍ଯ୍ୟ,…

ଯୁବ ରେଡକ୍ରସ ସଚେତନତା କାର୍ଯ୍ୟକ୍ରମ: ସମାଜରୁ ଅନ୍ଧବିଶ୍ୱାସ ଦୂର କରିବାକୁ ଆହ୍ବାନ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ଚିଦାନନ୍ଦ ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଯୁବ ରେଡକ୍ରସ ୟୁନିଟର ଇଣ୍ଡକ୍ସନ…

ଏଇ ଭାରତରେ

ବେଙ୍ଗାଲୁରୁରେ ବର୍ଷା ହେବା କ୍ଷଣି ବନ୍ୟା ସ୍ଥିତି ସୃଷ୍ଟି ହେଉଛି। ଏହା ଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହେବା ସହ ବୁଲାକୁକୁରଙ୍କ ଜୀବନ ପ୍ରତି ବିପଦ ଦେଖାଦେଉଛି।…

ପଦବୀ ନୁହେଁ କ୍ଷମତା

ଭାରତୀୟ ଗଣତନ୍ତ୍ରର ସବୁଠାରୁ ବଡ଼ ଶକ୍ତି ହେଉଛି ସମାନତା। ଆମ ସମ୍ବିଧାନ ପ୍ରତ୍ୟେକ ନାଗରିକଙ୍କୁ ଜାତି, ଧର୍ମ, ବର୍ଣ୍ଣ, ଲିଙ୍ଗ କିମ୍ବା ଆର୍ଥିକ ସ୍ଥିତିର ଭେଦଭାବ ବିନା…

ସଂସ୍କାରମୂଳକ ଶିକ୍ଷା ଓ ସାମାଜିକ ଦାୟିତ୍ୱବୋଧ

ଗଲା ବର୍ଷର ଏକ ଖବରଟିଏ ସମସ୍ତଙ୍କ ମଧ୍ୟରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲା। ୨୦୧୯ ବ୍ୟାଚ୍‌ ଓଏଏସ୍‌ ଟପ୍ପର ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ…

ଆଟ ଜମିକୁ ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌: ତେଜି ଉଠିଲା ଚାଷୀ ଅସନ୍ତୋଷ

ବରଗଡ଼,୨୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଧାନବିକ୍ରି ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉମାତ୍ର ୬ ଦିନ ବାକି ରହିଛି। ଅନ୍ୟପଟେ ଏପର୍ଯ୍ୟନ୍ତ…

ବିଜୟ ସରକାରର ୧୦୦ ଦିନ ପୂର୍ତ୍ତିରେ ରଜନୀକାନ୍ତଙ୍କ ‘ସାଇଲେଣ୍ଟ ମୋଡ’, ପ୍ରଶ୍ନ ଶୁଣି ଏମିତି ଦେଲେ ରିଆକ୍ସନ

ଚେନ୍ନାଇ,୨୬।୮: ଥଲାପତି ବିଜୟ ମେ’ ୧୦ ତାରିଖରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ପଦର ଶପଥ ନେଇଥିଲେ। ତାମିଲନାଡୁରେ ସରକାର ଗଠନକୁ ନେଇ ରହିଥିବା ସସ୍ପେନ୍ସର ଅନ୍ତ ଘଟାଇ, ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri