ରେଞ୍ଚ ମେଡିକାଲରେ ବ୍ୟାପକ ଅବ୍ୟବସ୍ଥା: ପ୍ରତିବାଦରେ ଅଞ୍ଚଳବାସୀଙ୍କ ଧାରଣା

ନିମାପଡ଼ା,୫।୯(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ବ୍ଲକ ଅନ୍ତର୍ଗତ ରେଞ୍ଚ ଡାକ୍ତରଖାନାରେ ବ୍ୟାପକ ଅବ୍ୟବସ୍ଥା ପ୍ରତିବାଦ ଓ ୮ ଦଫା ଦାବିରେ ସ୍ଥାନୀୟ ଅଞ୍ଚଳର ଶତାଧିକ ଲୋକେ ଗୁରୁବାର ମେଡିକାଲ ଛକଠାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଆନ୍ଦୋଳନକାରୀମାନେ ନିମାପଡ଼ା-ପିପିଲି ରାସ୍ତାର ରେଞ୍ଚ ଛକଠାରେ ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଧାରଣାରେ ବସି ରହିଥିଲେ। ସ୍ଥାନୀୟ ତହସିଲଦାର କମଲଜିତ ଦାସ, ପୋଲିସ ଏସ୍‌ଡିପିଓ ଶରତ ମିଶ୍ର ପ୍ରମୁଖ ଆନ୍ଦୋଳନସ୍ଥଳରେ ପହଞ୍ଚି ଲୋକମାନଙ୍କ ସଂ ଆଲୋଚନା କରି ଦାବି ପୂରଣ ନିମନ୍ତେ ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଏହି ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

CJP ଆଗରେ ପୁଣି ନଇଁଲେ କି ସରକାର? ସୌରଭ ଦାସଙ୍କ FIR ପ୍ରତ୍ୟାହାରକୁ ନେଇ ବଡ଼ ଦାବି

ନୂଆଦିଲ୍ଲୀ,୨୮ା୭: କୋକ୍ରୋଚ୍ ଜନତା ଦଳ ଦିଲ୍ଲୀର ଜନ୍ତରମନ୍ତରରେ କିଛି ଦିନ ଧରି ପ୍ରତିବାଦ ପ୍ରଦର୍ଶନ କରିଥିଲା। ସଂସଦ ଅଭିମୁଖେ ଯାତ୍ରା ସମୟରେ, ଦିଲ୍ଲୀ ପୋଲିସ ଭିଡ଼କୁ ନିୟନ୍ତ୍ରଣ…

ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତିକୁ ସ୍ବାଗତ କଲେ କନ୍ଧମାଳ ଏମପି: କହିଲେ, ଏହା ଏକ ମାଇଲଖୁଣ୍ଟ

ଦାରିଙ୍ଗବାଡି,୨୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟକୁ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ କରିବା ନିଷ୍ପତ୍ତିକୁ ନେଇ ଦାରିଙ୍ଗବାଡି ଅଞ୍ଚଳରେ…

ବଢୁଛି ବନ୍ୟା ଜଳ: ବିପଦପୂର୍ଣ୍ଣ ଭାବେ ଚାଲୁଛି ଡଙ୍ଗା

ମହାକାଳପଡ଼ା,୨୮ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ମହାନଦୀରେ ବଢୁଛି ବନ୍ୟା ଜଳ। ଏହା ଦ୍ବାରା ମହାନଦୀ – ବାହାକୁଦ – ମୂଷାଡିଆ ଫେରିଘାଟରେ…

କରୁର ଦଳାଚକଟା ଘଟଣା, ମୃତକ ପରିବାରକୁ ଚାକିରି ନିର୍ଦ୍ଦେଶ ହାଇକୋର୍ଟରେ ରଦ୍ଦ

ଚେନ୍ନାଇ,୨୮।୭: ତାମିଲନାଡୁର କରୁର ଦଳାଚକଟା ଘଟଣାରେ ମୃତକଙ୍କ ପରିବାରକୁ ସରକାରୀ ନିଯୁକ୍ତି ଦେବା ପାଇଁ ତାମିଲନାଡୁ ସରକାରଙ୍କ ଏକ ନିର୍ଦ୍ଦେଶନାମାକୁ ମାଡ୍ରାସ ହାଇକୋର୍ଟ ସୋମବାର ଖାରଜ କରିଦେଇଛନ୍ତି।…

ଏତଲା ପାଇଁ ଯିବାକୁ ପଡ଼ିବନି ଥାନା,‘ଆମ ସାଥୀ’ରେ ମିଳିବ ୧୯୦ ପ୍ରକାର ସେବା

ସାଧାରଣ ଲୋକଙ୍କୁ ଏଣିକି ଏତଲା ଦେବା ପାଇଁ ଆଉ ଥାନାକୁ ଦୌଡ଼ିବାକୁ ପଡ଼ିବ ନାହିଁ। ସେହିପରି କୌଣସି ମେଡିକାଲରେ ଡାକ୍ତରଙ୍କୁ ଦେହ ଖରାପ ପାଇଁ ଘଣ୍ଟା ଘଣ୍ଟା…

ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮

ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨…

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୯ ଜିଲାକୁ ରେଡ୍‌ ଆଲର୍ଟ, ୨୪ ଘଣ୍ଟା ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୮।୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ- ଉତ୍ତର ଓଡ଼ିଶା ଉପକୂଳ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ଥିବା ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି…

ବଡ଼ ଖବର…ପ୍ରବଳ ବର୍ଷା, ଆଜି ୪ ଜିଲାରେ ସ୍କୁଲ ଛୁଟି

ଭୁବନେଶ୍ୱର,୨୮।୭: ବଙ୍ଗୋପସାଗରରେ ଗଭୀର ଅବପାତ ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri