ରେଡ୍‌ କଷ୍ଟ୍ୟୁମରେ ମନ କିଣିଲେ କ୍ୟାଟ୍ରିନା

ମୁମ୍ବାଇ: ବଲିଉଡ୍‌ ନାୟିକା କ୍ୟାଟ୍ରିନା କେଫ୍‌ ଏବେ ଖୁବ୍‌ ଚର୍ଚ୍ଚାରେ କାହିଁକି ନାଁ ସେ ଏବେ ବେଶ୍‌ ବ୍ୟସ୍ତ ତାଙ୍କ ଅପ୍‌ କମିଙ୍ଗ ଫିଲ୍ମ ‘ଭାରତ’କୁ ନେଇ। ନିକଟରେ ସେ ମୁମ୍ବାଇରେ ଏକ ପ୍ରମୋଶନ ଇଭେଣ୍ଟରେ ଯୋଗ ଦେଇଥିବା ସମୟର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ରେଡ୍‌ ଓ ବେବି ପିଙ୍କ୍‌ କଲର ଡ୍ରେସ୍‌ରେ ସେ ଲାଗୁଥିଲେ ଖୁବ୍‌ ହଟ୍‌। ତେବେ କ୍ୟାଟ୍ରିନାଙ୍କ ଏହି ଗ୍ଲାମରସ୍‌ ଲୁକ୍‌ ଏବେ ଦିଓ୍ବାନା କରିଛି ୟଙ୍ଗଷ୍ଟରଙ୍କୁ। ଆସନ୍ତା ଜୁନ୍‌ ୫ରେ ‘ଭାରତ’ ରିଲିଜ୍‌ ହେବାକୁ ଥିବା ବେଳେ ଏଥିରେ ମୁଖ୍ୟ ଭୂମିକାରେ ଅଛନ୍ତି କ୍ୟାଟଙ୍କ ସହ ବଲିଉଡ୍‌ ଭାଇଜାନ୍‌ ସଲମାନ୍‌ ଖାଁ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଃଖ ବଖାଣିଲେ ରାଜପାଲ: କାନ୍ଦି କାନ୍ଦି କହିଲେ…

ବଲିଉଡ ଅଭିନେତା ରାଜପାଲ ଯାଦବ ଆଜିକାଲି ଚେକ ବାଉନ୍ସ ମାମଲାକୁ ନେଇ ଚର୍ଚ୍ଚାରେ ଅଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପରେ ଅଭିନେତା ର ଦିଲ୍ଲୀର ତିହାର ଜେଲରେ ଆତ୍ମସମର୍ପଣ…

ଧର୍ମଘଟକୁ ମଧ୍ୟାହ୍ନଭୋଜନ ପାଚିକା, ସହାୟିକାଙ୍କ ସମର୍ଥନ

ଭୁବନେଶ୍ୱର,୧୦ା୨: ଆସନ୍ତା ୧୨ ତାରିଖରେ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଛି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ର ନାମ ପରିବର୍ତ୍ତନକୁ ବିରୋଧ କରିବା ସହ ଶ୍ରମିକ ବିରୋଧୀ…

ନାବାଳିକା ଭଉଣୀକୁ ବ୍ଲାକମେଲ କରି ବଳାତ୍କାର କରିବା ପରେ କରିଥିଲେ ମିଛ ବିବାହ, ଏବେ କୋର୍ଟ ଦେଲେ ଏମିତି ରାୟ

ଅମରାବତୀ,୧୦।୨: ଆନ୍ଧ୍ରପ୍ରଦେଶର କୃଷ୍ଣା ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ଯୁବକ ପ୍ରତାରଣା ଏବଂ ବ୍ଲାକମେଲ ମାଧ୍ୟମରେ ତାଙ୍କ ନିଜ ନାବାଳିକା ଭଉଣୀକୁ ବାରମ୍ବାର ବଳାତ୍କାର…

ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍‌ ଆଣିଲା ଜବରଦସ୍ତ ଅଫର୍‌

ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍‌ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା…

ଗୁରୁବାର ଭାରତ ବନ୍ଦ: ଓଡ଼ିଶାରେ ପଡିବ ବନ୍ଦର ପ୍ରଭାବ, ଏହି ସବୁ ସେବା ହେବ ପ୍ରଭାବିତ!

ଭୁବନେଶ୍ୱର,୧୦।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

Weight Loss Tips: ରାତିରେ ଖାଆନ୍ତୁ ଏହି ୫ ଜିନିଷ, ଶୀଘ୍ର କମିଯିବ ପେଟର ଚର୍ବି

ଆଜିର ଦ୍ରୁତ ଗତି ଜୀବନରେ, କାମର ଚାପ ଏବଂ ପରିବର୍ତ୍ତନଶୀଳ ଅଭ୍ୟାସ ସିଧାସଳଖ ଲୋକଙ୍କ ସ୍ବାସ୍ଥ୍ୟ ଉପରେ ପ୍ରଭାବ ପକାଉଛି। ସମୟ ଅଭାବରୁ ଲୋକମାନେ ସଠିକ ସମୟରେ…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri