ରେଢ଼ାଖୋଲରେ ରୋହିତ ଆଗୁଆ

ରେଢ଼ାଖୋଲ,୨୩।୫: ୯ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ରେଢ଼ାଖୋଲ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ରୋହିତ ପୂଜାରୀ ଆଗୁଆ ରହିଛନ୍ତି। ରୋହିତ ୧୪୧୯୬ ଭୋଟ ପାଇଥିବାବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ଦେବେନ୍ଦ୍ର ମହାପାତ୍ର ୧୧୨୪୩ ଭୋଟ ପାଇଛନ୍ତି। କଂଗ୍ରେସ ପ୍ରାର୍ଥୀ ଆସଫ ଅଲ୍ଲି ଖାଁ ୯୭୧୯ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗ କେନ୍ଦ୍ରର ପୂର୍ବାନୁମାନ: ଦଶହରାକୁ ଫିକା କରିପାରେ ବର୍ଷା

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଦଶହରାକୁ ଫିକା କରିପାରେ ବର୍ଷା। ଦଶହରା ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର...

କପଡ଼ା ଘେର ଭିତରେ ଉତ୍କଳମଣି

ପୁରୀ ଅଫିସ,୧୫।୯: କିଛିଦିନ ତଳେ ମେଘନାଦ ପାଚେରି କଡରୁ ସମସ୍ତ ନିର୍ମାଣକୁ ପ୍ରଶାସନ ଉଚ୍ଛେଦ କରିଥିଲା। ତେବେ ଏହି ଉଚ୍ଛେଦ ବେଳେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ...

ଭଦ୍ରକରେ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ଦସ୍ତଖତ ଅଭିଯାନ

ଭଦ୍ରକ ଅଫିସ, ୧୮।୯ : ଭଦ୍ରକ ଜିଲା ଯାଦବ ଓ ଯୁବ ଯାଦବ ମହାସଭା ପକ୍ଷରୁ ବୁଧବାର ତୃତୀୟ ଥର ପାଇଁ ଆରଡ଼ି ଛକଠାରେ ମେଡିକାଲ...

୭୫ ମିଟର ଉଚ୍ଛେଦ ପ୍ରକ୍ରିୟା ଜୋର୍‌ ଧରିଲା: ନିର୍ଭୁଲ ମାର୍କିଂ ପାଇଁ ଡିଜିପିଏସ୍‌ ସର୍ଭେ;ଖୋଲିଲା କଣ୍ଟ୍ରୋଲ ରୁମ୍‌, ସିଧା ସଳଖ କଥା ହେବେ କ୍ଷତିଗ୍ରସ୍ତ

ପୁରୀ ଅଫିସ, ୧୭ା୯: ଶ୍ରୀମନ୍ଦିର ସୁରକ୍ଷା ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ମେଘନାଦ ପାଚେରୀଠାରୁ ୭୫ ମିଟର ମଧ୍ୟରେ ଥିବା ମଠ, ହୋଟେଲ, ଲଜିଂ, ଧର୍ମଶାଳା, ଦୋକାନ...

CORONAVIRUS UPDATE: ରାଜ୍ୟରେ ୬୨,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୨୨୪୪ ପଜିଟିଭ୍‌

ଭୁବନେଶ୍ୱର,୧୭ା୮(ବ୍ୟୁରୋ): ସୋମବାର ୨୯ ଜିଲାରୁ ୨୨୪୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୨,୨୯୪ରେ ପହଞ୍ଚିଥିବା ରାଜ୍ୟ ସୂଚନା...

ବାତ୍ୟା ‘ଅମ୍ଫନ୍‌’ ପ୍ରଭାବ: ଭଦ୍ରକରେ ବଢୁଛି ପବନର ବେଗ, ୧୩ ହଜାର ଲୋକଙ୍କୁ ସ୍ଥାନାନ୍ତର କଲାଣି ପ୍ରଶାସନ

ଭଦ୍ରକ ଅଫିସ,୨୦।୫- ଉପକୂଳ ଅତିକ୍ରମ କରୁଛି ବାତ୍ୟା ‘ଅମ୍ଫନ୍‌’। ଏହାର ପ୍ରଭାବରେ ରାଜ୍ୟର ଉପକୂଳବର୍ତ୍ତୀ ଜିଲାରେ ଝଡ଼ବର୍ଷା ଲାଗି ରହିଛି। ଭଦ୍ରକ ଜିଲାରେ ମଧ୍ୟ ଧିରେ...

ଓଡ଼ିଶାର ସୋଏବ ଏନ୍‌ଇଇଟି ଟପ୍ପର

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ(ଏନ୍‌ଇଇଟି)-୨୦୨୦ ଫଳ ଶୁକ୍ରବାର ପ୍ରକାଶ ପାଇଛି। ଓଡ଼ିଶାର ସୋଏବ...

ଷ୍ଟାମ୍ପ କାଳିରୁ ସଂକ୍ରମଣ

ଢେଙ୍କାନାଳ ଅଫିସ, ୬ା୮ ବିମାନ ବନ୍ଦରର ଷ୍ଟାମ୍ପ କାଳି ପାଇଁ ହାତରେ ସୃଷ୍ଟି ହୋଇଛି ଗୁରୁତର ସଂକ୍ରମଣ। ଏପରି ଅଭିଯୋଗ ଆଣିଛନ୍ତି ଢେଙ୍କାନାଳ କାଲ୍‌ଟ୍ୟାକ୍ସ ଅଞ୍ଚଳର...


Coronavirus Update

Archives

Model This Week

Why Dharitri