ରେଢ଼ାଖୋଲ ବନଖଣ୍ଡରେ ଦନ୍ତା ହାତୀର ଗଳିତ ମୃତଦେହ ଉଦ୍ଧାର

ରେଢ଼ାଖୋଲ,୨୩।୧୦(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ରେଢ଼ାଖୋଲ ବନଖଣ୍ଡର ବଡ଼ମାଳ ରେଞ୍ଜ ଅଧୀନ ଭାଲିଆକଟା ପଞ୍ଚାୟତର ବଡ଼ବପାଟି ଗ୍ରାମ୍ୟ ଜଙ୍ଗଲରେ ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ବନବିଭାଗ ଉକ୍ତ ଗ୍ରାମ ଏକ ନାଳରୁ ହାତୀର ଗଳିତ ମୃତଦେହ ଠାବ କରିଛି। ମଙ୍ଗଳବାର ଦୁର୍ଗନ୍ଧହେବାରୁ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ମୃତ ହାତୀକୁ ଦେଖିଥିଲେ। ପରେ ବନବିଭାଗକୁ ଖବର ଦେଇଥିଲେ। ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚିଥିଲା। ବୁଧବାର ଓଡ୍ରାଫଟିମ୍‌ ଓ ବନବିଭାଗ କର୍ମଚାରୀ ମୃତଦେହ ବ୍ୟବଚ୍ଛେଦ ଲାଗି ପଠାଇଛନ୍ତି। ହାତୀର ବୟସ ପ୍ରାୟ ୨ / ୩ ବର୍ଷ ହେବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଚାଲି ଚେନ୍ନାଇରୁ ଫେରିଲେ ୧୦ ଶ୍ରମିକ

ଶେରଗଡ,୨୯ା୪(ଡି.ଏନ୍‌.ଏ.)- ଚେନ୍ନାଇରେ ଦାଦନ ଶ୍ରମିକ ଭାବେ କାମ କରୁଥିବା ଗଞ୍ଜାମ ଜିଲା ଶେରଗଡ ବ୍ଲକ ନରେନ୍ଦ୍ରପୁର ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ୧୦ ଜଣ ଲକ୍‌ଡାଉନ ପରେ...

ବଜ୍ରକାପ୍ତା, ହାତୀଦାନ୍ତ ଚୋରାଚାଲାଣ ଜେଲ ଗଲେ ୭ ବେପାରୀ

ଖୁଣ୍ଟୁଣୀ,୩ା୧୨(ଡି.ଏନ୍‌.ଏ.):  ଆଠଗଡ଼ ବନଖଣ୍ଡର ଖୁଣ୍ଟୁଣୀଠାରୁ ନରସିଂହପୁର ବନାଞ୍ଚଳରେ ବଜ୍ରକାପ୍ତା ଓ ହାତୀଦାନ୍ତ ଚୋରାଚାଲାଣ ଅଭିଯୋଗରେ ଖୁଣ୍ଟୁଣୀ ବନାଞ୍ଚଳ ୭ଜଣ ବେପାରୀଙ୍କୁ ଗିରଫ କରି ସୋମବାର କୋର୍ଟ...

ନିୟମ ମାନୁନାହାନ୍ତି ବ୍ୟବସାୟୀ, ସ୍କୁଲ ପାଖରେ ପୋଡ଼ା ହେଉଛି ଇଟାଭାଟି

ନାଉଗାଁ,୬।୧ (ସ୍ବ.ପ୍ର.): ଜଗତସିଂହପୁର ଜିଲା ନାଉଗାଁ ବ୍ଲକର ବିଭିନ୍ନ ସ୍ଥାନରେ ବେଆଇନ ଇଟାଭାଟି ପୋଡ଼ାହେଉଛି। ସରକାରୀ ନିୟମକୁ ବେଖାତିର କରି ବ୍ୟବସାୟୀମାନେ ସ୍କୁଲ ଓ ଜନଗହଳି...

ଅସ୍ବାଭାବିକ ମୁଣ୍ଡ ସହ ବଞ୍ଚୁଛନ୍ତି ଶିବଶଙ୍କର: ଚିକିତ୍ସା ପାଇଁ ଦିଲ୍ଲୀ ଏମ୍‌ସ ପଠାଯିବ

ଜୟପୁର,୧୨ା୬(ଡି.ଏନ୍‌.ଏ.): ଜୟପୁର ବ୍ଲକ ରଣ୍ଡାପାଲି ପଞ୍ଚାୟତ ବୈରାଗୀମଠ ଗ୍ରାମର ଦିନ ମଜୁରିଆ ଟୁନା ପରଜାଙ୍କ ପୁଅ ଶିବଶଙ୍କର (୧୪)ଙ୍କ ପିଲାଟି ଦିନରୁ ମୁଣ୍ଡ ଅସ୍ବାଭାବିକ ଭାବେ...

୨୨ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ଛତ୍ରପୁର,୪ା୧୦(ଡି.ଏନ.ଏ.)- ଛତ୍ରପୁର ପୋଲିସ ଚୋରା ଚାଲାଣ ବେଳେ ଗଞ୍ଜେଇ ଜବତ କରିବା ସହ ଏଥିରେ ସମ୍ପୃକ୍ତ ଅଭିଯୋଗରେ ଜଣଙ୍କୁ ଗିରଫ କରିଛନ୍ତି। ସେ ହେଲେ ଗୋଳନ୍ଥରା...

ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା ପରେ ବି ଅବହେଳା

ଖଣ୍ଡପଡ଼ା,୨୬ା୧୨(ଡି.ଏନ.ଏ.): ଗତ ୪ ବର୍ଷ ତଳେ ନୟାଗଡ଼ ଜିଲା କୋସକା ପଞ୍ଚାୟତସ୍ଥିତ ଯୋଗୀଯୋଗିଆଣୀ ବୌଦ୍ଧ ପୀଠକୁ ରାଜ୍ୟ ସରକାର ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା ପ୍ରଦାନ କରିଥିଲେ।...

ଲଗାଣ ବର୍ଷାରେ ରେଳ ଲାଇନ୍‌ରେ ଖସିଲା ମାଟି ଅତଡ଼ା

ରାୟଗଡା ଅଫିସ,୧୪।୮: ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ୁଛି । ତେବେ ରାୟଗଡ଼ା...

ଟ୍ରାକ୍ଟର ଧକ୍କାରେ ନାବାଳକ ଶ୍ରମିକ ମୃତ: ଗାଁରେ ଉତ୍ତେଜନା, କ୍ଷତିପୂରଣ ଦାବିରେ ମୃତଦେହ ଛାଡୁ ନାହାନ୍ତି ପରିବାରଲୋକେ

ପାଟଣା,୧୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଡେଣୁଆଁ ଗ୍ରାମରେ ଶୁକ୍ରବାର ଅପରାହ୍ନରେ ଟ୍ରାକ୍ଟର ଧକ୍କାରେ ଜଣେ ନାବାଳକ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶଶୀ...

Advertisement
Archives

Model This Week