ରେନୋ ଆଣିଲା ନୂଆ ଟ୍ରାଇବର

ଭୁବନେଶ୍ୱର, ୨୮।୮: ରୋନୋ ଇଣ୍ଡିଆ ପକ୍ଷରୁ ବଜାରକୁ ନୂଆ ଟ୍ରାଇବର ମଡେଲର ପ୍ରବେଶ କରିଛି। ଯାନଟିର ବଜାର ଦର ୪.୯୫ ଲକ୍ଷ ଟଙ୍କାରୁ ଆରମ୍ଭ ହେଉଛି। ଏଥିରେ ଗ୍ରାହକ ଅନେକ ଆକର୍ଷଣୀୟ ଫିଚର ଲାଭ କରିପାରିବେ। କମ୍ପାନୀ ଏହାକୁ ସୁପର ସ୍ପେଶିୟସ ଏବଂ ଅଲ୍ଟା ମଡ୍ୟୁଲାର ଗେମ୍‌ ଚେଞ୍ଜର ଭାବେ ପରିକଳ୍ପନା କରିଛି। ଯାନଟିରେ ମନଲୋଭା ଡିଜାଇନ ରହିଥିବା ବେଳେ ପର୍ଯ୍ୟାପ୍ତ ରୁମ, ମଡୁଲାର ଭିତ୍ତି କ ୪ ମିଟର ମଧ୍ୟରେ ୭ ଜଣ ବସିବାର ସୁବିଧା କରାଯାଇଛି। ଏହା ୪ଟି ଟ୍ରିମରେ ଉପଲବ୍ଧ, ଯେଉଁଥିରେ ରହିଛି ୨୦ ପ୍ରମୁଖ ବୈଶିଷ୍ଟ୍ୟ। ଏହାବାଦ ୧୦ରୁ ଅଧିକ ସିଟ କନଫିଗରେଶନ ଗ୍ରାହକ ଲାଭ କରିପାରିବେ। ସେହିଭଳି ଇଜି ଫିକ୍ସ ସିଟ୍‌, ଏସ୍‌ୟୁଭି ସ୍କିଡ ପ୍ଲେଟ, ଏଲ୍‌ଇଡି ଇନଷ୍ଟ୍ରୁମେଣ୍ଟ କ୍ଲଷ୍ଟର, ୨ୟ ଏବଂ ତୃତୀୟ ଧାଡିରେ ଦ୍ୱେତ ଏସି ଭେଣ୍ଟ, ୧୮୨ ମିଲି ମିଟରର ଉଚ୍ଚ ଗ୍ରାଉଣ୍ଡ କ୍ଲିୟରାନ୍ସ, ୮ ଇଞ୍ଜର ଟଚ୍‌ ସ୍କ୍ରିନ ମିଡିଆ ଏନ୍‌ଏଭି ଇଭୋଲ୍ୟୁଶନ ସିଷ୍ଟମ ଏଥିରେ ରହିଛି। ଯାନଟି ୧ ଲିଟର ପେଟ୍ରୋଲ ଇଞ୍ଜିନ ସହ ଆସୁଛି ଯାହା ଉନ୍ନତ ଇନ୍ଧନ ଦକ୍ଷତା ପ୍ରଦାନ କରିବ। ଗ୍ରାହକ କମ୍‌ ମୂଲ୍ୟରେ ରକ୍ଷଣାବେକ୍ଷଣ ପ୍ୟାକେଜ ଏବଂ କ୍ଲାସ ଲିଡିଂ ସମ୍ପ୍ରସାରିତ ପ୍ୟାକେଜ ଲାଭ କରିପାରିବେ। ଭାରତର ସମ୍ପ୍ରସାରଣ କ୍ଷେତ୍ରରେ ନୂଆ ଯାନଟି ଏକ ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି ରେନୋ ଇଣ୍ଡିଆ ଅପରେଶନ୍ସର ଏମ୍‌ଡି ଭେଙ୍କଟରାମ ମାମିଲାପାଲେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଗୌରବ ଟ୍ରେନ୍‌ ମାଧ୍ୟମରେ ରେଳ ଟୁର୍‌

ନୂଆଦିଲ୍ଲୀ,୨୨।୧୨: ଭାରତୀୟ ରେଳପଥ କ୍ୟାଟରିଂ ଆଣ୍ଡ ଟୁରିଜମ୍‌ କର୍ପୋରେଶନ (ଆଇଆର୍‌ସିଟିସି) ଲିମିଟେଡ୍‌ ପକ୍ଷରୁ ଏକ ୮ ଦିନିଆ ରେଳ ଟୁର୍‌ ଓ ଅନ୍ୟାନ୍ୟ ସେବା ଓ...

ଚାଇନାର ୫୦ ନିବେଶ ପ୍ରସ୍ତାବ ଉପରେ ବିଚାର କରୁଛନ୍ତି ସରକାର

ନୂଆଦିଲ୍ଲୀ,୬।୭ : ଚାଇନା କମ୍ପାନୀଗୁଡ଼ିକ ପକ୍ଷରୁ ୫୦ ନିବେଶ ପ୍ରସ୍ତାବ ଉପରେ ସରକାର ବର୍ତ୍ତମାନ ତର୍ଜମା କରୁଛନ୍ତି। ନୂଆ ସ୍କ୍ରିନିଂ ନୀତି ଅନୁସାରେ ସରକାର ଏଭଳି...

ଘରୋଇ ପୁଞ୍ଜିବଜାର ସବୁଠୁ ମହଙ୍ଗା

ମୁମ୍ବାଇ,୧୪।୧: ବିକଶିତ ବଜାର ମଧ୍ୟରେ ଆମେରିକା ଶେୟାର ବଜାର ବର୍ତ୍ତମାନ ସବୁଠାରୁ ଭଲ କାରବାର କରୁଛି। ସେହିଭଳି ଅଭିବୃଦ୍ଧିଶୀଳ ବଜାରଗୁଡିକର କଥା ବିଚାରକୁ ନେଲେ ଭାରତ ସବୁଠାରୁ...

ରପ୍ତାନୀ ପୂର୍ବରୁ କଫ ସିରପର ହେବ ଗୁଣବତ୍ତା ଯାଞ୍ଚ୍‌: ଜୁନ୍‌ ୧ରୁ ନିୟମ ଲାଗୁ…

ନୂଆଦିଲ୍ଲୀ,୨୩।୫ : ଭାରତୀୟ ଫାର୍ମାସ୍ୟୁଟିକାଲ ସଂସ୍ଥା ଦ୍ୱାରା ରପ୍ତାନି ହୋଇଥିବା କଫ ସିରପକୁ ନେଇ ବିଶ୍ୱବ୍ୟାପୀ ଆକ୍ରୋଶ ପରେ ସରକାର ଏକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି।...

ପାମ୍‌ ତେଲ ରପ୍ତାନି ବନ୍ଦ କରିବ ଇଣ୍ଡୋନେସିଆ

ନୂଆଦିଲ୍ଲୀ,୨୪।୪: ବିଶ୍ୱର ସର୍ବବୃହତ୍‌ ପାମ୍‌ ଅଏଲ୍‌ ଉତ୍ପାଦନକାରୀ ଦେଶ ଇଣ୍ଡୋନେସିଆ ଏପ୍ରିଲ ୨୮ରୁ ତୈଳ ରପ୍ତାନି ଉପରେ ରୋକ୍‌ ଲଗାଇବାକୁ ନିଷ୍ପତ୍ତି ନେଇଛି। ରାଷ୍ଟ୍ରପତି ଜୋକୋ...

ଡାକ ମେସେଞ୍ଜର ସେବା ବନ୍ଦ କଲା ରେଲଓ୍ବେ

ନୂଆଦିଲ୍ଲୀ,୨୬।୭: ବର୍ତ୍ତମାନ କରୋନା ଯୋଗୁ ରେଲଓ୍ବେର ରାଜସ୍ବ ବାଧାପ୍ରାପ୍ତ ହୋଇଛି। ଏଭଳି ସ୍ଥିତିରେ ଏହା ଖର୍ଚ୍ଚକାଟ ଯୋଜନାକୁ ଜୋରଦାର କରିଛି। ଏହି ଯୋଜନା ମୁତାବକ ରେଲଓ୍ବେ...

୧୫ ଘଣ୍ଟାରେ ୧୫୦ କୋଟିର କାରବାର

ଭୁବନେଶ୍ୱର,୨୪।୧୦: ଗତ ୨ବର୍ଷ ପରେ ଚଳିତ ବର୍ଷ ଧନତେରସର ଉତ୍ସାହ ଏକ ପ୍ରକାର ପରିବେଶ ଓ ପରିସ୍ଥିତି ସବୁ ଦୃଷ୍ଟିକୋଣରୁ ଭଲ ରହିଛି, ଯାହାର ପ୍ରଭାବ...

ଡିଜେଲ ଲିଟର ପିଛା ୧୩ ପଇସା ବୃଦ୍ଧି

ନୂଆଦିଲ୍ଲୀ,୧୬।୭: କରୋନା ସମୟରେ ତେଲ ଦର ବୃଦ୍ଧି ଗ୍ରାହକଙ୍କୁ ଅତିଷ୍ଠ କରିଛି। ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକର ସୂଚନା ଅନୁସାରେ ବୁଧବାର ଡିଜେଲ ଲିଟର ପିଛା ୧୩...

Advertisement
Archives

Model This Week