ରେନୋ ପକ୍ଷରୁ ଦେଶବ୍ୟାପୀ ସମର ସର୍ଭିସ କ୍ୟାମ୍ପ ଘୋଷଣା

ଭୁବନେଶ୍ୱର,୨୪-୪: ୟୁରୋପୀୟ ଅଟୋମୋଟିଭ୍‌ ବ୍ରାଣ୍ଡ ରେନୋ ଇଣ୍ଡିଆ ପକ୍ଷରୁ ଦେଶବ୍ୟାପୀ ସମର ସର୍ଭିସ କ୍ୟାମ୍ପର ଶୁଭାରମ୍ଭ ଘୋଷଣା କରାଯାଇଛି। ମାସ ୨୨ ଏପ୍ରିଲଠାରୁ ୨୮ ଏପ୍ରିଲ ଯାଏ କମ୍ପାନୀର ସର୍ଭିସ ଫାସିଲିଟିଗୁଡିକରେ ଅନୁଷ୍ଠିତ ହେବ। ଗ୍ରାହକ ସନ୍ତୁଷ୍ଟି ପଦକ୍ଷେପ ବୃଦ୍ଧି ସ୍ବରୂପ କମ୍ପାନୀ ଉନ୍ନତ ବିକ୍ରି ପରବର୍ତ୍ତୀ ସେବା ଯୋଗାଣକୁ ଏହା ଦ୍ୱାରା ଧ୍ୟାନରେ ରଖିବ। ଏହାକୁ କମ୍ପାନୀର ୪୫୦ ଟଚ୍‌ ପଏଣ୍ଟରେ ଆରମ୍ଭ କରାଯାଇଛି। ଅଭିଜ୍ଞ ସର୍ଭିସ ଟେକ୍ନିସିଆନଙ୍କ ଦ୍ୱାରା ଯାନର ସର୍ଭିସ ସୁବିଧା ଯୋଗାଇ ଦିଆଯିବ। ଏହି ସମୟରେ ଗ୍ରାହକମାନେ ବଛା ବଛା ଆସେସୋରିଜ ଉପରେ ୫୦% ପର୍ଯ୍ୟନ୍ତ ରିହାତି, ପାର୍ଟସ ଉପରେ ୧୦% ରିହାତି, ଲେବର ଚାର୍ଜ ଏବଂ ଅନ୍ୟାନ୍ୟ ଭାଲ୍ୟୁ ଆଡେଡ ସେବା ଉପରେ ୧୫% ସହ ରେନୋ ସୁକ୍ୟୁର ଦ୍ୱାରା ୧୦% ରିହାତି ପାଇବାର ସୁବିଧା କରାଯାଇଛି। ଏହାବାଦ ଟାୟାର ଏବଂ ଇଞ୍ଜିନ ଅଏଲ ପରିବର୍ତ୍ତନ ଉପରେ ରିହାତି ଦିଆଯାଉଛି। ମାଇଁ ରେନୋ ଆପ୍‌ ଡାଉନଲୋଡ କରିଥିବା ଗ୍ରାହକଙ୍କ ପାଇଁ ଅତିରିକ୍ତ ରିହାତି ସୁବିଧା ଦିଆଯିବ ବୋଲି କମ୍ପାନୀ ପକ୍ଷରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାବାଟ ଅଟକି ରହିଛି ବୁଲେଟ ଟ୍ରେନ ପ୍ରକଳ୍ପ: ମହାରାଷ୍ଟ୍ରରେ ଅଗ୍ରଗତି ନୈରାଶ୍ୟଜନକ…

ନୂଆଦିଲ୍ଲୀ,୨୫।୪ : ମୁମ୍ବାଇ ଏବଂ ଅହମଦାବାଦ ମଧ୍ୟରେ ଚାଲିବାକୁଥିବା ପ୍ରଥମ ବୁଲେଟ ଟ୍ରେନ ପ୍ରକଳ୍ପ ଅଧା ବାଟରେ ଅଟକି ରହିଛି। ମାର୍ଚ୍ଚ ୩୧ ପର୍ଯ୍ୟନ୍ତ, ଏହି...

ବିଓବି ପକ୍ଷରୁ ହିନ୍ଦୀ କବିତାପାଠ ପ୍ରତିଯୋଗିତା

ଭୁବନେଶ୍ୱର,୨୭ା୮: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି) ର ଭୁବନେଶ୍ୱର କ୍ଷେତ୍ର ପକ୍ଷରୁ ସ୍ଥାନୀୟ କସ୍ତୁରବା ଶିକ୍ଷା ଆଶ୍ରମ ବିଦ୍ୟାମନ୍ଦିରର ଛାତ୍ରୀଛାତ୍ରମାନଙ୍କ ନିମନ୍ତେ ହିନ୍ଦୀ କବିତା ପାଠ...

୨ଚକିଆ ଯାନରେ ଜିଏସ୍‌ଟି ହ୍ରାସ କରାଯାଉ: ଫାଡା

ନୂଆଦିଲ୍ଲୀ,୨୦।୧: ଫେବୃୟାରୀ ପହିଲାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୨-୨୩ର ବଜେଟ ଉପସ୍ଥାପନ କରିବେ। ଏହା ପୂର୍ବରୁ ଦେଶର ପ୍ରମୁଖ ଅଟୋଶିଳ୍ପ ଓ ବିଭିନ୍ନ ସଂଘ ପକ୍ଷରୁ...

ମେ ୪ରୁ ମହିଳା ବାଣିଜ୍ୟ ମେଳା-୨୦୨୨

ଭୁବନେଶ୍ୱର,୨୮।୪: ଓଡ଼ିଶାରେ ପ୍ରଥମ ଥର ପାଇଁ ମହିଳା ଶିଳ୍ପୋଦ୍ୟୋଗୀମାନଙ୍କ ଦ୍ୱାରା ଏକ ୫ଦିନିଆ ‘ମହିଳା ବାଣିଜ୍ୟ ମେଳା-୨୨’ର ଆୟୋଜନ କରାଯାଉଛି। ମେ ୪ରୁ ୮ତାରିଖ ପର୍ଯ୍ୟନ୍ତ ଏହି...

ବ୍ୟାଙ୍କିଙ୍ଗ୍‌ ଉଦ୍ୟୋଗର ମହଙ୍ଗା ଭତ୍ତା ୮୫.୨ ପ୍ରତିଶତ

ଭୁବନେଶ୍ୱର,୩୧।୧: ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ଅନୁସାରେ ଗତ ନଭେମ୍ବରରେ ୧୧୯.୯ ପଏଣ୍ଟ ରହିଥିଲା। ଏହା ଗତ ଡିିସେମ୍ବରରେ ୧.୧...

ମାଷ୍ଟର କ୍ୟାଣ୍ଟିନରେ ଖୋଲିବ କଲ୍ୟାଣ ଜୁଏଲର୍ସର ନୂତନ ଶୋ’ରୁମ୍‌

ଭୁବନେଶ୍ୱର,୨୩।୯: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ କଲ୍ୟାଣ ଜୁଏଲର୍ସର ନୂତନ ଶୋ’ରୁମ୍‌ ରବିବାର ଭୁବନେଶ୍ୱରର ମାଷ୍ଟର କ୍ୟାଣ୍ଟିନଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ ହେବାକୁ ଯାଉଛି। ଏ ନେଇ...

ଜିଓରେ ୧୧୩୬୭ କୋଟି ନିବେଶ କରିବ କେକେଆର୍‌

ମୁମ୍ବାଇ,୨୩।୫: ଦେଶର ପ୍ରମୁଖ ବାଣିଜି୍ୟକ ଗ୍ରୁପ୍‌ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ଡିଜିଟାଲ ସେବା ପ୍ରଦାନକାରୀ କମ୍ପାନୀ ଜିଓ ପ୍ଲାଟ୍‌ଫର୍ମରେ ନିବେଶକାରୀ ସଂସ୍ଥା କେକେଆର୍‌ ୧୧୩୬୭ କୋଟି...

ଅଟୋ ସେକ୍ଟର ପାଇଁ ପ୍ୟାକେଜ ଅପର୍ଯ୍ୟାପ୍ତ:ଫିଚ୍‌

ନୂଆଦିଲ୍ଲୀ,୩୦-୮: ଅଟୋ ସେକ୍ଟରକୁ ଗତିଶୀଳ କରିବା ଲାଗି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ଦ୍ୱାରା ଗତ ସପ୍ତାହରେ ଘୋଷିତ ପ୍ରୋତ୍ସାହନ ପ୍ୟାକେଜ ପର୍ଯ୍ୟାପ୍ତ ନୁହେଁ। ଘୋଷିତ...

Advertisement
Archives

Model This Week