ରେଫ୍ରିଜରେଟେଡ୍‌ ଟ୍ରକ୍‌ରୁ ୪୧ ଦାଦନ ଶ୍ରମିକ ଉଦ୍ଧାର

ଗ୍ରୀସ୍‌,୫ା୧୧-ଗ୍ରୀସ୍‌ରେ ଏକ ରେଫ୍ରିଜରେଟେଡ୍‌ ଟ୍ରକ୍‌ରୁ ସୋମବାର ୪୧ ଜଣ ଦାଦନ ଶ୍ରମିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ପୋଲିସ ଉକ୍ତ ଟ୍ରକ୍‌ର ଡ୍ରାଇଭରଙ୍କୁ ଗିରଫ କରିଛି। ଦାଦନ ଶ୍ରମିକମାନେ ଆଫଗାନିସ୍ତାନର ମୂଳ ବାସିନ୍ଦା ବୋଲି କୁହାଯାଉଛି। ୭ ଜଣଙ୍କୁ ହସ୍ପିଟାଲ ନିଆଯାଇ ଚିକିତ୍ସା କରାଯାଇଥିଲା। ରେଫ୍ରିଜରେଟର ଅନ୍‌ ନ ଥିବାରୁ ସେମାନଙ୍କର ବିଶେଷ କ୍ଷତି ହୋଇନାହିଁ। ଇଗ୍‌ନାଟିଆ ମୋଟରଓ୍ବେରେ ପୋଲିସ ଉକ୍ତ ଟ୍ରକ୍‌କୁ ଅଟକାଇ ତଲାସି କରିବାରୁ ଶ୍ରମିକମାନଙ୍କୁ ଉଦ୍ଧାର କରାଯାଇଥିଲା। ଗତ ମାସରେ ମଧ୍ୟ ଲଣ୍ଡନରେ ଏକ ରେଫ୍ରିଜରେଟେଡ୍‌ ଟ୍ରକ୍‌ରୁ ୩୦ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ଏମିତି ଖେଳ ଖେଳିଲା ଇରାନ, ପବନରେ ଉଡ଼ିଯିବ ଟ୍ରମ୍ପଙ୍କ ମଙ୍ଗଳବାର ବାଲା ଧମକ

ତେହରାନ,୭।୪: ସମ୍ଭାବ୍ୟ ଆମେରିକୀୟ ଆକ୍ରମଣ ବିରୁଦ୍ଧରେ ଇରାନ ତାର ଶକ୍ତି କେନ୍ଦ୍ରଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି : ୫ କିଲୋଗ୍ରାମ ସିଲିଣ୍ଡରର ଯୋଗାଣକୁ କଲେ ଦ୍ୱିଗୁଣିତ

ନୂଆଦିଲ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି। ଏହାର ପ୍ରଭାବ ଏସୀୟ ଦେଶଗୁଡ଼ିକରେ ଏଲପିଜି ଏବଂ ପେଟ୍ରୋଲ-ଡିଜେଲର ଯୋଗାଣ ଉପରେ ଦେଖାଯାଉଛି। ତଥାପି,…

ଗୋ’ ମାଫିଆଙ୍କ ଘରେ ରେଡ୍‌: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର

ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟକା, ନୂଆ ଦଳ ଗଠନ କଲେ ସିଦ୍ଧୁ! ଦଳରୁ ଅଲଗା ହେବା ପରେ…

ଚଣ୍ଡିଗଡ଼,୭।୪: ୨୦୨୭ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ, ରାଜ୍ୟର ରାଜନୈତିକ ଦୃଶ୍ୟପଟରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ନବଜୋତ ସିଂହ ସିଦ୍ଧୁଙ୍କ ପତ୍ନୀ ଡକ୍ଟର ନବଜୋତ କୌର…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri