Posted inଜାତୀୟ

ରେଲଓ୍ବେ ଟିକେଟରେ ମୋଦିଙ୍କ ଫଟୋ:୨ ଅଧିକାରୀ ନିଲମ୍ବିତ

ନୂଆଦିଲ୍ଲୀ,୧୬।୪: ନିର୍ବାଚନ ପ୍ରଚାରକୁ ନେଇ ନିର୍ବାଚନ ଆୟୋଗ କଠୋର ହେଉଥିବା ବେଳେ ସୋମବାର କେତେଜଣ ନେତାଙ୍କ ପ୍ରଚାର ଉପରେ କଟକଣା ଲଗାଇଛନ୍ତି। ଇତିମଧ୍ୟରେ ଭାରତୀୟ ରେଳ ବିଭାଗର ଟିକେଟରେ ଦେଖିବାକୁ ମିଳିଛି ପ୍ରଧାନମନ୍ତ୍ରୀ ମୋଦିଙ୍କ ଫଟୋ। ଏହାପରେ ରେଲଓ୍ବେର ୨ ଜଣ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଥିବା ବେଳେ ନିର୍ବାଚନ ଆୟୋଗ ରେଳ ବିଭାଗକୁ ଏ ସମ୍ପର୍କରେ ନୋଟିସ୍‌ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ଭୟା ମାମଲା: ତିହାର ଜେଲରେ ୪ ଦୋଷୀଙ୍କ ଡମିକୁ ଦିଆଗଲା ଫାଶୀ

ନୂଆଦିଲ୍ଲୀ,୧୩।୧: ନିର୍ଭୟା ମାମଲାର ୪ ଦୋଷୀଙ୍କୁ ଜାନୁୟାରୀ ୨୨ରେ ସକାଳ ୭ଟାରେ ଫାଶୀ ଦିଆଯିବ। ଏନେଇ ତିହାର ଜେଲ୍‌ କର୍ତ୍ତୃପକ୍ଷଙ୍କ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି।...

ପ୍ରେମିକାଙ୍କ ସହ ହୋଟେଲ ଯାଇଥିଲେ ସ୍ବାମୀ, ପହଞ୍ଚିଗଲେ ସ୍ତ୍ରୀ, ଆଉ ତା’ ପରେ…

ମୁମ୍ବାଇ,୧୩ା୮: ମହାରାଷ୍ଟ୍ରର ଔରଙ୍ଗାବାଦର ଏକ ହୋଟେଲ ବାହାରେ ଜଣେ ମହିଳା ହଙ୍ଗାମା କରିଛନ୍ତି। କାରଣ ତାଙ୍କ ସ୍ବାମୀ ଗର୍ଲଫ୍ରେଣ୍ଡଙ୍କ ସହ ହୋଟେଲ ଯାଇଥିବା ଜାଣିବା ପରେ...

୨୯୮ ବଗିରେ କୋଭିଡ୍‌ ଆଇସୋଲେଶନ ସେଣ୍ଟର…

ନୂଆଦିଲ୍ଲୀ, ୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଏପରିସ୍ଥଳେ ଭାରତୀୟ ରେଲଓ୍ବେ ପକ୍ଷରୁ ୨୯୮ ବଗିରେ ଆକ୍ରାନ୍ତଙ୍କ ପାଇଁ କୋଭିଡ୍‌...

ସିଟିଇଟିରେ ଆର୍ଥିକ ଦୁର୍ବଳଙ୍କ ଲାଗି ୧୦% ସଂରକ୍ଷଣ ଆବେଦନ:କେନ୍ଦ୍ର, ସିବିଏସ୍‌ଇ, ଏନ୍‌ସିଟିଇକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୭।୫(ପି.ଟି.):କେନ୍ଦ୍ରୀୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ସିଟିଇଟି), ୨୦୧୯ରେ ଆର୍ଥିକ ଦୁର୍ବଳ ଶ୍ରେଣୀ (ଇଡବ୍ଲ୍ୟୁଏସ୍‌)ଙ୍କ ନିମନ୍ତେ ୧୦ ପ୍ରତିଶତ ସ୍ଥାନ ସଂରକ୍ଷଣ ଲାଗି ହୋଇଥିବା ଆବେଦନ ଉପରେ...

ସ୍ବାମୀଙ୍କ ମନ୍ତବ୍ୟ ନେଇ ଅଡୁଆରେ ମୋଦି ସରକାର…

ନୂଆଦିଲ୍ଲୀ,୧୧।୭ : ଚାଇନା ସମେତ ଭାରତୀୟ ଅର୍ଥନୀତି ଉପରେ ନିଜର ବିବୃତ୍ତି ଦେଇ ଅତୀତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିଥିବା ରହିଥିବା ଭାଜପା ନେତା...

ହାଥରସ ମାମଲା: ୟୁପି ସରକାରଙ୍କୁ ଯାଞ୍ଚ ରିପୋର୍ଟ ଦେଲା ଏସ୍‌ଆଇଟି

ହାଥରସ,୨ ।୧୧: ଉତ୍ତରପ୍ରଦେଶ ହାଥରସ ଗଣବଳାତ୍କାର ମାମଲାର ଯାଞ୍ଚ କରୁଥିବା ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଆଇଟି) ସୋମବାର ଏହାର ଯାଞ୍ଚ ରିପୋର୍ଟ ଉତ୍ତର ପଦେଶ ସରକାରଙ୍କୁ ଦେଇଛନ୍ତି...

ଦ୍ରୌପଦୀଙ୍କୁ ସମର୍ଥନ କଲେ ମାୟାବତୀ

ଲକ୍ଷ୍ନୌ,୨୫ା୬: ବହୁଜନ ସମାଜ ପାର୍ଟି ଅଧ୍ୟକ୍ଷା ମାୟାବତୀ ଶନିବାର ଲକ୍ଷ୍ମୌରେ ଏକ ଖବରଦାତା ସମ୍ମିଳନୀ କରି କହିଛନ୍ତି, ଆଦିବାସୀ ସମାଜକୁ ଏକ ବିଶେଷ ଅଂଶ ଭାବରେ...

ମୋଦିଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ,୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ ଦେଇଥିବା ଦିଲ୍ଲୀ ଖଜୁରୀଖସ୍‌ ଅଞ୍ଚଳର ଜଣେ ୨୨ ବର୍ଷୀୟ ଯୁବକଙ୍କୁ ପୋଲିସ ଗିରଫ କରିଛି। ଜାମିନରେ ଆସିଥିବା...

Advertisement
Archives

Model This Week