Posted inଜାତୀୟ

ରେଲଓ୍ବେ ଟ୍ରାକ୍‌ ଉପରେ ସଚେତନତା ସୃଷ୍ଟି କରୁଛନ୍ତି ଯମରାଜା

ମୁମ୍ବାଇ,୭।୧୧: ଯମରାଜା କଥା କହିଲେ ଲୋକେ ଶିହିରି ଉଠିବା ସହ ଯେତେ ସମ୍ଭବ ତାଙ୍କଠାରୁ ଦୂରେଇ ରହିବାକୁ ଚାହାନ୍ତି। ତାଙ୍କୁ ସ୍ବଚକ୍ଷୁରେ କେହି ଦେଖି ନ ଥିବା ବେଳେ ପୌରାଣିକ ମତରେ ତାଙ୍କର ମାନ୍ୟତା ରହିଛି। ଫିଲ୍ମରେ ଦେଖିଥିବେ ଯେକୌଣସି ଦୁର୍ଘଟଣା ସମୟରେ ଯଦି କୌଣସି ବ୍ୟକ୍ତିର ମୃତ୍ୟୁ ହୋଇଥାଏ। ତେବେ ତାଙ୍କୁ ଯମରାଜା ସାଙ୍ଗରେ ଯମାଲୋକକୁ ନେଇଯାଇଥାନ୍ତି। ହେଲେ କେବେ ଦେଖିଛନ୍ତି କି, ରେଲଓ୍ବେ ଟ୍ରାକ୍‌ ଉପରେ ଠିଆହୋଇ ଯମରାଜା ଲୋକଙ୍କୁ ସଚେତନ କରିବାର। ଆଜ୍ଞା ହଁ, ଏହି ଦୃଶ୍ୟ ହେଉଛି ମୁମ୍ବାଇ ପଶ୍ଚିମ ରେଲଓ୍ବେ ଷ୍ଟେଶନର। ନିୟମ ନ ମାନି ରେଲଓ୍ବେ ଟ୍ରାକ୍‌ ଉପରେ ମନ ଇଚ୍ଛାରେ ଯାତାୟାତ କରୁଥିବା ବ୍ୟକ୍ତିଙ୍କୁ ଯମରାଜା ତାଗିଦ୍‌ କରିବା ସହ ସଚେତନ କରିଛନ୍ତି।

ଆଉ ଯେଉଁମାନେ ନିୟମର ଅବମାନନା କରୁଛନ୍ତି ତାଙ୍କୁ ନିଜ କାନ୍ଧରେ ଉଠାଇ ସୁରକ୍ଷିତ ଭାବେ ପ୍ଲାଟଫର୍ମରେ ଛାଡୁଥିବା ଦେଖିବାକୁ ମିଳିଛି। ଲୋକଙ୍କୁ ସଚେତନ କରାଇବା ପାଇଁ ମୁମ୍ବାଇ ଆରପିଏଫ୍‌ ପକ୍ଷରୁ ଯମରାଜାଙ୍କ ଚରିତ୍ରରେ ଅଭିନୟ କରାଯାଇ ସଚେତନତା ବାର୍ତ୍ତା ଦିଆଯାଇଥିଲା। ଭାରତୀୟ ରେଲଓ୍ବେ ପକ୍ଷରୁ ଶେୟାର କରାଯାଇଥିବା ଏହି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, DA ବୃଦ୍ଧିକୁ ନେଇ ଆସିଲା ବଡ଼ ଅପଡେଟ୍‌! ଏହିଦିନ…

ନୂଆଦିଲ୍ଲୀ,୧୫।୯: ଦେଶର ୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି। ପାର୍ୱଣ…

ମହିଳାଙ୍କୁ ୨ କୋଟି ଦେବ ଏହି ବଡ଼ ବ୍ୟାଙ୍କ୍‌! ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍ଲୀ,୧୫।୯: ଯଦି ଆପଣ ଜଣେ ମହିଳା ଏବଂ ନିଜର ନୂଆ ବ୍ୟବସାୟ ଆରମ୍ଭ କରିବାର ସ୍ୱପ୍ନ ଦେଖୁଛନ୍ତି କିମ୍ୱା ନିଜର ଚାଲୁଥିବା ବ୍ୟବସାୟକୁ ଆଗକୁ ବଢ଼ାଇବାକୁ ଚାହୁଁଛନ୍ତି,…

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲା ୨ ଭାଇଙ୍କ ମୃତଦେହ

ପରଜଙ୍ଗ,୧୫।୯(ନିଗମାନନ୍ଦ ଦଳବେହେରା): ଦୁର୍ଘଟଣାରେ ୨ ଭାଇଙ୍କ ଜୀବନ ଚାଲିଗଲା। ହେଲେ ମୃତଦେହ ଘରକୁ ନେବାବେଳେ ଯେଉଁ ଦୃଶ୍ୟ ସାମ୍ନାକୁ ଆସିଲା, ତାହା ସମସ୍ତଙ୍କୁ ବିଚଳିତ କରିଛି। ରାସ୍ତା…

ମୋହସିନ ନକଭିଙ୍କଠାରୁ ଏସିଆ କପ ଟ୍ରଫି କେବେ ନେବ ଟିମ ଇଣ୍ଡିଆ? BCCI ଦେଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୫।୯: ମହିଳା ଏସିଆ କପ ୨୦୨୬ର ଟାଇଟଲ ନିଜ ନାମରେ କରିଛି ଟିମ ଇଣ୍ଡିଆ। ଫାଇନାଲରେ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ଭାରତୀୟ ମହିଳା ଦଳ…

ବିଶ୍ୱକର୍ମା ରାଜମିସ୍ତ୍ରୀ, କାରିଗର ସଂଘର ବାର୍ଷିକୋତ୍ସବ, ସାଙ୍ଗଠନିକ ଅଭିବୃଦ୍ଧି ପାଇଁ ନିଷ୍ପତ୍ତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଗୁପ୍ତେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ମଙ୍ଗଳବାର ଖେମୁଣ୍ଡି ଆଞ୍ଚଳିକ ବଶ୍ୱକର୍ମା ରାଜମିସ୍ତ୍ରୀ ଓ କାରିଗର ସଂଘର ୧୭ତମ ବାର୍ଷିକୋତ୍ସବ ଅନୁଷ୍ଠିତ…

UPIରେ ବନ୍ଧୁଙ୍କୁ ୫,୦୦୦ ଟଙ୍କା ପଠାଇଲେ ଲାଗିବ ଏକ୍ସଷ୍ଟ୍ରା ଚାର୍ଜ? ଜାଣନ୍ତୁ P2P-P2M ପେମେଣ୍ଟର ପାର୍ଥକ୍ୟ

ନୂଆଦିଲ୍ଲୀ,୧୫।୯ : ଆଜିକାଲି ମୋବାଇଲରେ କିଛି ସେକେଣ୍ଡ ମଧ୍ୟରେ ଟଙ୍କା ପଠାଇବା ପାଇଁ UPI ସବୁଠାରୁ ସହଜ ମାଧ୍ୟମ ପାଲଟିଛି। ବନ୍ଧୁଙ୍କୁ ଟଙ୍କା ପଠାଇବା ହେଉ କି…

ଅମାନିଆ ବାଇକ ଚାଳକଙ୍କୁ ସାବଡ଼ କଲା ଦାରିଙ୍ଗବାଡି ପୋଲିସ, ୮ ବାଇକ ଜବତ

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ପାର୍ବଣ ଋତୁ ପାଇଁ ବଜାର ଚଳ ଚଞ୍ଚଳ ରହିଛି । ବଜାର ଛକରେ ଏକାଧିକ ଗଣେଶ ମେଢ଼ ରହିଥିବା ବେଳେ ଭିଡ଼ ଲାଗି ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?