ରେଳଧାରଣାରୁ କ୍ଷତବିକ୍ଷତ ମୃତଦେହ ଉଦ୍ଧାର

କୋରାପୁଟ/କାକିରିଗୁମ୍ମା/ଲକ୍ଷ୍ମୀପୁର ,୧୨ା୮(ସ୍ବ.ପ୍ର)-କୋରାପୁଟ ଜିଲା କାକିରିଗୁମ୍ମା ଥାନା ଅନ୍ତଗର୍ତ କୁଡିପଦର ଗ୍ରାମ ନିକଟ ରେଳ ଧାରଣାରୁ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହକୁ ପୋଲିସ ସୋମବାର ଉଦ୍ଧାର କରିଛି । ମୃତ ବ୍ୟକ୍ତିଙ୍କ ପରିଚୟ ମିଳିନାହିଁ । ସେ ଆଖପାଖ ଅଞ୍ଚଳରେ ପ୍ଲାଷ୍ଟିକ ଜରି ଓ ବୋତଲ ଗୋଟାଉଥିବା ସ୍ଥାନୀୟ ଗ୍ରାମବାସୀ ପ୍ରକାଶ କରିଛନ୍ତି । ସକାଳେ ରେଳ ଧାରଣାରେ ମୁଣ୍ଡଗଣ୍ଡି ଅଲଗା ହୋଇ ମୃତଦେହ ପଡ଼ିଥିବା ଗ୍ରାମବାସୀ ଦେଖି କାକିରିଗୁମ୍ମା ଥାନାକୁ ଖବର ଦେଇଥିଲେ । ଥାନା ଅଧିକାରୀ ସୁଯର୍‌ୟ ପ୍ରକାଶ ନାୟକ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଥିଲେ ।ପୋଲିସ ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅସୁରକ୍ଷିତ ଘରେ ଚାଲିଛି ପାଠପଢ଼ା : ଗୃହ ନିର୍ମାଣ ସତ୍ତ୍ୱେ ହେଉନି ହସ୍ତାନ୍ତର

ରଣପୁର,୧୯।୮(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ବ୍ଲକ ସୁଆଁସିଆ ସାହି ଅଙ୍ଗନୱାଡି କେନ୍ଦ୍ରରେ କାନ୍ଥ ଭୁଶୁଡି ୨୦୧୨ ଜୁଲାଇ ୯ରେ ୭ ଶିଶୁଙ୍କ ମୃତ୍ୟୁ ପରେ ବି ପ୍ରଶାସନ...

ଆଜି ସରିବ ଅନୁଗୋଳ ଲକ୍ଷ୍ମୀପୂଜା:ମଣ୍ଡପରୁ ମେଳା, ସବୁଠି ଗହଳି

ଅନୁଗୋଳ ଅଫିସ, ୨୨ା୧୦ ଲକ୍ଷ୍ମୀ ପୂଜା ପାଇଁ ଅନୁଗୋଳ ସହର ଉତ୍ସବମୁଖର ହୋଇପଡ଼ିଥିବା ବେଳେ ଦିନକୁ ଦିନ ଅଧିକ ଶ୍ରଦ୍ଧାଳୁଙ୍କ ଗହଳି ହେଉଛି। ପୂଜା ମଣ୍ଡପଠାରୁ...

ଲକ୍‌ଡାଉନ୍‌ରୁ ଲାଭ

ଅନୁଗୋଳ ଅଫିସ, ୧୧।୪ – କରୋନା ବିପତ୍ତିରୁ ବର୍ତ୍ତିବା ପାଇଁ ଦେଶକୁ ଲକ୍‌ଡାଉନ୍‌ କରାଯାଇଥିଲେ ବି ଅନୁଗୋଳ ସହର ଉପକଣ୍ଠରେ ଘର ନିର୍ମାଣ କରୁଥିବା କେତେଜଣ...

୧୨ ବର୍ଷ ହେଲା ଶିକୁଳିରେ ବନ୍ଧା ୨ ଭାଇ

କୋକସରା, ୭।୭(ଡି.ଏନ.ଏ.) ସମୟ ବଦଳିଛି। ତା’ସହିତ ତାଳ ଦେଇ ବଦଳିଛି ଲୋକଙ୍କ ଜୀବନ ଶୈଳୀ। ହେଲେ ଅନ୍ଧବିଶ୍ୱାସରୁ ଆଜି ବି ମଣିଷ ବାହାରି ପାରିନାହିଁ। ତା’ର...

ରାଜପଥରେ ଜଳିଗଲା ଟ୍ରକ କ୍ୟାବିନ୍‌ : ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର, ହେଲପର

ବଡ଼ବିଲ,୨୯ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲାର ନାଲଦା ୧୦ ନମ୍ବର ରାଜ୍ୟ ରାଜପଥରେ ଶନିବାର ଅପରାହ୍ନରେ ଏକ ଟ୍ରକର କ୍ୟାବିନ୍‌ ଜଳିଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ବେଲକୁଣ୍ଡିଠାରେ...

ନେସ୍କୋ ଟ୍ରାନ୍ସଫର୍ମର ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

ବାଲେଶ୍ୱର ଅଫିସ,୨୧।୩-ବାଲେଶ୍ୱର ବାଲିଆସ୍ଥିତ ନେସ୍କୋ ଟ୍ରାନ୍ସଫର୍ମର ଗୋଦାମରେ ଶନିବାର ଅପରାହ୍ନ ସାଢେ ୫ଟା ବେଳେ କୌଣସି କାରଣରୁ ଟ୍ରାନ୍ସଫର୍ମର ଅଏଲ୍‌ରେ ନିଆଁ ଲାଗିଯିବାରୁ ଭୟାବହ ଅଗ୍ନିକାଣ୍ଡ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ,୩୦।୩: ଚଳିତ ବର୍ଷ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ତିନି ରଥ ନିର୍ମାଣ ଲାଗି ତୃତୀୟ ପର୍ଯ୍ୟାୟ ରଥ...

ପୌରପାଳିକା ସ୍କ୍ବାଡ୍‌ର ଚଢ଼ାଉ: ଏକ କୁଇଣ୍ଟାଲ ପଲିଥିନ, ପ୍ଲାଷ୍ଟିକ ଜବତ

ଅନୁଗୋଳ ଅଫିସ, ୫।୧ – ଅନୁଗୋଳ ପୌର ପରିଷଦ ପକ୍ଷରୁ ଶନିବାର ଚଢ଼ାଉ କରାଯାଇ ଲକ୍ଷ୍ମୀ ବଜାରରୁ ଏକ କୁଇଣ୍ଟାଲ ପଲିଥିନ ଓ ପ୍ଲାଷ୍ଟିକ ଜବତ...

Coronavirus Update

Archives

Model This Week

Why Dharitri