ରେଳଧାରଣାରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ପାରିବାରିକ ଅଶାନ୍ତିକୁ ନେଇ ଆତ୍ମହତ୍ୟା ସନ୍ଦେହ

ତିହିଡି,୧୦।୯(ଡି.ଏନ୍‌.ଏ): ଭଦ୍ରକ ଜିଲା ଧାମରା ରେଳପଥର ଅଚକ ନିକଟରୁ ମଙ୍ଗଳବାର ସକାଳେ ଜନୈକ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଦୁଃଶାସନ ମଲିକ(୬୫)। ତାଙ୍କ ଘର ଭଦ୍ରକ ଜିଲା ତିହିଡି ଥାନା ମହରମପୁର ପଞ୍ଚାୟତ ତରାଶୁଣି ଗ୍ରାମରେ ବୋଲି ଜଣାପଡ଼ିଛି। ପାରିବାରିକ ଅଶାନ୍ତିକୁ ନେଇ ଦୁଃଶାସନ ଆତ୍ମହତ୍ୟା କରିଥିବା କୁହାଯାଇଛି। ଖବର ପାଇ ତିହିଡ଼ି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାରକରି ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପଖଣ୍ଡ ଡାକ୍ତରଖାନା ପ୍ରତିଶ୍ରୁତି ଧୂଆଁବାଣ

ଯାଜପୁର ଅଫିସ, ୯ା୭: ଯାଜପୁର ଜିଲାର ଅନ୍ୟତମ ସହର ଯାଜପୁର ରୋଡ୍‌ ସବୁ କ୍ଷେତ୍ରରେ ଅବହେଳିତ। ସହରର ଆୟତନ ଓ ଲୋକସଂଖ୍ୟା ବଢ଼ି ଚାଲିଥିଲେ ହେଁ...

ତହସିଲ ଆଗରେ ଧାରଣା ଦେଲେ ବୃଦ୍ଧା ଦମ୍ପତି

ଗଞ୍ଜାମ,୯।୨(ଡି.ଏନ୍‌.ଏ): ଗଞ୍ଜାମ ତହସିଲ କାର୍ଯ୍ୟାଳୟ ଆଗରେ ନିଜ ହକ ପାଇଁ ଦୁଇ ବୃଦ୍ଧା ଦମ୍ପତି ଧାରଣାରେ ବସିଛନ୍ତି। ତହସିଲଦାର ଅରୁଣ ନାୟକ ନିର୍ବାଚନ ତାଲିମ ପାଇଁ...

ନୂଆଖାଇର ତିହାରି ହାଟ, ୫୦ ଲକ୍ଷରୁ ଊର୍ଦ୍ଧ୍ୱ କାରବାର

କର୍ଲାମୁଣ୍ଡା,୧୬ା୯(ପ୍ରଦୀପ କୁମାର ସାହୁ): ଆସନ୍ତା ବୁଧବାର ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ଧୂମ୍‌ଧାମରେ ପାଳିତ ହେବ। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇସାରିଥିବା ବେଳେ...

ଦୁରଦିନରେ ଗରିବ୍‌ ପରିବାର: ଭାଇ, ମାଏକିନାର ଚିକିଛା ଚିନ୍‌ତାରେ ବିକୀର୍ତ୍ତନ

ବିନିକା,୧୬।୧୨ (ଡି.ଏନ୍‌.ଏ.)- ସୁବର୍ଣପୁର ଜିଲା ବିନିକା ବ୍ଲକ ସେଲେଡ଼ି ପଁଚେତ୍‌ ତୁଲୁଣ୍ଡିପାଲି ଗଁାର ହରିଜନ ପଡ଼ାର ବିକୀର୍ତ୍ତନ ନାଗ(୩୧)। ପରିବାର କହେଲେ ବାପ୍‌ ରମେଶ ନାଗ,...

ହନ୍ତାଳଗୁଡ଼ା ଘାଟିରେ ଓଲଟିଲା ପିକ୍‌ଅପ: ୪ ଗୁରୁତର ୧୧ ଆହତ

ଚିତ୍ରକୋଣ୍ଡା,୨୪।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ହନ୍ତାଳଗୁଡ଼ା ଘାଟିରେ ଶୁକ୍ରବାର ଏକ ପିକ୍‌ଅପ୍‌ ଓଲଟି ପଡ଼ିଛି। ଏଥିରେ ୪ ଜଣ ଗୁରୁତର ହୋଇଥିବା ବେଳେ...

ଚାଲାଣବେଳେ ପୋଲିସ ଚଢ଼ାଉ: ସରକାରୀ ବସ୍‌ରୁ ୧୨ ଯୁବତୀ, ୫ ନାବାଳିକା ଉଦ୍ଧାର, ଦଲାଲ ଗିରଫ

ଜୟପୁର, ୩୧ା୧୦ (ନି.ପ୍ର.): ନବରଙ୍ଗପୁର ଜିଲା ପାପଡାହାଣ୍ଡି, ରାଇଘର, ନୂଆକୋଟି ଅଞ୍ଚଳର ୧୨ ଯୁବତୀ ଓ ୫ ନାବାଳିକାକୁ ରାଇଘରଠାରୁ ବିଶାଖାପାଟଣା ଯାଉଥିବା ଓଏସ୍‌ଏସ୍‌ଆରଟିସି ବସ୍‌ରେ...

କେନ୍ଦୁଝରରେ ଜଳିଗଲା ମାଲବୁହା ଟ୍ରକ୍‌

କେନ୍ଦୁଝର, ୩୧।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ନରଣପୁର-ଡୁବୁରୀ ରାସ୍ତା ପିଟାପିଟି ଗ୍ରାମ ଭାଇଭାଇ ଢାବା ନିକଟରେ ଶନିବାର ସକାଳେ ଏକ ୧୨ ଚକିଆ...

ବିପଦରେ ବହୁରୂପୀ ଏଣ୍ଡୁଅ ବଂଶ

ମହାକାଳପଡ଼ା, ୨୪ା୯(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବତୀଘର ପଞ୍ଚାୟତ କଜଳପାତିଆ ଲୁଣା ଜଙ୍ଗଲରେ ପ୍ରଚୁର ପରିମାଣରେ ବହୁରୂପୀ ଏଣ୍ଡୁଅ (ଚାମେଲିୟନ ପ୍ରଜାତି)...

Advertisement
Archives

Model This Week