ଭବାନୀପାଟଣା,୧୪।୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ ଅନ୍ତର୍ଗତ କସାବାହିର ଦିବାକର ହରିଜନ (୩୫) ଅଗଷ୍ଟ ୩ ତାରିଖ ଦାଦନ ଘଟିବାକୁ ଟ୍ରେନ ଯୋଗେ ଗୁଜୁରାଟ ଯାଉଥିଲେ। ତେବେ ୫ ତାରିଖ ସକାଳେ ବରଦଲି ଷ୍ଟେଶନରେ ଟ୍ରେନରୁ ପଡି ତାଙ୍କର ମୃତ୍ୟୁ ଘଟିଥିଲା। ଦିବାକରଙ୍କ ପରିବାର ଲୋକେ ଗରିବ ଶ୍ରେଣୀର ହୋଇଥିବାରୁ ମୃତଦେହ ଗାଁକୁ ଅଣାଯାଇପାରି ନ ଥିଲା। ଏ ନେଇ ଜିଲା ପ୍ରଶାସନ ଜାଣିବା ପରେ ଦିବାକରଙ୍କ ପରିବାରକୁ ୨୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି।
Posted inଆମ ଜିଲା ଖବର, କଳାହାଣ୍ଡି View All

କନବାର ଗାଁ ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଗଲା
ବରଗଡ଼ ଅଫିସ୍,୧୮।୪: ଘାତକ କରୋନା(କୋଭିଡ୍-୧୯) ଭୂତାଣୁକୁ ନେଇ ସବୁଆଡ଼େ ଭୟ ଘାରିଛି । ଏହାକୁ ପ୍ରତିହତ କରିବା ପାଇଁ ସଚେତନତା, ସତର୍କତା ହିଁ ଏକମାତ୍ର ମାଧ୍ୟମ...

ଓଲଟିଲା ଯାତ୍ରାପାର୍ଟି ବସ୍, ୧୦ରୁ ଅଧିକ ଆହତ
କାମାକ୍ଷାନଗର,୧୨ା୫(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ମହାବିରୋଡ୍ ଫାଣ୍ଡି ଜରଡ଼ା ଘାଟିରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଉକ୍ତ ଘାଟିରେ ‘ଜଗଦମ୍ବା’ ନାମକ ଯାତ୍ରା ପାର୍ଟି...

ରଖେ ଯାହାକୁ ହରି…
ଦାରିଙ୍ଗବାଡ଼ି,୧୨।୫(ଡି.ଏନ୍.ଏ.): ରଖେ ହରି ତୋ ମାରେ କିଏ। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଦାରିଙ୍ଗବାଡ଼ି ତିନିଛକ ବଜାର ଉପରେ। ଦାରିଙ୍ଗବାଡ଼ି ତିନିଛକ ବଜାର ଉପରେ...

୮ ମାସ ହେଲା ଗ୍ରାମ୍ୟ ପାନୀୟ ଜଳ ପ୍ରକଳ୍ପ ଅଚଳ
କଣ୍ଟାମାଳ,୨୫ା୩ (ଡି.ଏନ.ଏ.) ବୌଦ୍ଧ ଜିଲା ଘିକୁଣ୍ଡି ପଞ୍ଚାୟତର ଆମ୍ବଗହଣାରେ ପାନୀୟ ଜଳ ସମସ୍ୟା ଉତ୍କଟ ହୋଇଛି । ଏଠିକାର ଜଳଯୋଗାଣ ବ୍ୟବସ୍ଥା ଅଚଳ ହୋଇ ପଡିଥିଲେ...

ଖାଦ୍ୟ ନଁ।ରେ ଚାଲିଛି ରୋଗ ବିକ୍ରି
ଅନୁଗୋଳ ଅଫିସ, ୯ା୧୦ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କିଛି ମାସ ଧରି ହୋଟେଲ, ଜଳଖିଆ ଦୋକାନ, ଫାଷ୍ଟଫୁଡ ଓ ବିଭିନ୍ନ ଚଟ୍ପଟା ଖାଦ୍ୟ ବିକ୍ରି...

ମଦ ଦେବାକୁ ମନାକଲେ ବାର କର୍ମଚାରୀ, ପରେ…
ପୁରୁଷୋତ୍ତମପୁର,୧୮ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଉପକଣ୍ଠରେ ଥିବା କରୁଣା ବାର୍ରେ ଶନିବାର ରାତିରେ ୩ ଜଣ ଯୁବକ ପହଞ୍ଚତ୍ ମଦ୍ୟପାନ କରିବାକୁ କହିଥିଲେ। ମାତ୍ର...

ମାଲକାନଗିରିରେ ଭୂକମ୍ପ, ଜିଲାବାସୀ ଆତଙ୍କିତ
ମାାଲକାନଗିରି, ୨୧।୩(ଡି.ଏନ୍.ଏ.): ବର୍ତ୍ତମାନ କରୋନା ଭୂତାଣୁ ରୋଗ ସମ୍ବନ୍ଧରେ ରାଜ୍ୟବାସୀ ଆତଙ୍କିତ ଥିବା ବେଳେ ଶନିବାର ମାଲକାନଗିରି ଜିଲାରେ ମୃଦୁ ଭୂକମ୍ପ ଅନୁଭୁତ ହୋଇଛି। ଏହାକୁ...

ୱାର୍ଡମେମ୍ବରଙ୍କୁ ମାଓବାଦୀଙ୍କ ନଁ।ରେ ଧମକପୂର୍ଣ୍ଣ ଚିଠି
ଦାରିଙ୍ଗବାଡ଼ି,୨୯।୧୦(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତ ଗ୍ଳୁଡା ଗ୍ରାମର ୯ ନଂ. ୱାର୍ଡମେମ୍ବର ବୁଗିରା ପ୍ରଧାନଙ୍କୁ ମାଓବାଦୀଙ୍କ ନଁ।ରେ ଧମକ ପୂର୍ଣ୍ଣ ଚିଠି ମିଳିଛି। ଗତ ୧୭...