ରେଳଧାରଣାରେ କଟି କର୍ମଚାରୀ ମୃତ

ବ୍ରହ୍ମପୁର ଅଫିସ,୧୩।୯: ଗଞ୍ଜାମ ଜିଲା ବ୍ରହ୍ମପୁରସ୍ଥିତ ସରକାରୀ ରେଳବାଇ ଥାନା ଅନ୍ତର୍ଗତ ପୋଡ଼ାପଦର ରେଳଧାରଣାରେ ଶୁକ୍ରବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ କାର୍ଯ୍ୟରତ ଜଣେ ରେଳ କର୍ମଚାରୀଙ୍କ ଉପରେ ପଲାସା – ଭୁବନେଶ୍ୱର ମେମୋ ଟ୍ରେନ ମାଡ଼ିଯିବାରୁ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ମୃତ କର୍ମଚାରୀଙ୍କ ପରିଚୟପତ୍ରକୁ ଆଧାର କରି ତାଙ୍କ ନାମ ରାଜେନ୍ଦ୍ର ରଣା ବୋଲି ଥାନାଧିକାରୀ ସୁକାନ୍ତ ଭୋଇ ସୂଚନା ଦେଇଛନ୍ତି। ପୋଲିସ ମୃତଦେହ ଜବତ କରି ୪୦/୧୯ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକ ବାନାର୍ଜୀଙ୍କ ଘରେ ବେଙ୍ଗଲ ପୋଲିସର ଚଢାଉ, ଚିନ୍ତାରେ ମମତା!

କୋଲକାତା,୧୩।୬: ଶନିବାର ସକାଳେ ସାଲବୋନି ପୋଲିସ ଷ୍ଟେଶନର କର୍ମଚାରୀ ଏବଂ କୋଲକାତା ପୋଲିସର ଏକ ବଡ଼ ଦଳ ତୃଣମୂଳ କଂଗ୍ରେସ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କ…

ପାକିସ୍ତାନକୁ ରାଜନାଥଙ୍କ ଖୋଲ ଚେତାବନୀ

ନୂଆଦିଲ୍ଲୀ,୧୩।୬: ପାକିସ୍ତାନକୁ କଡ଼ା ବାର୍ତ୍ତା ଦେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି ଯେ ସିନ୍ଧୁ ନଦୀର ଜଳ ଆତଙ୍କବାଦର ପୃଷ୍ଠପୋଷକଙ୍କ ପାଖରେ ପହଞ୍ଚିବାକୁ ଦିଆଯିବ ନାହିଁ।…

ମିଥ୍ୟା ସମ୍ପତ୍ତି ତଥ୍ୟ ଦେଲେ ବାବୁଙ୍କୁ ମିଳିବ ଦଣ୍ଡ: ବେତନ ବଦଳରେ ଲାଗୁ ହେବ…

ଭୁବନେଶ୍ୱର,୧୩।୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀ ନିଜ ସମ୍ପତ୍ତି ବିବରଣୀ ଦେବାରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ…

ଭୟଙ୍କର ଦୁର୍ଘଟଣା: ଲ୍ୟାଣ୍ଡିଂ ସମୟରେ ଭାରତୀୟ ବାୟୁସେନାର AN-32 ବିମାନ କ୍ରାସ

ଗୁଆହାଟି,୧୩।୬: ଶନିବାର ଆସାମର ଜୋରହାଟରେ ଥିବା ଭାରତୀୟ ବାୟୁସେନା (IAF) ବାୟୁସେନାର ବାୟୁସେନା ଘାଟିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବାୟୁସେନାର ଏକ AN-32 ପରିବହନ ବିମାନ…

ପୋଲିସ DG ପଦବୀ ପାଇଁ ୩୩ ବରିଷ୍ଠ IPS ମନୋନୀତ: ଓଡ଼ିଶା କ୍ୟାଡରର୍‌ ୨ ଜଣଙ୍କୁ ମିଳିଲା…

ଭୁବନେଶ୍ୱର,୧୩।୬: ପୋଲିସ DG ପଦବୀ ପାଇଁ ଦେଶରୁ ମୋଟ ୩୩ ଜଣ ବରିଷ୍ଠ IPS ମନୋନୀତ ହୋଇଛନ୍ତି। କ୍ୟାବିନେଟ୍‌ ନିଯୁକ୍ତି କମିଟି ପକ୍ଷରୁ ଏହାକୁ ମଞ୍ଜୁରୀ ମିଳିଛି।…

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା…

ବୈତରଣୀ-କୋଚିଳା ସଙ୍ଗମସ୍ଥଳରେ ନାହଁ ଘେରିବନ୍ଧ: ପ୍ରତିବର୍ଷ ବନ୍ୟା ଦୁର୍ଦ୍ଦଶା ଭୋଗୁଛନ୍ତି ୩ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବୈତରଣୀ ଓ କୋଚିଳା ନଦୀର ସଙ୍ଗମସ୍ଥଳ ଗାନ୍ଧୀଘାଟ ଶାସନ ପ୍ରତିବର୍ଷ ବନ୍ୟା ବିଭୀଷିକାର ଶିକାର ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri