ରେଳଧାରଣା କଡରୁ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ଅନୁଗୋଳ ଅଫିସ,୨।୬: ଅନୁଗୋଳ ଜିଲା ଚଣ୍ଡୀବଜାର ନିକଟସ୍ଥ ରେଳ ଧାରଣା କଡରୁ ରବିବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ପରିଚୟ ଏଯାବତ୍‌ ମିଳିପାରି ନାହିଁ। ତେବେ ଏହା ଏକ ହତ୍ୟାକାଣ୍ଡ କି ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇ ପାରିନାହିଁ। ଖବରପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି । ସୂଚନା ଯୋଗ୍ୟ ଯେ, ଉକ୍ତ ସ୍ଥାନରେ ୧୫ ଦିନ ମଧ୍ୟରେ ୫ ଜଣଙ୍କର ମୃତ୍ୟୁ ହୋଇ ସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଟ୍ରାକ୍‌ ମରାମତି ଯାଞ୍ଚବେଳେ ଟ୍ରାକ୍‌ମ୍ୟାନଙ୍କୁ ଧକ୍କାଦେଲା ଦ୍ରୁତଗାମୀ ଇଣ୍ଟରସିଟି, ଚାଲିଗଲା ଜୀବନ

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ରେଳ ଟ୍ରାକ୍‌ ରକ୍ଷଣାବେକ୍ଷଣ କାମ ଚାଲିଥିବା ସମୟରେ ଘଟିଛି ଏକ ଅଭାବନୀୟ ଦୁର୍ଘଟଣା। ଟ୍ରାକ୍‌ ରକ୍ଷଣାବେକ୍ଷଣ ଯାଞ୍ଚ ବେଳେ ଟ୍ରେନ୍‌ ଧକ୍କାରେ ଟ୍ରାକ୍‌ମ୍ୟାନଙ୍କ…

ଗୁଡ଼ାରୀରୁ ଭୁବନେଶ୍ୱର ସିଧାସଳଖ ସରକାରୀ ବସ୍‌ ଦାବି: ଗାନ୍ଧୀ ଜୟନ୍ତୀରେ ସାଇକେଲ ଯାତ୍ରା ଆରମ୍ଭ କଲେ ପ୍ରମୋଦ

ରାୟଗଡା/ଗୁଣପୁର,୨।୧୦(ଜଗନ୍ନାଥ ଗୌଡ/ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ ଚଳାଚଳ ଦାବିରେ ଶୁକ୍ରବାର ସାଇକେଲ ଯାତ୍ରା ଆରମ୍ଭ କରିଛନ୍ତି ପ୍ରମୋଦ ପତି। ଗୁଡ଼ାରୀରୁ…

ଆବର୍ଜନା ସଫା କଲେ ଉପବାଚସ୍ପତି, ସମସ୍ତଙ୍କୁ ପରାମର୍ଶ ଦେଇ କହିଲେ…

ବଡ଼ଗାଁ,୨ା୧୦(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁଠାରେ ଶୁକ୍ରବାର ପୂର୍ବାହ୍ନରେ ଭାଜପା ପକ୍ଷରୁ ‘ସେବା ପକ୍ଷ’ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାନସଭା ଉପବାଚସ୍ପତି ଭବାନୀ ଶଙ୍କର ଭୋଇ,…

ସ୍ବଚ୍ଛତା ହିଁ ସେବା: ସୁସ୍ଥ ପରିବେଶ ଗଠନ ଲକ୍ଷ୍ୟ

ଭଞ୍ଜନଗର, ୨।୧୦ (ବାବୁଲା ପ୍ରଧାନ): ଗାନ୍ଧୀ ଜୟନ୍ତୀ ଅବସରରେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଉପଖଣ୍ଡ ହସ୍ପିଟାଲ ପରିସରରେ ‘ସ୍ବଚ୍ଛତା ହିଁ ସେବା’ ଅଭିଯାନ ପାଳିତ ହୋଇଯାଇଛି। ମେଡିକାଲ…

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

କୁକୁର ମୁହଁରୁ କୃଷ୍ଣସାର ମୃଗଛୁଆକୁ ଉଦ୍ଧାର କରି ଘରେ ରଖିଥିଲେ ବ୍ୟକ୍ତି, ବନ ବିଭାଗ କର୍ମଚାରୀ ପହଞ୍ଚି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ବରିଷ୍ଠ ନାଗରିକଙ୍କ ଯତ୍ନ ନେବା ଜରୁରୀ: ଆଶାବାଡ଼ି ପ୍ରଦାନ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହଠାରେ ଗୁରୁବାର ବ୍ଲକସ୍ତରୀୟ ବିଶ୍ୱ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଆଲିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?