ରେଳଧାରଣା ପାର ହେବା ବେଳେ ପିଟିଲା ମାଲବାହୀ ଟ୍ରେନ୍‌: ଯୁବକ ମୃତ

ମୁନିଗୁଡ଼ା, ୯।୭(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ରେଳଷ୍ଟେଶନରେ ମଙ୍ଗଳବାର ଟ୍ରେନ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମୁନିଗୁଡ଼ା ସୁଣ୍ଡିସାହିର ଠାକୁର ବେହେରା।
ପ୍ରକାଶ ଯେ, ଠାକୁର କୌଣସି କାରଣରୁ ରେଳଲାଇନ ପାର ହେଉଥିବା ବେଳେ ଏକ ମାଲବାହୀ ଟ୍ରେନ୍‌ ତାଙ୍କୁ ଧକ୍କା ଦେଇଥିଲା। ତାଙ୍କର ୨ଟି ହାତ କଟି ଯାଇଥିବା ବେଳେ ଗୁରୁତର ଅବସ୍ଥାରେ ତାଙ୍କୁ ରେଳବାଇ ଆର୍‌ପିଏଫ୍‌ ପକ୍ଷରୁ ମୁନିଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ରାସ୍ତାରେ ଠାକୁରଙ୍କ ମୃତ୍ୟୁ ଘଟିଛି। ଏ ନେଇ ଆର୍‌ପିଏପ୍‌ ତରଫରୁ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଜାରି ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ବସ୍‌ରୁ ଗଞ୍ଜେଇ ଜବତ: ଅଭିଯୁକ୍ତ ଯାତ୍ରୀ ଅଟକ

କୋରୁକୋଣ୍ଡା, ୮।୬(ଡି.ଏନ୍‌.ଏ): ମାଲକାନଗିରିରୁ ଜୟପୁର ଅଭିମୁଖେ ଯାଉଥିବା ଘରୋଇ ବସ୍‌(ଗୁପ୍ତା ଟ୍ରାଭେଲର୍ସ)ରୁ ଶନିବାର ସକାଳେ ଗଞ୍ଜେଇ ଜବତ ହୋଇଛି। ଜଣେ ଯୁବକ ଏକ ବ୍ୟାଗରେ ଗଞ୍ଜେଇ...

୮୦ ପଞ୍ଚାୟତରେ ନାହିଁ ବ୍ୟାଙ୍କ ସେବା

ମାଲକାନଗିରି ଜିଲାର ୮୦ଟି ପଞ୍ଚାୟତରେ ବ୍ୟାଙ୍କ ବ୍ୟବସ୍ଥା ଓ ଟେଲିଫୋନ ସେବା ନାହିଁ। ଫଳରେ ସମ୍ପୃକ୍ତ ଅଞ୍ଚଳର ଲୋକମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଜିଲାରେ...

ବର୍ଷେ ହେଲା ଓଡ଼ିଶା ସୀମାରେ ଆନ୍ଧ୍ର କରୁଛି ରାସ୍ତା

ଗୁଣପୁର,୨୩ା୨: ଓଡ଼ିଶାର ସୀମା ଅସୁରକ୍ଷିତ ହୋଇପଡ଼ିଛି। ଆନ୍ଧ୍ର ଚଞ୍ଚକତା କରି ଗୋଟିଏ ପରେ ଗୋଟିଏ ଅଞ୍ଚଳକୁ ମାଡ଼ିଚାଲିଛି। ଓଡ଼ିଶା ସୀମାବର୍ତ୍ତୀ ଗ୍ରାମ ଉପରେ ଆନ୍ଧ୍ରର ଦାଦାଗିରି...

ବର୍ଷାରେ ଗଜା ହେଲା ଶତାଧିକ ବସ୍ତା ଧାନ

ବିଷମକଟକ,୧୭।୧(ଡି.ଏନ୍‌.ଏ.)  ଖରିଫ ଋତୁରେ ଚାଷୀ ଜମିରେ ଫଳାଇଥିବା ଧାନ ମଣ୍ଡିରେ ବିକ୍ରିକରି ଭଲ ଟଙ୍କା ପାଇବାର ଆଶା ରଖିଥିଲେ। ଅଦିନିଆ ବର୍ଷା ଚାଷୀଙ୍କ ଆଶାକୁ ମାଟିରେ ମିଶାଇ...

ମାଓବାଦୀଙ୍କ ହିଂସାକାଣ୍ଡ: ୨ ଶ୍ରମିକଙ୍କୁ ନିସ୍ତୁକ ମାଡ

ରାୟଗଡ଼ା ଅଫିସ,୨୨।୧: କିଛି ଦିନର ନୀରବତା ପରେ ପୁଣି ଲାଲବାହିନୀର ବର୍ବରକାଣ୍ଡ। ଠିକା କ୍ୟାମ୍ପରେ ଲଙ୍କାକଣ୍ଡ ଘଟାଇ ରାୟଗଡ଼ା ଜିଲାରେ ପୁଣିଥରେ ନିଜର ଉପସ୍ଥିତିକୁ ଜାହିର...

ରଥଯାତ୍ରାରେ ସଂସ୍କାର ଆଣିବା ନେଇ ପ୍ରଶାସନର ପଦକ୍ଷେପରଥରେ ଅଶ୍ଳୀଳ ଉଚ୍ଚାରଣ ବନ୍ଦ

ଜୟପୁର,୧ା୭ (ନି.ପ୍ର)- ଜୟପୁରରେ ଚଳିତବର୍ଷଠାରୁ ରଥ ଉପରେ ଢାହୁକଙ୍କ ଅଶ୍ନୀଳ ଉଚ୍ଚରାଣକୁ ବନ୍ଦ କରିଛି ପ୍ରଶାସନ ା ରଥଯାତ୍ରାରେ ଢାହୁକଙ୍କ ଅଶ୍ଲୀଳ ଇଙ୍ଗିତ ଓ ଉଚ୍ଚାରଣ...

ବ୍ରାହ୍ମଣ ସାହିରେ ମା’ଙ୍କୁ ଆବାହନ

ରାୟଗଡା ଅଫିସ, ୮।୧୦: ରାୟଗଡା ସହରରେ ବିଜୟା ଦଶମୀ ପୂଜା ପାରମ୍ପରିକ ରୀତିନୀତିରେ ଚାଲିଛି। ରାୟଗଡା ବ୍ରାହ୍ମଣ ସାହିରେ ଅତି ଆଡ଼ମ୍ବରରେ ଦଶହରା ପୂଜା ଚାଲିଛି।...

୧,୧୭,୩୨୪ ଶିଶୁଙ୍କୁ ଦିଆଯିବ ପୋଲିଓ ବୁନ୍ଦା

ରାୟଗଡ଼ା ଅଫିସ,୨୮ା୨: ରାୟଗଡ଼ା ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜନ୍ମରୁ ୫ବର୍ଷର ଶିଶୁଙ୍କ ପାଇଁ ପୋଲିଓ ବୁନ୍ଦା ପ୍ରଦାନ କାର୍ଯ୍ୟକ୍ରମ ରବିବାର ଶୁଭାରମ୍ଭ ହୋଇଛି। ଏଥିରେ ରାୟଗଡ଼ା...

Advertisement
Archives

Model This Week