Posted inଜାତୀୟ

ରେଳଯାତ୍ରୀଙ୍କ ସୁରକ୍ଷା: ଷ୍ଟେଶନରେ ଲାଗିବ ଲକ୍ଷେ ସିସିଟିଭି କ୍ୟାମେରା

ନୂଆଦିଲ୍ଲୀ,୨୬।୧୧: ରେଳଯାତ୍ରୀଙ୍କ ସୁରକ୍ଷା ପାଇଁ ଦେଶର ବିଭିନ୍ନ ଷ୍ଟେଶନରେ ଲକ୍ଷେ ସିସିଟିଭି କ୍ୟାମେରା ଲଗାଯିବା। ଏନେଇ ରେଳ ବିଭାଗ ପକ୍ଷରୁ ଟେଣ୍ଡର ଜାରି କରାଯାଇଛି। ଟେଣ୍ଡର ଦୌଡ଼ରେ ୯ଟି କମ୍ପାନୀ ସାମିଲ୍‌ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଭାରତ ଇଲୋକ୍ଟ୍ରନିକ୍ସ୍‌ ଲିମିଟେଡ୍‌(ବିଇଏଲ୍‌), ଟିସିଆଏଲ୍‌, ଆଟିଆଇ ଏବଂ ଏଚଏଫ୍‌ସିଏଲ୍‌ ଆଦି କମ୍ପାନୀଙ୍କ ନାମ ନେଇ ଚର୍ଚ୍ଚା ହେଉଛି। ଏଥିରେ ୧୪ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଧ୍ରୁବୀକରଣ ରାଜନୀତି ବିଫଳ, ବଜରଙ୍ଗ ଦଳ ଯୋଗୁ କର୍ନାଟକରେ କଂଗ୍ରେସ ସରକାର, ଭାଜପା ଧରାଶାୟୀ, କିଙ୍ଗମେକର ହେଲାନି ଜେଡିଏସ…

ବେଙ୍ଗାଲୁରୁ,୧୩।୫ : କର୍ନାଟକ ନିର୍ବାଚନର ଫଳାଫଳରୁ ବର୍ତ୍ତମାନ ପର୍ଯ୍ୟନ୍ତ ତିନୋଟି ଜିନିଷ ସ୍ପଷ୍ଟ ହୋଇଛି। କଂଗ୍ରେସ ନିଜେ ସହଜରେ ସରକାର ଗଠନ କରିବାକୁ ଯାଉଛି ଏବଂ...

ପ୍ରତିରକ୍ଷା ବାହିନୀଙ୍କୁ ଜରୁରୀକାଳୀନ ଅଧିଗ୍ରହଣ କ୍ଷମତା ପ୍ରଦାନ, ଆସନ୍ତା ସପ୍ତାହରେ ହୋଇପାରେ ବୈଠକ…

ନୂଆଦିଲ୍ଲୀ, ୨୦।୮ : ଭାରତୀୟ ପ୍ରତିରକ୍ଷା ବାହିନୀ ଫାଷ୍ଟ-ଟ୍ରାକ ମାର୍ଗ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ଅସ୍ତ୍ରଶସ୍ତ୍ର ପ୍ରଣାଳୀ କ୍ରୟ କରିବା ପାଇଁ ଜରୁରୀକାଳୀନ କ୍ଷମତା ପାଇବେ। ସୂଚନାନୁସାରେ,...

ରାଜନୀତିକୁ ଆସନ୍ତୁ ଧୋନୀ: ଭାଜପା ନେତା

ନୂଆଦିଲ୍ଲୀ,୧୬।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ କ୍ୟାପଟେନ ମହେନ୍ଦ୍ର ସିଂ ଧୋନୀ ଶନିବାର ଅନ୍ତରାଷ୍ଟ୍ରୀୟ କ୍ରିକେଟରୁ ସନ୍ୟାସ ଘୋଷଣା କରିଛନ୍ତି। ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟ ମାଧ୍ୟମରେ...

ଦିଲ୍ଲୀ ସ୍ଥିତି ଅଣାୟତ: ୩୦୦ରୁ ଅଧିକ ପୋଲିସ ଆହତ, ୨୨ ମାମଲା ରୁଜୁ

ନୂଆଦିଲ୍ଲୀ,୨୭।୧: ରାଜଧାନୀ ଦିଲ୍ଲୀରେ ପୋଲିସ ଏବଂ ଅନ୍ନଦାତା ମୁହାଁମୁହିଁ ହୋଇଛନ୍ତି। ଫଳରେ ସ୍ଥିତି ଅଣାୟତ ହେବାରେ ଲାଗିଛି। ଅନ୍ନଦାତାଙ୍କ ସହିତ ଧସ୍ତାଧସ୍ତିରେ ୩୦୦ରୁ ଅଧିକ ପୋଲିସ...

ଏସ୍‌ବିଆଇର ମୁଖ୍ୟାଳୟକୁ ଦୁଇ ଦିନରେ ଦୁଇ ଧମକପୂର୍ଣ୍ଣ ଫୋନ୍‌ କଲ୍‌

ମୁମ୍ବାଇ,୧୫।୧୦: ଭାରତର ସବୁଠୁ ଲୋକପ୍ରିୟ ବ୍ୟାଙ୍କ ଭାବେ ପରିଚିତ ମୁମ୍ବାଇସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ)ର ମୁଖ୍ୟାଳୟକୁ ଦୁଇ ଦିନରେ ଦୁଇଟି ଧମକପୂର୍ଣ୍ଣ ଫୋନ୍‌...

ଯୋଗୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ୨୦୦ ଭିଭିଆଇପି

ଲକ୍ଷ୍ନୌ,୧୮।୩: ଉତ୍ତରପ୍ରଦେଶ ବିଧାନସଭାରେ ଭାଜପାର ବିପୁଳ ବିଜୟ ପରେ ଯୋଗୀ ଆଦିତ୍ୟ ନାଥଙ୍କ ଶପଥ ଗ୍ରହଣ ଉତ୍ସବ ପ୍ରସ୍ତୁତି ଜୋରଦାର ଚାଲିଛି। ଲକ୍ଷ୍ନୌ ସ୍ଥିତ ଏକନା...

ଲାଲୁ ଯାଦବଙ୍କ ସମେତ କିଛି ନେତାଙ୍କର କମିଲା ସୁରକ୍ଷା

ପାଟନା,୨୩।୭: ଗୃହ ମନ୍ତ୍ରଣାଳୟ ପକ୍ଷରୁ ବଡ଼ ବଡ଼ ନେତାଙ୍କୁ ଦିଆଯାଉଥିବା ସୁରକ୍ଷା ବ୍ୟବସ୍ଥା ଉପରେ ସଂଶୋଧନ କରାଯାଇଛି। ଏନେଇ ଏକ ନୋଟିସ ଜାରି କରାଯାଇଛି। ଏଥିରେ...

ସାନିଟାଇଜର ଫାର୍ମରେ ନିଅଁ।: ୧୮ ମୃତ

ପୁଣେ,୮ା୬: ମହାରାଷ୍ଟ୍ରର ପୁଣେସ୍ଥିତ ଏକ ରାସାୟନିକ କାରଖାନାରେ ସୋମବାର ଅଗ୍ନିକାଣ୍ଡ ଘଟି ୧୮ କର୍ମଚାରୀଙ୍କ ମୃତ୍ୟୁ ହେବା ସହ ଅନ୍ୟ କେତେଜଣ ନିଖୋଜ ଅଛନ୍ତି। ମୃତକଙ୍କ...

Advertisement
Archives

Model This Week