Posted inଜାତୀୟ

ରେଳଯାତ୍ରୀଙ୍କ ସୁରକ୍ଷା: ଷ୍ଟେଶନରେ ଲାଗିବ ଲକ୍ଷେ ସିସିଟିଭି କ୍ୟାମେରା

ନୂଆଦିଲ୍ଲୀ,୨୬।୧୧: ରେଳଯାତ୍ରୀଙ୍କ ସୁରକ୍ଷା ପାଇଁ ଦେଶର ବିଭିନ୍ନ ଷ୍ଟେଶନରେ ଲକ୍ଷେ ସିସିଟିଭି କ୍ୟାମେରା ଲଗାଯିବା। ଏନେଇ ରେଳ ବିଭାଗ ପକ୍ଷରୁ ଟେଣ୍ଡର ଜାରି କରାଯାଇଛି। ଟେଣ୍ଡର ଦୌଡ଼ରେ ୯ଟି କମ୍ପାନୀ ସାମିଲ୍‌ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଭାରତ ଇଲୋକ୍ଟ୍ରନିକ୍ସ୍‌ ଲିମିଟେଡ୍‌(ବିଇଏଲ୍‌), ଟିସିଆଏଲ୍‌, ଆଟିଆଇ ଏବଂ ଏଚଏଫ୍‌ସିଏଲ୍‌ ଆଦି କମ୍ପାନୀଙ୍କ ନାମ ନେଇ ଚର୍ଚ୍ଚା ହେଉଛି। ଏଥିରେ ୧୪ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ୨ ପାଇଲଟ ମୃତ

ବାନ୍ଦିପୋରା,୧୧।୩: ଉତ୍ତର କାଶ୍ମୀର ବାନ୍ଦିପୋରା ଜିଲାର ଗୁରେଜ ସେକ୍ଟରରେ ଶୁକ୍ରବାର ଭାରତୀୟ ସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୨ ଜଣ ପାଇଲଟଙ୍କ...

‘ସ୍ପୁଟନିକ-ଭି ’ନେଇଥିବା ଲୋକଙ୍କୁ ଦିଆଯିବ ବୁଷ୍ଟର ଡୋଜ୍‌

ନୂଆଦିଲ୍ଲୀ,୧।୫: ଋଷ ନିର୍ମିତ ସ୍ପୁଟନିକ-ଭି ଟିକା ଯେଉଁମାନେ ନେଇଛନ୍ତି ସେମାନେ ବୁଷ୍ଟର ଡୋଜ୍‌ ରୂପେ ମଧ୍ୟ ଏହି ଟିକାର ପ୍ରଥମ ଡୋଜ ନେଇପାରିବେ । ଏ...

ବିସ୍ତାରବାଦୀ ଉଦ୍ୟମକୁ ପଣ୍ଡ କରିଛନ୍ତି ଆମ ବୀର ଯବାନ- ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୧: ଭାରତ ସବୁବେଳେ ଶାନ୍ତି ପାଇଁ ପ୍ରତିଶ୍ରୁତିବଦ୍ଧ ରହିଆସିଛି। ଏହା ସତ୍ତ୍ୱେ ବିସ୍ତାରବାଦୀ ଶକ୍ତି ସୀମାନ୍ତ ଅଞ୍ଚଳ କବ୍‌ଜା କରିବା ଲାଗି ଉଦ୍ୟମ ଚଳାଇଛନ୍ତି। ସେମାନଙ୍କର...

ପୁଣି ବଢୁଛି କରୋନା ଗ୍ରାଫ୍‌: ଦିନକରେ ୪୫ ହଜାରରୁ ଅଧିକ ଚିହ୍ନଟ, ୫୮୪ ମୃତ୍ୟୁ

ନୂଆଦିଲ୍ଲୀ,୨୦।୧୧: ଦେଶରେ କରୋନା ସଂକ୍ରମଣ ପୁଣି ବଢିଚାଲିଛି। ଶୁକ୍ରବାର ପୁଣିଥରେ ଦେଶରେ ସଂକ୍ରମଣ ମାମଲା ପ୍ରାୟ ୪୫ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା...

ପଶ୍ଚିମବଙ୍ଗରେ ଆଂଶିକ ଲକଡାଉନ ଘୋଷଣା

କୋଲକତା,୨।୧:ପଶ୍ଚିମବଙ୍ଗରେ କରୋନା ବୃଦ୍ଧି ପାଉଥିବା ମାମଲାକୁ ଦୃଷ୍ଟିରେ ରଖି ମମତା ସରକାର ରବିବାର ନୂଆ ପ୍ରତିବନ୍ଧକ ଘୋଷଣା କରିଛନ୍ତି। ଏହି ପ୍ରତିବନ୍ଧକଗୁଡିକ ଆଂଶିକ ଲକଡାଉନ ରୂପରେ...

୨ ସନ୍ତାନ ଥିବା ବିବାହିତା ମହିଳାଙ୍କୁ ବିବାହ କରିବା ପ୍ରତିଶ୍ରୁତି ଦେଇ ୧୯ ବର୍ଷ ବୟସ୍କ ଯୁବକ କଲେ ଏପରି…

ଲକ୍ଷ୍ନୌ, ୨୨।୮: ଜଣେ ବିବାହିତା ମହିଳାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶେଷରେ ହତ୍ୟା କରାଯାଇଛି। ଉତ୍ତରପ୍ରଦେଶ ଅଲୀଗଡ଼ରେ ଏଭଳି ଅଭାବନୀୟ ଘଟଣା ଘଟିଛି। ବଦାୟୁଁରେ ବାସ...

୩୨ ସେକେଣ୍ଡର ଭୂମି ପୂଜନ: ୪୯୨ ବର୍ଷର ପ୍ରତୀକ୍ଷା ଶେଷ

ଅଯୋଧ୍ୟା, ୫।୮: ରାମଲଲାଙ୍କ ମନ୍ଦିରର ଭୂମି ପୂଜନ ମାତ୍ର ୩୨ ସେକେଣ୍ଡର ଶୁଭ ମୂହୁର୍ତ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ବୁଧବାର ସମ୍ପନ୍ନ ହୋଇଛି। ୧୨ଟା...

ଭୋଟ ଦେବାରେ ଟିଏମ୍‌ସି କର୍ମୀ ବାଧା ସୃଷ୍ଟି କରୁଥିବା ଅଭିଯୋଗ

କୋଲକାତା,୧୯।୫: ଲୋକ ସଭା ଆସନ ଲାଗି ଦେଶର ବିଭିନ୍ନ ସ୍ଥାନରେ ରବିବାର ସକାଳୁ ଆରମ୍ଭ ହୋଇଛି ଶେଷ ତଥା ସପ୍ତମ ପର୍ଯ୍ୟାୟ ଭୋଟ ଗ୍ରହଣ କାର୍ଯ୍ୟକ୍ରମ।...

Advertisement
Archives

Model This Week