ରେଳଲାଇନରେ ଯୁବତୀଙ୍କ ଆତ୍ମହତ୍ୟା

ଢେଙ୍କାନାଳ ଅଫିସ୍‌/ ଓଡ଼ାପଡ଼ା, ୯ା୩(ଡି.ଏନ.ଏ.)- ଢେଙ୍କାନାଳ ଜିଲା ଓଡ଼ାପଡା ବ୍ଲକ ଝାରଗାଡିଆ ଫାଣ୍ଡି ଦାଣ୍ଡିମାଳ ପାସେଞ୍ଜର ହଲ୍ଟ ରେଲଓ୍ବେ ଷ୍ଟେଶନଠାରେ ଜଣେ ଯୁବତୀଙ୍କ ମୃତଦେହ ସୋମବାର ରେଲଓ୍ବେ ପୋଲିସ ଉଦ୍ଧାର କରିଛି। ମୃତାଙ୍କ ନାମ ସୁନିତା ପରିଡା ଓ ଘର ବଳରାମପୁର ଗ୍ରାମରେ ବୋଲି ଜଣାପଡିଛି। ରବିବାର ସୁନିତାଙ୍କ ବାହାଘର ପାଇଁ ପ୍ରସ୍ତାବ ଆସିଥିବା ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି। କୌଣସି କାରଣରୁ ସେ ଆତ୍ମହତ୍ୟା କରିଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡିଥିବା ପୋଲିସ କହିଛି। ଉଭୟ ରେଳ ଓ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କୃତ୍ରିମ ବୁଦ୍ଧିମତ୍ତା: ପରିବର୍ତ୍ତନ ଧାରାରେ ଭାରତ ଅଗ୍ରଣୀ’

ନୂଆଦିଲ୍ଲୀ,୧୭ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଷ୍ଟଲ୍‌ ବୁଲିବା…

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଆଜି ଶପଥ ନେବେ ରହମାନ

ଢାକା,୧୭ା୨: ବାଂଲାଦେଶରେ ମଙ୍ଗଳବାର ବିଏନ୍‌ପି (ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି) ସରକାର ଶପଥ ନେବ। ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ସହିତ…

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri