ରେଳ ଧାରଣାରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର

ବ୍ରହ୍ମପୁର ଅଫିସ,୨୨।୧୧: ଗଞ୍ଜାମ ଜିଲା ଆଙ୍କୁଲି ରେଳ ଫାଟକ ନିକଟ ରେଳଧାରଣା ପାର୍ଶ୍ୱରୁ ଜିଆର୍‌ପି ଶୁକ୍ରବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରାଜପୁର ଗ୍ରାମର ସିଦ୍ଧାନ୍ତ କୁମାର କୋଠିଆ (୧୮)। ସେ ଜଣେ ଆଇଆଇଟି ଛାତ୍ର ବୋଲି ପୋଲିସ କହିଥିବାବେଳେ ମୃତଦେହ ଉଦ୍ଧାର କରି କେସ୍‌ ନଂ. ୫୯/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ଟ୍ରେନ୍‌ରୁ ଖସିପଡ଼ି ତାଙ୍କର ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଥିବା ବେଳେ ବ୍ୟବଚ୍ଛେଦ ପରେ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳିମେଘାରୁ ନାଗ ସହ ୧୩ ଛୁଆ ଉଦ୍ଧାର

ତିହିଡ଼ି, ୨୦।୬ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ କାଳିମେଘା ଗ୍ରାମର ଭାଗବତ ବାରିକଙ୍କ ଘରୁ ଗୁରୁବାର ଗୋଟିଏ ନାଗ...

ଚାହିଁ ବସିଥିଲା ମୃତ୍ୟୁ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଚାଷୀ ଦମ୍ପତିଙ୍କ ଜୀବନ

ହିଞ୍ଜିଳିକାଟୁ,୧୨ା୧୨(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଶେରଗଡ଼ ଥାନା ଅନ୍ତର୍ଗତ ବୁରୁପୋଡ଼ା ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। କୋବି କିଆରିରେ ଛିଣ୍ଡି ପଡ଼ିଥିବା ବିଦ୍ୟୁତ୍‌...

ଦନ୍ତା ଆକ୍ରମଣରେ ବୃଦ୍ଧାଙ୍କ ଜୀବନଗଲା

ବାରିପଦା ଅଫିସ,୨୫।୧୨: ମୟୂରଭଞ୍ଜ ଜିଲ୍ଲା ବାଙ୍ଗରିପୋଷି ବନାଞ୍ଚଳ ଅଧୀନ ଗୋଶାଣିପାଳ ଗାଁରେ ଦନ୍ତା ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ...

ବିକାଶ ପ୍ରକଳ୍ପରେ ଦୁର୍ନୀତିକୁ ବରଦାସ୍ତ କରାଯିବ ନାହିଁ

ବଲାଙ୍ଗୀର ଅଫିସ, ୨୦।୪ – କରୋନା ମହାମାରୀ ସଂକ୍ରମଣ ଯୋଗୁଁ ଦୀର୍ଘ ଦେଢବର୍ଷ ପରେ ବିଧାନସଭା ନିର୍ବାଚନ ମଣ୍ଡଳୀସ୍ତରୀୟ ଉନ୍ନୟନ କମିଟି ବୈଠକ ବସିଛି। ଦୁଃଖର...

ଶିକ୍ଷକଙ୍କୁ ପିଟିଲେ ଶିକ୍ଷୟିତ୍ରୀ

କାଲିମେଳା,୩୧ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅଧୀନ ଟିଗଲ ପଞ୍ଚାୟତର ଏମ୍‌ପିଭି-୬୫ ଅପଗ୍ରେଡ ଉଚ୍ଚ ବିଦ୍ୟାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟାଳୟର ଦୁଇ...

ଅଜଣା ଗାଡ଼ି ଧକ୍କାରେ ଯୁବକ ମୃତ, ପରିଚୟ ଅସ୍ପଷ୍ଟ

କେନ୍ଦୁଝର, ୧୦।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଆଳୁଘାଟି ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଜନୈକ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ପରିଚୟ...

କେନ୍ଦ୍ରାପଡ଼ା: ୩୬୯୮ରୁ ୧୫୭୫ ବୁଥ୍‌ ଉତ୍ତେଜନାପ୍ରବଣ

କେନ୍ଦ୍ରାପଡ଼ା ଅଫିସ, ୩ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲାର ରାକକନିକା ବ୍ଲକ ଅଞ୍ଚଳରେ ସର୍ବାଧିକ ୪୮୪ ବୁଥ୍‌ ରହିଛି। ଏଠାରେ ମାତ୍ର ୯୬ଟି...

ମହାପ୍ରଭୁଙ୍କୁ ଦର୍ଶନ କଲେ ଲାବଣ୍ୟା

ପୁରୀ ଅଫିସ, ୪ା୮: ସର୍ବାଭାରତୀୟ ସ୍ତରରେ ଅନୁଷ୍ଠିତ ଟିନ୍‌ ଡିଭା ଇଣ୍ଡିଆ ଇଣ୍ଟରନ୍ୟାଶନାଲ ୨୦୧୯ ମୁକୁଟ ବିଜୟିନୀ ଲାବଣ୍ୟା ଦାସ ଶନିବାର ଶ୍ରୀକ୍ଷେତ୍ରକୁ ଆସି ମହାପ୍ରଭୁଙ୍କ...

Advertisement
Archives

Model This Week