ରେଳ ଧାରଣାରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର

ବ୍ରହ୍ମପୁର ଅଫିସ,୨୨।୧୧: ଗଞ୍ଜାମ ଜିଲା ଆଙ୍କୁଲି ରେଳ ଫାଟକ ନିକଟ ରେଳଧାରଣା ପାର୍ଶ୍ୱରୁ ଜିଆର୍‌ପି ଶୁକ୍ରବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରାଜପୁର ଗ୍ରାମର ସିଦ୍ଧାନ୍ତ କୁମାର କୋଠିଆ (୧୮)। ସେ ଜଣେ ଆଇଆଇଟି ଛାତ୍ର ବୋଲି ପୋଲିସ କହିଥିବାବେଳେ ମୃତଦେହ ଉଦ୍ଧାର କରି କେସ୍‌ ନଂ. ୫୯/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ଟ୍ରେନ୍‌ରୁ ଖସିପଡ଼ି ତାଙ୍କର ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଥିବା ବେଳେ ବ୍ୟବଚ୍ଛେଦ ପରେ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଗଣବଳାତ୍କାର ଘଟଣା: ୪ ଅଭିଯୁକ୍ତ ଗିରଫ

ସମ୍ବଲପୁର,୯।୧୨(ବ୍ୟୁରୋ) : ସମ୍ବଲପୁର ଜିଲା ଅଇଁଠାପାଲି ଥାନା ଅଧୀନରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ହୋଇଥିବା ଗଣବଳାତ୍କାର ମାମଲାରେ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।...

କାର୍‌ ଭର୍ତ୍ତି ଗଞ୍ଜେଇ ଜବତ, ଜଣେ ଗିରଫ

ବ୍ରହ୍ମପୁର ଅଫିସ,୧୩।୩: ଅବକାରୀ ଗୁଇନ୍ଦା ବିଭାଗ ସୋମବାର ଏକ ଗଞ୍ଜେଇ ଭର୍ତ୍ତି କାର୍‌ ଜବତ କରିଛି। ଯାଞ୍ଚ ବେଳେ କାରରେ ୭୦ କେଜି ଗଞ୍ଜେଇ ରହିଥିବା...

ଭାଜପାରୁ ପିଙ୍କି ଓ ହରି, ବିଜେଡିରୁ କୁନା

କଟକ ଅଫିସ, ୧୭ା୩: କଟକ ମହାନଗର ନିଗମ(ସିଏମ୍‌ସି) ନିର୍ବାଚନ ପାଇଁ ବିଭିନ୍ନ ଓ୍ବାର୍ଡରେ ପ୍ରାର୍ଥୀମାନେ ଜୋର୍‌ଦାର୍‌ ପ୍ରଚାର ଚଳାଇଛନ୍ତି। ଏବେ ପ୍ରାର୍ଥୀଙ୍କ ସହିତ ଷ୍ଟାର ପ୍ରଚାରକମାନେ...

ଏମାର ମଠରେ ପୁଣି ଗୁପ୍ତଧନ ସନ୍ଧାନ

ପୁରୀ ଅଫିସ,୧୭।୯: ବହୁଚର୍ଚ୍ଚିତ ଏମାର ମଠରେ ଗୁପ୍ତଧନ (ବିଭିନ୍ନ ମୂଲ୍ୟବାନ ସମ୍ପତ୍ତି) ଓ ରୁପାଇଟା ଥିବା ସନ୍ଧାନରେ ପୁଣି ଯାଞ୍ଚ ଆରମ୍ଭ ହୋଇଛି। ଗୁରୁବାର ଏମାର...

ମେଶିନ ଲଗାଇ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମ

ବୁଗୁଡ଼ା,୧୮।୧(ଡି.ଏନ.ଏ.): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ କାମ ଯୋଗାଇ ଦେବା ପାଇଁ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ଯୋଗାଣ ଯୋଜନା (ଏମଜିଏନଆରଇଜିଏସ)ରେ ପ୍ରକଳ୍ପ ଚୟନ କରାଯାଇ ମଞ୍ଜୁର ହେବା...

ମେଡିକାଲର ୩ଶହ କର୍ମଚାରୀ ନେଲେ ତାଲିମ: ପଢ଼ିଲେ ଅଗ୍ନି ନିରାପତ୍ତା ପାଠ

ଅନୁଗୋଳ ଅଫିସ, ୧୫।୯ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ କର୍ମଚାରୀଙ୍କୁ ଶନିବାର ଅଗ୍ନି ନିରାପତ୍ତା ପାଠ ପଢ଼ାଯାଇଛି। କୌଣସି ସ୍ଥାନରେ ଅଗ୍ନି ସଂଯୋଗ ହେଲେ...

ଋଷିକୁଲ୍ୟା ବେଳାଭୂମିରେ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଗଣଅଣ୍ଡାଦାନ

ଗଞ୍ଜାମ,୨୧ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ନିକଟ ଋଷିକୁଲ୍ୟା ବେଳାଭୂମିଠାରେ ଚଳିତବର୍ଷ ବିଳମ୍ବରେ ହେଲେ ମଧ୍ୟ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି...

ଗାଁ ମୁଣ୍ଡରେ ନରହନ୍ତା ଦନ୍ତା

ଛେଣ୍ଡିପଦା,୮।୫(ସ୍ବ.ପ୍ର.) – ଅନୁଗୋଳ ଜିଲା ଛେଣ୍ଡିପଦା ଓ ଜରପଡା ବନାଞ୍ଚଳ ସୀମାନ୍ତରେ ଥିବା କୋରଡା, ପୁଟଗାଡିଆ ଗ୍ରାମ ମଧ୍ୟରେ ଗୁରୁବାର ଏକ ନରହନ୍ତା ଦନ୍ତା ବୁଲୁଥିବା...

Advertisement
Archives

Model This Week