ରେଳ ଧାରଣାରୁ ମହିଳାଙ୍କ ମୃତଦେହ ଉଦ୍ଧାର

ବାଲେଶ୍ୱର ଅଫିସ,୧୯।୧: ବାଲେଶ୍ୱର ଷ୍ଟେଶନ ପାଖ ଅଡ଼ର ବଜାର ନିକଟ ରେଳ ଧାରଣାରୁ ରବିବାର ସକାଳେ ପୋଲିସ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ସିଙ୍ଗଳା ଥାନା ଅଞ୍ଚଳର ସୁରୂପା ମହାନ୍ତି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ସକାଳେ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ରେଲ୍‌ଓ୍ବେ ପୋଲିସକୁ ଜଣାଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଚିତାରେ ସତୀ

ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍‌ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri