ବ୍ରହ୍ମପୁର ଅଫିସ,୧୭ା୪-ରେଳବାଇ ପୋଲିସ ସ୍ଥାନୀୟ ନାରୀ ସେବା ସଦନ ନିକଟ ରେଳ ଧାରଣାରୁ ମଙ୍ଗଳବାର ସକାଳେ ଜଣେ ଯୁବକ ଓ ଜଣେ ମହିଳାଙ୍କ ମୃତଦେହ ଜବତ କରିଥିଲା। ସେଠାରୁ ମିଳିଥିବା ମୋବାଇଲ ଫୋନରୁ ଯୁବକଙ୍କ ପରିବାର ସହ ପୋଲିସ ଯୋଗାଯୋଗ କରିଥିଲା। ପୋଲିସଠାରୁ ସୂଚନା ପାଇ ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ଖରିଡା ଗ୍ରାମର ଲକ୍ଷ୍ମୀ ନାହାକ ଓ ତାଙ୍କ ସାନ ପୁଅ ବିକ୍ରମ ଘଟଣାସ୍ଥଳରେ ପହଞ୍ଚିଥିଲେ। ମୃତ ଯୁବକ ଜଣକ ନିଜ ପୁଅ ଗୋପାଳ ବୋଲି ଲକ୍ଷ୍ମୀ ଚିହ୍ନଟ କରିଥିବା ପୋଲିସ ସ୍ପଷ୍ଟ କରିଛି। ସେହିପରି ମୃତ ମହିଳା ଜଣକ କୁକୁଡ଼ଖଣ୍ଡିର ଦେବକୀ ଦାସ ବୋଲି ତାଙ୍କ ଶ୍ୱଶୁର ମେଡିକାଲରେ ଚିହ୍ନଟ କରିଛନ୍ତି। ମାଜିଷ୍ଟ୍ରେଟଙ୍କ ଉପସ୍ଥିତରେ ମୃତଦେହ ୨ଟି ପଞ୍ଚନାମା କରାଯାଇଛି। ୧୧/୧୯ରେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ କରାଇଛି। ଅନୈତିକ ପ୍ରେମ ସମ୍ପର୍କକୁ କେନ୍ଦ୍ରକରି ଉଭୟେ ଆତ୍ମହତ୍ୟା କରିଥିବା ପୋଲିସ ସନ୍ଦେହ କରୁଛି। ଗୋପାଳ ଇଚ୍ଛାପୁର ଅଞ୍ଚଳରେ ଏକ ଇଟାଭାଟିରେ ଶ୍ରମିକ କାମ କରୁଥିଲେ। କିଛିଦିନ ତଳେ ସେ ଗ୍ରାମକୁ ଆସିଥିଲେ। ସୋମବାର ଅପରାହ୍ନରେ ଇଚ୍ଛାପୁର ଯାଉଛି କହି ଘରୁ ବାହାରିଥିଲେ ବୋଲି ତାଙ୍କ ମା’ ଗଣମାଧ୍ୟମକୁ କହିଛନ୍ତି।
Posted inଆଞ୍ଚଳିକ ଖବର, ବାଲେଶ୍ୱର View All

ଟ୍ରକ୍ ପଛରେ ପିଟିହେଲା ବସ୍, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ
ବାଲେଶ୍ୱର,୧୯ା୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଜୁଣବଳଦା ଛକ ନିକଟରେ ଏକ ଟ୍ରକ୍ ପଛପଟରେ ଯାତ୍ରୀବାହୀ ବସ୍...

କ୍ରାଇମବ୍ରାଞ୍ଚ ଟିମ୍କୁ ବଡ଼ ସୁରାକ୍, ଜଣାପଡ଼ିଲା FM ଛାତ୍ରୀଙ୍କୁ କିଏ ଆଣି ଦେଇଥିଲା ପେଟ୍ରୋଲ
ବାଲେଶ୍ୱର,୧୯ା୭: ଫକୀର ମୋହନ କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଶୁକ୍ରବାର ଏଫ୍ଏମ୍ ଛାତ୍ରୀ ମୃତ୍ୟୁର ତନାଘନା...

୩୩ ବର୍ଷ ପରେ ରାୟ ପ୍ରକାଶ: ଦୋଷୀଙ୍କ ଦଣ୍ଡବିଧାନକୁ ଦେଖିପାରିଲେନି ପୀଡ଼ିତ
ନୀଳଗିରି,୧୯ା୭(ପ୍ରଶାନ୍ତ ବିଶ୍ୱାଳ):ରାଜନୈତିକ ଆକ୍ରୋଶର ଶିକାର ହୋଇ ମରଣସହ ସଂଗ୍ରାମ କରୁଥିବା ଜଣେ ବ୍ୟକ୍ତିଙ୍କୁ ଶେଷରେ ୩୩ବର୍ଷ ପରେ ନ୍ୟାୟ ମିଳିଥିବା ବେଳେ ଦୋଷୀଙ୍କୁ ଦଣ୍ଡ ମିଳିଛି।...

FM କଲେଜ ଛାତ୍ରୀ ମୃତ୍ୟୁ ଘଟଣା: ବାଲେଶ୍ୱରରେ ପହଞ୍ଚିଲା UGC ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍
ବାଲେଶ୍ୱର,୧୮ା୭(ବାଞ୍ଛାନିଧି ଦେ): ଫକୀର ମୋହନ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍ ବିଏଡ୍ର ଦ୍ୱିତୀୟ ବର୍ଷ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ମାମଲାରେ ବାଲେଶ୍ୱରେ ଶୁକ୍ରବାର ଆସି ପହଞ୍ଚିଛି UGC...

ସେଦିନ ସୌମ୍ୟାଶ୍ରୀଙ୍କ ସହ କ’ଣ ହୋଇଥିଲା: ସବୁ ସତ ଓଗାଳିବେ ICC ସଦସ୍ୟ
ବାଲେଶ୍ୱର,୧୮।୭ (ବାଞ୍ଛାନିଧି ଦେ):ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍ ବିଏଡ୍ର ଦ୍ୱିତୀୟ ବର୍ଷ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ମାମଲାରେ ଆଭ୍ୟନ୍ତରୀଣ କମିଟି (ICC)...

ପୃଥ୍ବୀ-୨, ଅଗ୍ନି-୧ ପ୍ରାଇମ ମିଜାଇଲ୍ର ସଫଳ ପରୀକ୍ଷଣ
ବାଲେଶ୍ବର,୧୭।୭: ଭାରତକୁ ମିଳିଛି ଦୁଇ ଦୁଇଟି ବଡ଼ ସଫଳତା। ପୃଥ୍ବୀ-୨ ଏବଂ ଅଗ୍ନି-୧ ପ୍ରାଇମ ମିଜାଇଲ୍ର ଗୁରୁବାର ସଫଳ ପରୀକ୍ଷଣ କରି ଭାରତ ଆଉ ଏକ...

ପାଟଣାଗଡ଼ରେ ଓଡ଼ିଶା ବନ୍ଦର ପ୍ରଭାବ
ପାଟଣାଗଡ଼,୧୭ା୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ଗୁରୁବାର ଓଡିଶା ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ପାଟଣାଗଡ଼ କଂଗ୍ରେସ ପକ୍ଷରୁ ବ୍ଲକ ସଭାପତି ପତିତପାବନ ପ୍ରଧାନଙ୍କ ନେତୃତ୍ୱରେ...

୫ ଯୁବକ ଆମ ପରିବାରକୁ ବଦନାମ କରୁଛନ୍ତି, ସୁରକ୍ଷା ନ ଦେଲେ ସପରିବାର ଆତ୍ମହତ୍ୟା କରିବୁ କହିଲେ ସୌମ୍ୟାଶ୍ରୀଙ୍କ ଭାଇ
ଭୋଗରାଇ,୧୭ା୭(ପ୍ରଦୀପ ଦାସ): ଆମକୁ ସୁରକ୍ଷା ଦିଅ, ନଚେତ୍ ସପରିବାର ଆତ୍ମହତ୍ୟା କରିବୁ ବୋଲି ଭୋଗରାଇ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ମୃତା ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ...
Archives
