ରେଳ ଧାରଣାରୁ ଯୁବତୀଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର

ବଲାଙ୍ଗୀର ଅଫିସ, ୨।୧- ବଲାଙ୍ଗୀର ନିକଟ ମାଧିଆପାଲି-ରିନବଚନ ରେଳ ଧାରଣାରେ ଗୁରୁବାର ସକାଳେ ଦୁଇଜଣ ଯୁବତୀ ଓ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା। ଖବରପାଇ ରେଳବାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି। ମୃତ ଯୁବତୀଯୁବକଙ୍କ ପରିଚୟ ମିଳିନାହିଁ। ମୃତକଦ୍ବୟ ପ୍ରେମୀ ଯୁଗଳ ହୋଇଥିବା ନେଇ ଚର୍ଚ୍ଚା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ ଚଳଚଞ୍ଚଳ: ସଭାପତି ପଦ ପାଇଁ ୪ ପ୍ରାର୍ଥୀ, ଏବିଭିପିର ପ୍ରଚାର ଜୋରଦାର

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ପ୍ରଚାର ଜୋରଦାର ହୋଇଛି। ଆସନ୍ତା ୧୫ ତାରିଖରେ…

ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌, ଜଣେ ଗିରଫ

ହାଟଡିହୀ/ଛେନାପଦୀ, ୧୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ-ଜଳକଳଙ୍ଗ ବଜାରରେ ବ୍ୟାଙ୍କ ନିକଟରେ ଥିବା ଏକ ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ପରେ ପ୍ରତାରଣା ଦେଲେ କହ୍ନେଇ: ବିଧବାଙ୍କୁ ବଳାତ୍କାର ପରେ…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ମାମଲାରେ ଗିରଫ କରି…

ଅସନ୍ତୋଷ ଘେରରେ ଜିଲାପାଳଙ୍କ ଜନଶୁଣାଣି:ଘଣ୍ଟା ଘଣ୍ଟା ଅପେକ୍ଷା ପରେ ବି ସମସ୍ୟା ସମାଧାନ ନେଇ…

କୁନ୍ଦୁରା,୧୨।୧୦ ସନ୍ତୋଷ ପ୍ରହରାଜ: କୋରାପୁଟ ଜିଲାର କୁନ୍ଦୁରା ବ୍ଲକରେ ଅନୁଷ୍ଠିତ ଜିଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରକୁ ନେଇ ଅସନ୍ତୋଷ ଦେଖାଦେଇଛି। ନିର୍ଦ୍ଧାରିତ ସମୟରେ ଶିବିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?