ରେଳ ଯାତ୍ରୀ ବୀମା: ୨ ବର୍ଷରେ ୪୬ କୋଟି ପ୍ରିମିୟମ ସଂଗ୍ରହ

ନୂଆଦିଲ୍ଲୀ,୨୨ା୭: ରେଲଓ୍ବେ ଯାତ୍ରୀ ବୀମା ଯୋଜନା ଅଧୀନରେ ଗତ ଦୁଇବର୍ଷରେ ଘରୋଇ ବୀମା କମ୍ପାନୀ ପ୍ରାୟ ୪୬ କୋଟି ଟଙ୍କାର ପ୍ରିମିୟମ ଅର୍ଜନ କରିଛନ୍ତି। ଏହି ଅବଧିରେ ସେମାନେ ୭ କୋଟି ବୀମା ଦାବି ସମାଧାନ କରିଛନ୍ତି ବୋଲି ଆର୍‌ଟିଆଇ ସୂଚନାରୁ ଜଣାପଡିଛି। ରେଲଓ୍ବେ ମନ୍ତ୍ରଣାଳୟ ଅଧୀନରେ ଥିବା ଆଇଆର୍‌ସିଟିସି ବିକଳ୍ପ ଯାତ୍ରୀ ବୀମା ଯୋଜନା ଲାଗି ଶ୍ରୀରାମ୍‌ ଜେନେରାଲ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ, ଆଇସିଆଇସିଆଇ ଲୋମ୍ବାର୍ଡ ଜେନେରାଲ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ୍‌ ଏବଂ ରୟାଲ ସୁନ୍ଦରମ୍‌ ଜେନେରାଲ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ ସହ ଚୁକ୍ତି ସ୍ବାକ୍ଷର କରିଛି। ୨୦୧୬ ସେପ୍ଟେମ୍ବରରେ ଏହି ଯୋଜନାକୁ ଆରମ୍ଭ କରାଯାଇଥିଲା। ଆରମ୍ଭରେ ଏହାର ପ୍ରିମିୟମ ପ୍ରତି ଯାତ୍ରୀ ୦.୯୨ ଟଙ୍କା ଥିଲା। ରେଲଓ୍ବେ ୨୦୧୮ ଅଗଷ୍ଟ ୩୧ ତାରିଖ ଯାଏ ନିଜେ ବୀମା ପ୍ରିମିୟମ ବହନ କରୁଥିଲା। ଏହାପରେ ଯାତ୍ରୀଙ୍କ ଠାରୁ ପ୍ରିମିୟମ ଅସୁଲ କରାଯାଉଛି। ଏହି ସମୟରେ ପ୍ରିମିୟମକୁ ୦.୪୯ ଟଙ୍କା ପ୍ରତି ଯାତ୍ରୀକୁ ହ୍ରାସ କରାଯାଇଥିଲା। ଆଇଆର୍‌ସିଟିସି ଓ୍ବେବସାଇଟରୁ ଟିକେଟ ବୁକ୍‌ କରିବା ବେଳେ କନ୍‌ଫର୍ମ ଅଥବା ଆର୍‌ଏସି ଟିକେଟ କ୍ଷେତ୍ରରେ ବୀମା ସୁବିଧା ଯୋଗାଇ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଇତହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

ନାନା ସମସ୍ୟା ଦେଇ ଗତି କରୁଛି ବଳରାମପୁର ଗାଁ, ଅଭିଯୋଗ କରି ଗ୍ରାମବାସୀ…

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତ ବଳରାମପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାସ୍ତାଘାଟଠାରୁ ଆରମ୍ଭ କରି ବହୁ କ୍ଷେତ୍ରରେ ଅବହେଳିତ ହୋଇରହିଛି।…

କରଡ଼ା ଘାଟିରେ ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ୫୦ ଫୁଟ ଗାତକୁ ଖସିଲା ଟ୍ରକ

ରାଇକିଆ,୧୯।୨(ପ୍ରଦୀପ ବେହେରା)- କନ୍ଧମାଳ ଜିଲା ରାଇକିଆ ବ୍ଳକର କରଡ଼ା ଘାଟିଠାରେ ନିୟନ୍ତ୍ରଣ ହରାଇ ଏକ ମହୁଲ ବୋଝେଇ ଟ୍ରକ ଘାଟିର ୫୦ ଫୁଟ ଘାଟି ତଳକୁ ଖସିଯାଇଛି।…

୧୫ ବର୍ଷ କ୍ୟାରିଅରର ଅନ୍ତ, 30 ବର୍ଷ ବୟସରେ ଅବସର ଘୋଷଣା କଲେ ଏହି ଖୋଳାଳି

ନୂଆଦିଲ୍ଲୀ,୧୯ା୨: ନ୍ୟୁଜିଲାଣ୍ଡ ମହିଳା କ୍ରିକେଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ଲରେନ୍ ଡାଉନ୍ କ୍ରିକେଟରୁ…

ମାଓବାଦୀଙ୍କୁ ଧରାଇଦେଲେ ୧ କୋଟି ଟଙ୍କା ପର୍ଯ୍ୟନ୍ତ ପୁରସ୍କାର: ମାର୍ଚ୍ଚ ୩୧ ଡେଡ୍‌ଲାଇନ

ନୂଆଦିଲ୍ଲୀ,୧୯ା୨ (ପିଟି/ଏଜେନ୍ସି):୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦମୁକ୍ତ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଥିବାବେଳେ ଉକ୍ତ ଡେଡ୍‌ଲାଇନ୍‌ ପାଖେଇ ଆସିଲାଣି। ଏହି ପରିପ୍ରେକ୍ଷୀରେ ସୁରକ୍ଷା ବଳର…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣଙ୍କ ଜୀବନ ଗଲା: ତଦନ୍ତ ଆରମ୍ଭ

ପଟ୍ଟାଙ୍ଗି,୧୯।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ଅଧିନସ୍ଥ ପାଟଖଣ୍ଡା ଦେବତା ନିକଟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri