ଭଦ୍ରକ ଅଫିସ,୨୨।୧୦: ଭଦ୍ରକ- ଧାମରା ରେଳ ଲାଇନ୍ ତିହିଡ଼ିଠାରେ ମାଲବାହୀ ଟ୍ରେନରେ କଟି ମଙ୍ଗଳବାର ସକାଳେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ତିହିଡ଼ି ଥାନା ଅଧୀନ ଫତେପୁର ପଞ୍ଚାୟତ ବିଭୂତିପୁର ଗାଁର ବିଭୂତି ରାଉତ ବୋଲି ଜଣାପଡିଛି। ବିଭୂତି ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।
ଭଦ୍ରକ ଅଫିସ,୨୨।୧୦: ଭଦ୍ରକ- ଧାମରା ରେଳ ଲାଇନ୍ ତିହିଡ଼ିଠାରେ ମାଲବାହୀ ଟ୍ରେନରେ କଟି ମଙ୍ଗଳବାର ସକାଳେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ତିହିଡ଼ି ଥାନା ଅଧୀନ ଫତେପୁର ପଞ୍ଚାୟତ ବିଭୂତିପୁର ଗାଁର ବିଭୂତି ରାଉତ ବୋଲି ଜଣାପଡିଛି। ବିଭୂତି ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।
ବରଗଡ଼,୬।୭,(ପ୍ରେମାନନ୍ଦ ଖମାରୀ): ବିିକଶିତ ବରଗଡ଼ ଲକ୍ଷ୍ୟ ନେଇ ରାସ୍ତାପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ହୋଇଛି। ସେଠାରେ ଡ୍ରେନ ନିର୍ମାଣ କରାଯାଇଛି। କେଉଁଠି ଡ୍ରେନ ନିର୍ମାଣ ସରିଛି ତ ଆଉ…
ବରଗଡ଼,୬ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବର୍ଷା ଲାଗି ରହିଛି। ଭାରତୀୟ ପାଣିପାଗ ବିଭାଗ ମଧ୍ୟ ବରଗଡ଼ ଜିଲାରେ ସୋମବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ…
ଭୁବନେଶ୍ୱର,୬ା୭: ଚାକିରି ଛାଡ଼ିବା ପରେ ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଓଡ଼ିଶାବାସୀଙ୍କ ପାଇଁ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ଓଡ଼ିଶାର ଲୋକେ ବହୁତ ଭଲ।…
ସମ୍ବଲପୁର,୬ା୭(ପ୍ରମୋଦ ବହିଦାର): ସମ୍ବଲପୁରରେ ଗତ ୪ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଗତ ରାତ୍ରି ତମାମ ଅବିଶ୍ରାନ୍ତ ବର୍ଷା ଫଳରେ…
ନୟାଗଡ଼,୬ା୭(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ଡାଳିଆମଡ଼ା ଗାଁରେ ଏକ ଅଭାବନୀୟ କାଣ୍ଡ ଘଟିଚି। ଅଭି ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରି ରବିବାର ରାତିରେ…
ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ ସୋମବାର ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟକୁ ଛୁଟି ରଖିବା…
ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍ ବାରମ୍ବାର…
ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…