ରେଳ ଲାଇନ୍‌ରେ ଶୌଚ କରି ୪୭ ଗିରଫ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରେଳପଥରେ ସ୍ବଚ୍ଛତାକୁ ଗୁରୁତ୍ୱ ଦେଇ ଟ୍ରାକ୍‌ରେ ଶୌଚ ନ କରିବାକୁ ଭାରତୀୟ ରେଳପଥ ପକ୍ଷରୁ ସଚେତନ କରାଯାଉଛି। ଭୁବନେଶ୍ୱର ଆରପିଏଫ ପୋଷ୍ଟ ଟ୍ରାକ୍‌ରେ ଶୌଚ କରୁଥିବା ୪୭ଜଣଙ୍କୁ ଗିରଫ କରିଛି। ଭୁବନେଶ୍ୱର ମୁଖ୍ୟ ରେଳଷ୍ଟେଶନସ୍ଥିତ ଫାଳିକିଆ ବସ୍ତି, ବଙ୍ଗାଳି ବସ୍ତି, ମାଳି ସାହି ଓ ବାଣୀ ବିହାର ପି.ଏଚ ସୋମବାର ଭୋର ସମୟରେ ଚଢ଼ାଉ କରିଥିଲା। ଏହି ସମୟରେ ଶୌଚ କରୁଥିବା ୪୭ ଜଣଙ୍କୁ ଆରପିଏଫ ଗିରଫ କରିଥିଲା। ରେଲଓ୍ବେ ଆକ୍ଟ ୧୪୭ରେ ମାମଲା ରୁଜୁ କରି ରେଲଓ୍ବେ ମାଜିଷ୍ଟ୍ରେଟଙ୍କ ନିକଟରେ ହାଜର କରିଥିଲା। କାଉନସେଲିଂ ପରେ ଏମାନଙ୍କ ଭିତରୁ ୧୧ଜଣ ଭଲ ଆଚରଣ ପାଇଁ ଏକଜିକ୍ୟୁଟିଭ୍‌ ବଣ୍ଡ୍‌ରେ ଜାମିନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri