ରେଷ୍ଟୁରାଣ୍ଟରେ ଆଫଗାନିସ୍ତାନ ଖେଳାଳିଙ୍କ ସଂଘର୍ଷ

ମାଞ୍ଚେଷ୍ଟର,୧୯।୬(ଏଏଫ୍‌ପି)- ମାଞ୍ଚେଷ୍ଟରର ଏକ ରେଷ୍ଟୁରାଣ୍ଟରେ ଆଫଗାନିସ୍ତାନ ଦଳର ଖେଳାଳି ଓ ସ୍ଥାନୀୟ ବ୍ୟକ୍ତିଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଇଂଲଣ୍ଡ ବିପକ୍ଷ ବିଶ୍ୱକପ୍‌ ମ୍ୟାଚ୍‌ ପୂର୍ବ ରାତିରେ ଏହି ଘଟଣା ଘଟିଥିଲା। ବିବିସି ଅନୁଯାୟୀ ରେଷ୍ଟୁରାଣ୍ଟରେ ସ୍ଥାନୀୟ ଲୋକ ଆଫଗାନିସ୍ତାନ ଖେଳାଳିଙ୍କ ଭିଡିଓ କରୁଥିଲେ। ଏଥିରେ ଖେଳାଳିମାନେ ଆପତ୍ତି ଉଠାଇଥିଲେ। ଏ ସମ୍ପର୍କରେ ଦଳର ଅଧିନାୟକ ଗୁଲବଦିନ ନାଇବଙ୍କ ନିକଟରେ ଅଧିକ ସୂଚନା ନ ଥିବା କହିଛନ୍ତି। ସୁରକ୍ଷା ବ୍ୟବସ୍ଥାରେ ଥିବା କର୍ମକର୍ତ୍ତାଙ୍କୁ ପଚାରି ବୁଝିବେ। ମୋତେ ତାଙ୍କ ବିଷୟରେ କିଛି ଜଣା ନାହିଁ ଓ ଏହା ଦଳ ପାଇଁ ବଡ଼ କଥା ନୁହେଁ ବୋଲି ସେ ମ୍ୟାଚ୍‌ ପରେ କହିଛନ୍ତି। ଗ୍ରେଟର ମାଞ୍ଚେଷ୍ଟର ପୋଲିସ ସ୍ପଷ୍ଟ କରିଛି ଯେ, ରାତି ୧୧ଟା୧୫ରେ ଲିଭରପୁଲ ରୋଡ ପରିସରରେ ସଂଘର୍ଷ ହୋଇଥିଲା। ଖବର ମିଳିବା ପରେ ପୋଲିସ ସେଠାରେ ପହଞ୍ଚତ୍ ବୁଝାଶୁଝା କରିଥିଲା। ଏଥିରେ କୌଣସି ବ୍ୟକ୍ତି ଆହତ ହୋଇନାହାନ୍ତି। ପୋଲିସ କାହାକୁ ଗିରଫ କରିନାହିଁ। ଉଲ୍ଲେଖଥାଉ କି, ଓଲ୍ଡ ଟ୍ରାଫୋର୍ଡଠାରେ ଖେଳାଯାଇଥିବା ମ୍ୟାଚ୍‌ରେ ଆୟୋଜକ ଇଂଲଣ୍ଡ ୧୫୦ ରନ୍‌ରେ ଆଫଗାନିସ୍ତାନକୁ ହରାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ପ୍ୟାକେଟ୍‌ ଖୋଳ ତିଆରି କରୁଛନ୍ତି ବାପା: ଦେଶ ପାଇଁ ସ୍ବର୍ଣ୍ଣ ଆଣିଲେ ଝିଅ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା ରିକର୍ଭ ତୀରନ୍ଦାଜୀ ଦଳ ଇତିହାସ ରଚିଛି। ଅଙ୍କିତା ଭକତ, କୀର୍ତ୍ତି ଓ କୁମକୁମ ମୋହୋଦଙ୍କୁ ନେଇ ଗଠିତ ଭାରତୀୟ…

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

୭୫ ବର୍ଷ ପରେ ଘଟିଲା ଏମିତି: ଏସିଆନ ଗେମ୍ସରେ ଚମତ୍କାର କଲା ଭାରତୀୟ ମହିଳା ଟିମ୍‌

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସିଆନ ଗେମ୍ସରେ ଭାରତ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ତୀରନ୍ଦାଜୀର ମହିଳା ରିକର୍ଭ ଟିମ ଫାଇନାଲରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ୫-୩ରେ…

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?