ରେଷ୍ଟୁରାଣ୍ଟର ନାଁ ହାର୍ଟଆଟାକ…

ଆମେରିକା ଏରିଜୋନାରେ ରହିଛି ଏକ ରେଷ୍ଟୁରାଣ୍ଟ। ଏଠାକାର ପରିବେଶ ସମ୍ପୂର୍ଣ୍ଣ ଭାବେ ଚିକିତ୍ସାଳୟ ଭଳି। ରେଷ୍ଟୁରାଣ୍ଟର ନାଁ ହାର୍ଟଆଟାକ। ଏଠି ଗ୍ରାହକଙ୍କୁ ଚିକିତ୍ସାଳୟର ଅନୁଭୁତି ମିଳିଥାଏ। ଏଠାରେ ପ୍ରସ୍ତୁତ ହେଉଥିବା ଖାଦ୍ୟ ସାମଗ୍ରୀର ନାମ ହାର୍ଟଆଟାକ୍‌ ସହିତ ସାମ୍ୟତା ରକ୍ଷା କରିଥାଏ। ରେଷ୍ଟୁରାଣ୍ଟରେ ମିଳୁଥିବା ବର୍ଗର ଆଇଟମ୍‌କୁ ବାଇପାସ୍‌ କୁହାଯାଇଥାଏ। ସେହିପରି ଅନ୍ୟ ଖାଦ୍ୟ ପଦାର୍ଥ ମଧ୍ୟରେ ବ୍ଲଡ୍‌ ପ୍ରେସର, ଆଞ୍ଜିନା ପେନ୍‌, ଓପନ ସର୍ଜରୀ, ଆଞ୍ଜିନୋପ୍ଲାଷ୍ଟି, ଇସିଜି, କାର୍ଡିଆକ୍‌ ଫେଲ୍ୟୁଅର ପ୍ରଭୃତି ରହିଛି। ଏଠାରେ ଖାଇବା ପାଇଁ ଗ୍ରାହକଙ୍କୁ ୨ ମାସ ପୂର୍ବରୁ ଟେବୁଲ୍‌ ବୁକ୍‌ କରିବାକୁ ପଡ଼ିଥାଏ। ରେଷ୍ଟୁରାଣ୍ଟରେ ପ୍ରତିଦିନ ଗ୍ରାହକଙ୍କ ଭିଡ଼ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୫୦ ବର୍ଷ ଧରି ବିବାହ କଥାକୁ ଲୁଚାଇ ରଖିଥିଲେ ମୋଦି, ପରେ ଏମିତି ପଡ଼ିଥିଲା ଜଣା

ନୂଆଦିଲ୍ଲୀ,୧୭ା୯: ଆଜି ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୦ତମ ଜନ୍ମଦିବସ। ଆଜିର ଏହି ସ୍ବତନ୍ତ୍ର ଦିନରେ ଆସନ୍ତୁ ଜାଣିବା ମୋଦିଙ୍କ ବ୍ୟକ୍ତିଗତ ଜୀବନ ସମ୍ପର୍କରେ କିଛି...

ଇରାନକୁ ଆମେରିକାର ଧମକ

ଓ୍ବାଶିଂଟନ,୨୦।୫: ଆମେରିକା ଓ ଇରାକ ମଧ୍ୟରେ ଏବେ ଯୁଦ୍ଧ ପରିସ୍ଥିତି ଚରମ ସୀମାରେ ପହଞ୍ଚିଛି। ଏମିତି କହିବାର କାରଣ ହେଉଛି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ...

ତୁର୍କୀରେ ଫସିଛନ୍ତି ୧୦ ଭାରତୀୟ

ନୂଆଦିଲ୍ଲୀ,୮ା୨: ତୁର୍କୀରେ ହୋଇଥିବା ଭୂକମ୍ପ ଜନିତ ମୃତ୍ୟୁସଂଖ୍ୟା ବୁଧବାର ୧୧୦୦୦ ଟପିଥିବା ବେଳେ ବିପର୍ଯ୍ୟୟ ପ୍ରଭାବିତ ଦେଶକୁ ସାହାଯ୍ୟ କରିବା ପାଇଁ ଭାରତ ବିପୁଳ ପରିମାଣର...

ଛବି ସୁଧାରୁଛି ତାଲିବାନ୍‌

କାବୁଲ/ଓ୍ବାଶିଂଟନ/ନୂଆଦିଲ୍ଲୀ,୧୮ା୮: ୨୦୨୧ ଅଗଷ୍ଟ ୧୫ରେ ଭାରତୀୟମାନେ ୭୫ତମ ସ୍ବାଧୀନତା ଦିବସ ପାଳନ କରୁଥିବାବେଳେ ଯୁଦ୍ଧ ପ୍ରଭାବିତ ଆଫଗାନିସ୍ତାନରେ ଲେଖାଯାଇଥିଲା କ୍ଷମତା ପରିବର୍ତ୍ତନର ଭିନ୍ନ ଏକ କାହାଣୀ।...

ଭାଇରସ୍‌ ଲାଇବ୍ରେରି

ଲଣ୍ଡନ: ଲାଇବ୍ରେରି। ଏହି ଶବ୍ଦ ଉଚ୍ଚାରଣା ହେବା ମାତ୍ରକେ ମନରେ ଆପଣାଛାଏଁ ପ୍ରତିବିମ୍ବିତ ହୁଏ ଗଦା ଗଦା ବହିର ପ୍ରତିଛବି। ଏକ ବିରାଟ ହଲ୍‌। ଆଉ...

ଟନ୍‌ ଟନ୍‌ ସୁନା ବିକୁଛି ଏହି ଦେଶ

କଲମ୍ବୋ,୨୪ା୧: ଶ୍ରୀଲଙ୍କା, ଭାରତ ଏବଂ ବିଶ୍ୱର କିଛି ଦେଶ ବହୁ ଟନ୍‌ ସୁନା ଜମା ରଖିଛନ୍ତି। ଯେତେବେଳେ ଆର୍ଥିକ ଅବସ୍ଥା ଖରାପ ହୁଏ, ଏହି ସୁନା...

ବାଘ-ମଣିଷ ଲଢେଇ ରୋକିବ ସୁଗନ୍ଧିତ ଗଛ

ବାଘ-ମଣିଷ ଲଢେଇ ଅଭୟାରଣ୍ୟରେ କିଛିନୂଆ କଥା ନୁହେଁ। ଏମିତି ଲଢେଇ ଉତ୍ତରପ୍ରଦେଶର ପିଲିଭିଟ ବ୍ୟାଘ୍ର ଅଭୟାରଣ୍ୟର ସୀମାରେ ବେଶି ହେଉଛି। ସୀମାବର୍ତ୍ତୀ ଗାଁମାନଙ୍କରେ ଚାଷୀମାନେ ବେଶି...

ପୁଣି ବିପଦ, କରୋନା ସି-୧-୨ ଭାରିଆଣ୍ଟ ୬ ଦେଶରେ ବ୍ୟାପିଲାଣି…

ଜେନେଭା,୧।୯: କରୋନା ମହାମାରୀ ପୁଣି ସଙ୍କଟ ସୃଷ୍ଟି କରିବାକୁ ଯାଉଛି। କରୋନାର ନୂତନ ପ୍ରକାର ସି-୧-୨ ଭାରିଆଣ୍ଟ ଏବେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)ର ଚିନ୍ତା ବଢାଇଛି।...

Advertisement
Archives

Model This Week