Posted inଖେଳ

ରେସଲିଂ ବିଶ୍ୱ ଚାମ୍ପିୟନଶିପ୍‌ : ଭାରତୀୟଙ୍କ ନୈରାଶ୍ୟଜନକ ପ୍ରଦର୍ଶନ ଜାରି

ନୁର-ସୁଲତାନ(କାଜାଖସ୍ଥାନ),୧୫।୯(ପି.ଟି.)- ଏଠାରେ ଚାଲିଥିବା ରେସଲିଂ ବିଶ୍ୱ ଚାମ୍ପିୟନଶିପ୍‌ରେ ଭାରତୀୟ ରେସଲର ମାନେ ଆଶାନୁରୂପ ପ୍ରଦର୍ଶନ କରିପାରି ନାହାନ୍ତି। ରବିବାର ଭାରତୀୟ ଗ୍ରୀକୋ- ରୋମାନ ରେସଲରଙ୍କ ନୈରାଶ୍ୟଜନକ ପ୍ରଦର୍ଶନ ଜାରି ରହିଛି। ଫଳରେ ଭାରତୀୟ ରେସଲରଙ୍କ ଅଲିମ୍ପିକ୍ସ ଯୋଗ୍ୟତା ହାସଲ ନେଇ ଆଶଙ୍କା ସୃଷ୍ଟି ହୋଇଛି। ୬୭ କେ.ଜି. ବର୍ଗରେ ମନୀଷ, ୮୭ କେ.ଜି. ବର୍ଗରେ ସୁନିଲ କୁମାର ଓ ୯୭ କେ.ଜି. ବର୍ଗରେ ରବି ବିଦାୟ ନେଇଛନ୍ତି। ପ୍ରଥମ ଦିବସରେ ୪ଜଣ ରେସଲର ପ୍ରତିଯୋଗିତାରେ ଅବତୀର୍ଣ୍ଣ ହୋଇଥିଲେ। ୩ ଜଣ ଗୋଟିଏ ହେଲେ ବି ବାଉଟ ଜିତିପାରି ନ ଥିଲେ ଓ ଗୋଟିଏ ପଏଣ୍ଟ ମଧ୍ୟ ସ୍କୋର କରି ପାରି ନ ଥିଲେ। ତେବେ ରବି ଚାଇନିଜ ତାଇପେଇର ଚେଙ୍ଗ ହାଓ ଚେନ୍‌ଙ୍କୁ ହରାଇ ଗୋଟିଏ ବାଉଟ ଜିତିବାକୁ ସକ୍ଷମ ହୋଇଥିଲେ। ସେ ୫-୦ରେ ବିଜୟୀ ହୋଇଥିଲେ। ତେବେ ପରବର୍ତ୍ତୀ ବାଉଟ୍‌ରେ ରବି ଚେକ ଗଣରାଜ୍ୟର ଅର୍ଥର ଓମାରୋଭଙ୍କଠାରୁ ୭-୦ରେ ପରାସ୍ତ ହୋଇ ବିଦାୟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ଉଠାଇବେ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା ଖର୍ଚ୍ଚ: ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରେ ଭର୍ତ୍ତି ହେବା ପରେ ସବୁଠାରୁ ବଡ଼ ପ୍ରଶ୍ନ ଏହା ଯେ ଏହି ଚିକିତ୍ସା ପାଇଁ ହେଉଥିବା ମୋଟ ଖର୍ଚ୍ଚ କିଏ ଦେବ? ବର୍ତ୍ତମାନ ପର୍ଯ୍ୟନ୍ତ…

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri