ରୋଗୀ ମୃତ୍ୟୁକୁ ନେଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା

ବାଲେଶ୍ୱର ଅଫିସ, ୯।୮-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳା ଯୋଗୁ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରି ଗୁରୁବାର ମଧ୍ୟରାତ୍ରରେ ଉତ୍ତେଜନା ଦେଖାଦେଇଥିଲା। ଘଟଣାସ୍ଥଳରେ ଉପଜିଲାପାଳ ନୀଲୁ ମହାପାତ୍ର ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିବା ପରେ ଘଟଣା ଶାନ୍ତ ପଡ଼ିଥିଲା।
ଟାଉନ ଥାନା ସ୍କୁଲବଜାର ଅଞ୍ଚଳର ରିଆସତ୍‌ ଅଲ୍ଲୀଙ୍କ ଝିଅ ରୁବିନା ଖାତୁନଙ୍କୁ ଗୁରୁବାର ପୂର୍ବାହ୍ନରେ ଝାଡ଼ାବାନ୍ତି ହେବାରୁ ଜିଲା ମୁଖ୍ୟ ଚିକିତ୍ସାଳୟର ଡାଇରିଆ ବିଭାଗରେ ଭର୍ତ୍ତି କରାଯାଇଥିଲା। ଦୀର୍ଘ ସମୟ ଧରି ଡାକ୍ତର ଆସି ନ ଥିବାରୁ ଠିକ୍‌ ଭାବେ ଚିକିତ୍ସା ହୋଇପାରି ନ ଥିଲା। ଫଳରେ ରାତି ୧୦ଟା ବେଳେ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଖବରପାଇ ଅଞ୍ଚଳବାସୀ ଚିକିତ୍ସାଳୟରେ ପହଞ୍ଚତ୍ ପାଟିତୁଣ୍ଡ କରିବା ସହ ଉତ୍ତେଜନା ଦେଖାଦେଇଥିଲା। ଘଟଣାସ୍ଥଳରେ ଟାଉନ୍‌ ଥାନା ଅଧିକାରିଣୀ ସରୋଜିନୀ ନାୟକ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ ହେଁ ଉତ୍ତେଜନାକୁ ଆୟତ୍ତ କରିବା ପାଇଁ ବ୍ୟାପକ ପୋଲିସ ମୁତୟନ କରିଥିଲେ। ପରେ ଉପଜିଲାପାଳ ମହାପାତ୍ର ପହଞ୍ଚତ୍ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ରେଡ଼କ୍ରସ୍‌ ତରଫରୁ ୧୦ହଜାର ଟଙ୍କାର ସହୟତା ଦେବା ସହ ସମସ୍ତ ସରକାରୀ ସହାୟତା ପ୍ରଦାନ କରିବାର ପ୍ରତିଶ୍ରୁତି ଦେବା ପରେ ଉତ୍ତ୍ୟକ୍ତ ଲୋକେ ଶାନ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri