ରୋଗ ପ୍ରତିରୋଧକ ଶକ୍ତି ଓ ଡାଇବେଟିସ

ଡାଇବେଟିସ ଏପରି ଏକ ସମସ୍ୟା ଯାହା ଥରେ ଦେଖାଦେଲେ ତାହା ପରୋକ୍ଷରେ କେତେକ ରୋଗକୁ ଆମନ୍ତ୍ରଣ କରିଥାଏ। ଯଦି ଦୀର୍ଘ ମାସ ଧରି ଆପଣଙ୍କର ସୁଗାର ସ୍ତର ଅସନ୍ତୁଳିତ ରହିଲା ତେବେ ତାହା ଭବିଷ୍ୟତରେ ଅନେକ ସମସ୍ୟା ସୃଷ୍ଟିକରିବା ଯଥେଷ୍ଟ ଆଶଙ୍କା ରହିଛି। ଆମେରିକୀୟ ବିଶେଷଜ୍ଞଙ୍କ ଦ୍ୱାରା ଏକ ସଦ୍ୟତମ ସର୍ଭେରୁ ଏକଥା ଜଣାପଡ଼ିଛି। ଦୀର୍ଘବର୍ଷ ଧରି ଡାଇବେଟିସ୍‌ରେ ପୀଡ଼ିତ ବ୍ୟକ୍ତିଙ୍କର ସୁଗାର ସ୍ତର ଯଦି ସନ୍ତୁଳିତ ନ ରହିଲା ତେବେ ଧୀରେ ଧୀରେ ତାହା ତାଙ୍କର ରୋଗ ପ୍ରତିରୋଧକ ଶକ୍ତିକୁ ପ୍ରଭାବିତ କରିଥାଏ। ଏହାଦ୍ୱାରା ସମ୍ପୃକ୍ତ ବ୍ୟକ୍ତିଙ୍କ ଶରୀରରେ ଏଚ୍‌ଆଇଭି ପରି ମାରାତ୍ମକ ଭୂତାଣୁ ବଂଶବିସ୍ତାର କରିବା ଯଥେଷ୍ଟ ଆଶଙ୍କା ରହିଛି। କାରଣ ସର୍ଭେ ସମୟରେ କେତେକ ଡାଇବେଟିସ୍‌ ରୋଗୀଙ୍କଠାରେ ଏଚ୍‌ଆଇଭି ଭାଇରସ ଦେଖିବାକୁ ମିଳିଥିଲା। ବାରମ୍ବାର ସୁଗାର ସ୍ତର ଅସନ୍ତୁଳିତ ରହିବା ଏହାର କାରଣ ବୋଲି ରିପୋର୍ଟରେ ଦର୍ଶାଯାଇଛି। ବିଶେଷଭାବରେ ବୟସ୍କ ବ୍ୟକ୍ତିଙ୍କଠାରେ ଏପରି ସମସ୍ୟା ଦେଖାଯିବା ଆଶଙ୍କା ରହିଛି ବୋଲି ଆମେରିକୀୟ ବିଶେଷଜ୍ଞମାନେ ସତର୍କ କରାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଁକାଳିର ସରିତା

‘ମୋ ପେଁକାଳି ବଜେଇ ଦେ’ ନାଟକ ଦେଖିଥିବା ଦର୍ଶକ ଖୁବଶୀଘ୍ର ମନେ ପକେଇ ପାରିବେ ସରିତା ଚରିତ୍ରଟିକୁ। ମିତାର ଭାଉଜ। ମିତାର ବଡ଼ଭାଇ ଚିନ୍ମୟ ଜଗଦ୍ଦେବର...

ପ୍ରଥମ ପାରିଶ୍ରମିକ ବହିକିଣା, ଜଳଖିଆ ଓ ବଣ୍ଟାବଣ୍ଟିରେ ସରିଥିଲା

ସାହିତି୍ୟକା ବନ୍ଦିତା ଦାଶ ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି… ପ୍ରଥମ ହେବା ଅନୁଭବ ସତରେ ନିଆରା। ସତରେ ପୁଲକିତ କରେ ତନୁମନ। ଯେକୌଣସି...

କ୍ୟାନ୍‌ସର ଚିହ୍ନଟ କରିବ ସ୍ମାର୍ଟଫୋନ୍‌

ବର୍ତ୍ତମାନ ଚିକିତ୍ସା ବିଜ୍ଞାନରେ ପ୍ରମୁଖ ରୋଗଗୁଡିକ ମଧ୍ୟରୁ କ୍ୟାନ୍‌ସର ଅନ୍ୟତମ। କେତେକ କ୍ଷେତ୍ରରେ ପ୍ରାଥମିକ ପର୍ଯ୍ୟାୟରେ ଚିହ୍ନଟ ହେବା ଦ୍ୱାରା କେତେକ କ୍ୟାନ୍‌ସରରୁ ଆରୋଗ୍ୟ ମିଳିପାରୁଛି।...

ଉଚ୍ଚ ରକ୍ତଚାପକୁ ନିୟନ୍ତ୍ରଣ କରିବା ସହିତ ସ୍ମୃତିଶକ୍ତି ବଢ଼ାଇବା ପାଇଁ ଶୀତଦିନେ ଖାଆନ୍ତୁ ଏହାକୁ…

ମାଛ ଖାଇବା ଶରୀର ପାଇଁ ଭଲ। ଶୀତଦିନେ ମାଛ ଖାଇଲେ ଅନେକ ଫାଇଦା ମିଳିଥାଏ। ଏଥିରେ ଭିଟାମିନ୍‌, ମିନେରାଲ୍ସ ଏବଂ ଅନେକ ପ୍ରକାରର ପୋଷକ ତତ୍ତ୍ୱ...

ଏହି ୪ ପ୍ରକୃତିର ଲୋକଙ୍କ ସହ ମିଶିଲେ ହୋଇଯିବେ ବରବାଦ; ସର୍ପଠାରୁ ବି ଏମାନେ ଭୟଙ୍କର…

ଜଣେ ମହାନ ରାଜନେତା ଭାବରେ ବିବେଚିତ ହୋଇଥିବା ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିରେ ମନୁଷ୍ୟ ଜୀବନ ସହ ଜଡ଼ିତ ଅନେକ ବିଷୟରେ ଉଲ୍ଲେଖ କରିଛନ୍ତି। ସେଥିରୁ...

ରାତ୍ରିଭୋଜନ ପରେ ୧୦ ମିନିଟ ଚାଲନ୍ତୁ ମଧୁମେହ ରୋଗୀ

ଆଜିକାଲି ମଧୁମେହ ସାଧାରଣ ରୋଗରେ ପରିଣତ ହେଲାଣି। ହେଲେ ଏଥିରେ ଆକ୍ରାନ୍ତ ରୋଗୀଙ୍କୁ ଖାଦ୍ୟପେୟଠାରୁ ଆରମ୍ଭ କରି ନିଜର ଜୀବନଚର୍ଯ୍ୟାରେ ପରିବର୍ତ୍ତନ କରିବାକୁ ଡାକ୍ତରମାନେ ପରାମର୍ଶ...

ଚାଲିଲେ ବଢେ ଆୟୁ

ୟୁନିଭରସିଟି ଅଫ୍‌ ସିଡ୍‌ନୀର ଗବେଷକମାନେ ଏବେ ଏକ ନୂଆ ତଥ୍ୟ ପ୍ରଦାନ କରିଛନ୍ତି। ଯେଉଁମାନେ ଯେତେ ଦ୍ରୁତ ଗତିରେ ଚାଲିଥାଆନ୍ତି ସେମାନେ ସେତେ ଦୀର୍ଘାୟୁ ହୋଇଥାଆନ୍ତି।...

ମଟନ୍‌, ଚିକେନ୍‌ ଠାରୁ ସ୍ବାସ୍ଥ୍ୟକର ଏହିସବୁ ପରିବା: ସ୍ବାଦ ବି ଭାରି ବଢ଼ିଆ

ପନିପରିବାରେ ପ୍ରୋଟିନ ଏବଂ ଅନ୍ୟ ଜରୁରୀ ମିନେରାଲ୍ସ ରହିଥାଏ। ହେଲେ ଏମିତି କିଛି ପନିପରିବା ଅଛି, ଯେଉଁଥିରେ ଭିଟାମିନ ଭରପୂର ମାତ୍ରାରେ ରହିଥାଏ। କିନ୍ତୁ ତାହା...

Advertisement
Archives

Model This Week