ରୋଜଗାର ପାଇଁ ଜୀବିକା ବଦଳାଉଛନ୍ତି କ୍ଷୁଦ୍ର ବ୍ୟବସାୟୀ

ବୁଗୁଡା,୧ା୫(ଡି.ଏନ୍‌.ଏ.)- ବୁଗୁଡା ସହର ତଥା ଆଖପାଖ ଅଞ୍ଚଳରେ
କରୋନା ସଂକ୍ରମଣକୁ ପ୍ରତିହତ ପାଇଁ ମାସେ ହେଲା ଲକ୍‌ଡାଉନ କଟକଣା ଜାରି ହୋଇଛି। ଏଥି ନିମନ୍ତେ ବହୁ ଦୋକାନ ବଜାର ବନ୍ଦ ହୋଇଛି। ଫଳରେ ଛୋଟ ଛୋଟ ବ୍ୟବସାୟୀ ଜୀବିକା ବଦଳାଇ ଅନ୍ୟ ପନ୍ଥା ଆପଣାଇଛନ୍ତି। ବୁଗୁଡାର ପାନ ଦୋକାନୀ ଶିବରାମ ସ୍ବାଇଁ ଏବେ ଫଳ ଦୋକାନ କରି ଗୁଜରାଣ ମେଣ୍ଟାଉ ଥିବାବେଳେ କୈଳାଶ ସାହୁ ଜଳଖିଆ ଦୋକାନ ବନ୍ଦ ଯୋଗୁ ଫଳ ବିକୁଛନ୍ତି। ଚା’ ଦୋକାନ କରି ପରିବାର ଚଳାଉଥିବା ସୀମା ପାତ୍ର ଏବେ ପନିପରିବା ବେପାର କରି କୁଟୁମ୍ବ ଚଳାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାବୁଗାଁରେ ‘ଲୁଣ ମିଳିବ ନାହିଁ’ ଗୁଜବ: ଅସାଧୁ ବ୍ୟବସାୟୀ ମାଲାମାଲ; ଚିନ୍ତାରେ ଖାଉଟି

ଡାବୁଗାଁ,୧୩।୫(ଡି.ଏନ୍‌.ଏ.): କରୋନାକୁ ରୋକିବା ନିମନ୍ତେ ସାରା ରାଜ୍ୟରେ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ତେବେ ଏହାର ସୁଯୋଗ ନେଇ କେତେକ ଅସାଧୁ ବ୍ୟବସାୟୀ ଅହେତୁକ ମାତ୍ରାରେ...

ଗଞ୍ଜାମରେ କରୋନା ଟେଷ୍ଟ ୨ ଲକ୍ଷ ଟପିଲା: ଜିଲାପାଳ 

ଛତ୍ରପୁର,୨୭ା୮(ଡି.ଏନ.ଏ)-ଗଞ୍ଜାମ ଜିଲାରେ କରୋନା ଟେଷ୍ଟ ୨ ଲକ୍ଷ ଟପିଛି। ଜିଲାରେ ଘରକୁ ଘର ଯାଇ ସମସ୍ତଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ କରାଯାଉଛି ା ଏଥିପାଇଁ ଦିନକୁ ଦିନ...

ବ୍ରହ୍ମପୁର ଆଇଟିଆଇକୁ ସ୍ବର୍ଣ୍ଣ

ବ୍ରହ୍ମପୁର ଅଫିସ,୨୩ା୧୦: ବ୍ରହ୍ମପୁର ଆଇଟିଆଇ ଜାତୀୟସ୍ତରୀୟ ଦକ୍ଷତାଭିତ୍ତିକ ପ୍ରତିଯୋଗିତାରେ ସଫଳତା ହାସଲ କରିଛି। ଗତ ୨୦ରୁ ୨୩ ତାରିଖ ଯାଏ ବିହାର ପାଟନାଠାରେ ଏହି ପ୍ରତିଯୋଗିତା...

୨ ବାଇକ ମୁହାଁମୁହିଁ ଧକ୍କା: ୧ ମୃତ, ୩ ଗୁରୁତର

କାମାକ୍ଷାନଗର,୧୯।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ପଣ୍ଡୁଆ ଫାଣ୍ଡି ମାଣ୍ଡୁକୁରାଠାରେ ସୋମବାର ଅପରାହ୍ନରେ ୨ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ...

ପଇଡ଼ରେ ନିଶା ଦେଇ ଦୁଇ ଯାତ୍ରୀଙ୍କଠୁ ଲୁଟ୍‌

ବ୍ରହ୍ମପୁର ଅଫିସ,୧୭ା୧୨: ପୁରୀ- ଗୁଣପୁର ଟ୍ରେନରେ ଏବେ ଲୁଟେରା ସକ୍ରିୟ ହୋଇଛନ୍ତି। ପୁଣି ପଇଡ଼ରେ ନିଶା ଦେଇ ୨ଯାତ୍ରୀଙ୍କୁ ଲୁଟିଛନ୍ତି। ୧୫ଦିନ ମଧ୍ୟରେ ସମାନ ଢଙ୍ଗରେ...

ସହକାରୀ ଆର୍‌ଆଇଙ୍କୁ ମରଣାନ୍ତକ ଆକ୍ରମଣ: ୪ ଗିରଫ

ସଜନାଗଡ଼, ୮।୩(ଡି.ଏନ.ଏ.)-ନୀଳଗିରି ତହସିଲ ବେଗୁନିଆ ପଞ୍ଚାୟତ ଅଧୀନ ଡୁମଗଣ୍ଡିରା ଗ୍ରାମରୁ ଦିନରାତି ହଜାର ହଜାର ଟ୍ରିପ ବାଲି ଚୋରାରେ ଚାଲାଣ କରାଯାଉଥିବା ଅଭିଯୋଗ ହୋଇଥିଲା। ଗତ...

ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ହାଣିଲେ

ନୟାଗଡ଼ ଅଫିସ, ୯।୯: ନୟାଗଡ଼ ଜିଲା ଇଟାମାଟି ଥାନା ବାଉଁଶିଆପଡ଼ା ମାଳିସାହି ଗାଁରେ ମଙ୍ଗଳବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। କିଛି ଲୋକ ଗାଁ ଦାଣ୍ଡରେ...

ବଳଦାରେ ହାତୀପଲ ଉପଦ୍ରବ: ଘର ଭାଙ୍ଗିଲେ, ଚାଉଳ ଖାଇଲେ

ଯୋଡା,୨୪ା୫,(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବଳଦା ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ହାତୀପଲ ଉପଦ୍ରବ କରିଛନ୍ତି। ବିଳମ୍ବିତ ରାତିରେ ହାତୀପଲ ଗୋବର୍ଦ୍ଧନ...

Advertisement
Archives

Model This Week