Posted inଖେଳ

ରୋନାଲ୍ଡୋଙ୍କୁ ଆଶ୍ୱସ୍ତି

ବୁରିରାମ(ଥାଇଲାଣ୍ଡ), ୬।୬(ପି.ଟି.)- ପର୍ତ୍ତୁଗାଲ ତଥା ଜୁଭେଣ୍ଟସ୍‌ ଫୁଟ୍‌ବଲ ଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ବୁଧବାର ଆଶ୍ୱସ୍ତି ମିଳିଛି। ତାଙ୍କ ନାମରେ ବଳାତ୍କାର ଅଭିଯୋଗ ଆଣିଥିବା ମହିଳା କେସ୍‌ ପ୍ରତ୍ୟାହାର କରିନେଇଛନ୍ତି। ଗତ ମାସରେ ଲାସ୍‌ ଭେଗାସସ୍ଥିତ ନେଭାଡ ଷ୍ଟେଟ୍‌ କୋର୍ଟରେ ମାମଲାକୁ ଖାରଜ କରିବା ପାଇଁ ନୋଟିସ୍‌ ହୋଇଥିଲା। ତେବେ ଅଭିଯୋଗକାରିଣୀ ଆମେରିକୀୟ ମହିଳା କ୍ୟାଥରିନ ମେୟୋର୍ଗା ଓ ରୋନାଲ୍ଡେଙ୍କ ମଧ୍ୟରେ ଆପୋଷ ବୁଝାମଣା ହୋଇଛି କି ନାହିଁ କିଛି ଜଣାପଡ଼ିନାହିଁ। ଉଲ୍ଲେଖଯୋଗ୍ୟ, ଗତ ବର୍ଷ ସେପ୍ଟେମ୍ବରରେ କ୍ୟାଥରିନ ଅଭିଯୋଗ ଆଣିଥିଲେ କି, ୨୦୦୯ରେ ଲାସ ଭେଗାସର ଏକ ହୋଟେଲରେ ରୋନାଲ୍ଡୋ ତାଙ୍କୁ ବଳତ୍କାର କରିଥିଲେ। ସେତେବେଳେ ରୋନାଲ୍ଡୋ ରିୟଲ୍‌ ମାଡ୍ରିଡ୍‌ କ୍ଲବରେ ସାମିଲ ହୋଇଥିଲେ। ତେବେ ରୋନାଲ୍ଡୋ ଏହି ଅଭିଯୋଗକୁ ଦୃଢ଼ ଭାବେ ଖଣ୍ଡନ କରିଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋଚ୍‌ ଚୟନ ପ୍ରକ୍ରିୟାରେ କୋହଲିଙ୍କର ମତ ଦେବା ଅଧିକାର ରହିଛି: ସୌରଭ

କୋଲକାତା, ୧।୮(ପି.ଟି.)- ଅଧିନାୟକ ଭାବେ ବିରାଟ କୋହଲିଙ୍କର କୋଚ୍‌ ଚୟନ ପ୍ରକ୍ରୟାରେ ମତ ଦେବାର ଅଧିକାର ରହିଛି ବୋଲି ପୂର୍ବତନ ଟିମ୍‌ ଇଣ୍ଡିଆ ଅଧିନାୟକ ସୌରଭ...

ଭାରତକୁ ମ୍ୟାଚ୍‌ ଜିତାଇ ପାରିଲେନି ଦୀପକ ଚହର, ପ୍ରେମିକା କହିଲେ…

କେପ୍‌ଟାଉନ୍‌,୨୫।୧: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟିମ ଇଣ୍ଡିଆ ବିଜୟର ଦ୍ୱାର ଦେଶରେ ପହଞ୍ଚିବା ପରେ ତୃତୀୟ ଦିନିକିଆରେ ହାରିଯାଇଛି। ଶେଷ ୨ ଓଭରରେ ଭାରତକୁ ୮...

ଟସ୍‌ ଜିତିଲା ଅଷ୍ଟ୍ରେଲିଆ, ବୋଲିଂ ନିଷ୍ପତ୍ତି…

ମୋହାଲି, ୨୦।୯ : ଭାରତକୁ ଅଷ୍ଟ୍ରେଲିଆ ଦଳର ଗସ୍ତକ୍ରମରେ ପଞ୍ଜାବ ମୋହାଲିରେ ପ୍ରଥମ ଟି ୨୦ ଅର୍ନ୍ତଜାତୀୟ ମ୍ୟାଚରେ ମଙ୍ଗଳବାର ଅଷ୍ଟ୍ରେଲିଆ ଦଳ ଟସ୍‌ ଜିତି...

ଯାଦବଙ୍କ ସ୍ଥାନରେ ନଟରାଜନ

ସିଡନୀ,୧।୧: ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟେଷ୍ଟରେ ଭାରତୀୟ ଦଳରେ ପରିବର୍ତ୍ତନସ୍ବରୂପ ଉମେଶ ଯାଦବଙ୍କ ସ୍ଥାନରେ ଟି ନଟରାଜନଙ୍କୁ ସୁଯୋଗ ମିଳିଛି। ଯାଦବ ଆହତ ହୋଇଥିବା ଯୋଗୁ...

ଦୂତୀ ବାଣ୍ଟିଲେ ଖାଦ୍ୟ ପୁଡ଼ିଆ

ଭୁବନେଶ୍ୱର, ୧୧।୫(କ୍ରୀଡ଼ା ପ୍ରତିନିଧି)-ଆଥଲେଟିକ୍ସ ଟ୍ରାକ୍‌ରେ ନିଜର ଚମକ ଦେଖାଇ ରାଜ୍ୟ ଏବଂ ଦେଶକୁ ଗର୍ବିତ କରିଥିବା ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦ ସମାଜସେବା କ୍ଷେତ୍ରରେ ମଧ୍ୟ...

ଖାଲି ହାତରେ ଫେରିଲେ କ୍ରିଷ୍ଣନ

ନୂଆଦିଲ୍ଲୀ,୨୪।୭:ଟୋକିଓ ଅଲିମ୍ପିକ୍ସରେ ପଦକ ଖାତା ଖୋଲିଛନ୍ତି ମୀରାବାଇ ଚାନ୍ନୁ। କିନ୍ତୁ ଭାରତର ସବୁଠୁ ବଡ଼ ପଦକ ଆଶା କୁହାଯାଉଥିବା ବିକାଶ କ୍ରିଷ୍ଣନ ପ୍ରଥମ ରାଉଣ୍ଡ ମଧ୍ୟ...

ସିଂହ କଦାପି ଭୁଲେନି ଶିକାର କରିବା

ଜୟପୁର,୧୭।୩: କଥାରେ ଅଛି ସିଂହ କଦାପି ଭୁଲେନି ଶିକାର କରିବା। ଠିକ୍‌ ସେହିଭଳି ୨୦୧୯ରେ ଅନ୍ତର୍ଜାତୀୟ କ୍ରିକେଟରୁ ଦୂରେଇ ସାରିଥିବା ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ଯୁବରାଜ...

ଆଣ୍ଟିଗୁଆରୁ ଭାରତର ଟେଷ୍ଟ ଚାମ୍ପିୟନଶିପ୍‌ ଅଭିଯାନ

ଆଣ୍ଟିଗୁଆ,୧୩।୬: ଆଣ୍ଟିଗୁଆର ସାର ଭିଭିଆନ ରିଚାଡର୍‌ସ ଷ୍ଟାଡିୟମ୍‌ରୁ ଭାରତୀୟ ଦଳର ତା’ର ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲୁଟିସି) ଆୟୋଜନ କରିିବ। ଏଠାରେ ଆୟୋଜକ ଓ୍ବେଷ୍ଟଇଣ୍ଡିଜ...

Advertisement
Archives

Model This Week