Posted inଖେଳ

ରୋନାଲ୍ଡୋଙ୍କ ହ୍ୟାଟ୍ରିକ ରେକର୍ଡକୁ ଟପିଲେ ମେସି

ବାର୍ସିଲୋନା,୮।୧୨- ଲା ଲିଗା ଲିଗ୍‌ ଇତିହାସରେ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ହ୍ୟାଟ୍ରିକ ରେକର୍ଡକୁ ପଛରେ ପକାଇ ଦେଇଛନ୍ତି ଲିଓନେଲ ମେସି। ଏଠାରେ ଆରସିଡି ମାଲୋର୍ସା ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ମେସି ହ୍ୟାଟ୍ରିକ ଗୋଲ ସ୍କୋର କରିଛନ୍ତି। ଲା ଲିଗା ଲିଗ୍‌ରେ ଏହା ମେସିଙ୍କ ୩୫ତମ ହ୍ୟାଟ୍ରିକ। ତାଙ୍କ ପଛକୁ ୩୪ ହ୍ୟାଟ୍ରିକ ସହ ରୋନାଲ୍ଡୋ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ମ୍ୟାଚ୍‌ର ୧୭ତମ, ୪୧ତମ ଓ ୮୩ତମ ମିନିଟ୍‌ରେ ମେସିଙ୍କ ଗୋଲ ଯୋଗୁ ବାର୍ସିଲୋନା ମ୍ୟାଚ୍‌କୁ ୫-୨ ଗୋଲର ବ୍ୟବଧାନରେ ଜିତି ନେଇଥିଲା। ବିଶ୍ୱର ଏକମାତ୍ର ଖେଳାଳି ଭାବେ ଆର୍ଜେଣ୍ଟିନା ଷ୍ଟାର ଗତ ୧୪ଟି ସିଜନ ହେଲା ପ୍ରତ୍ୟେକ ଥର ୧୦ରୁ ଅଧିକ ଗୋଲ କରିଛନ୍ତି। ଉଲ୍ଲେଖଥାଉ କି, ଗତ ସପ୍ତାହରେ ୩୨ ବର୍ଷୀୟ ମେସି କ୍ୟାରିୟରର ୬ଷ୍ଠ ବାଲୋନ ଡି’ଅର ସମ୍ମାନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀରେ ଚଉମୁହାଣି ଫେରିଘାଟ ଦିଗହରା: ଚାଳକଙ୍କ ସାହସିକତା ଯୋଗୁ ଯାତ୍ରୀ…

ମହାକାଳପଡ଼ା,୩୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବରକନ୍ଧା ପଞ୍ଚାୟତ ସଂଲଗ୍ନ ମହାନଦୀ ଅପର ପାର୍ଶ୍ୱରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ଝଡ଼ ପଶ୍ଚିମ ଉତ୍ତର…

ପ୍ରଧାନମନ୍ତ୍ରୀଙ୍କ ପରାମର୍ଶକୁ ଜିଲା ପ୍ରଶାସନର ଗୁରୁତ୍ୱ, ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ତ୍ୱରାନ୍ବିତ କରିବା ନେଇ ବିଡିଓଙ୍କୁ…

ଦାରିଙ୍ଗବାଡ଼ି,୩୦ା୫(ଅରୁଣ ସାହୁ): ମଧ୍ୟପ୍ରାଚୀ ଯୁଦ୍ଧ ପାଇଁ ଦେଶରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ ଭଳି ଅତ୍ୟାବଶ୍ୟକୀୟ ସାମଗ୍ରୀର ଘୋର ଅଭାବ ଦେଖାଯାଇଛି। ଏହି ସଙ୍କଟ ଆଗକୁ…

SIRର ଲକ୍ଷ୍ୟ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତ: ପ୍ରତି ଘରକୁ ୩ ଥର ଯିବେ ବିଏଲଓ

ଭଞ୍ଜନଗର,୩୦।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସଆଇଆର ଉପରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ଏନେଇ ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରୁ ଶନିବାର ଏକ…

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

ଖୋଲିବ ହର୍ମୁଜ ପ୍ରଣାଳୀର ତାଲା! ଦ୍ରୁତ ଗତିରେ ଚାଲିବ ଭାରତୀୟ ଜାହାଜ, ଖୁସିରେ ସର୍ବନିମ୍ନ ସ୍ତରକୁ ଖସିଲା…

ନୂଆଦିଲ୍ଲୀ,୩୦।୫: ଖୁସି ଖବର! ଇନ୍ଧନ ସଙ୍କଟ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି। ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିଚୁକ୍ତିର ସମ୍ଭାବନା ଦ୍ରୁତ ଗତିରେ ବୃଦ୍ଧି ପାଉଛି…

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri