Posted inଜାତୀୟ

ରୋହିଙ୍ଗ୍ୟାଙ୍କ ମନରେ ଭାରତ ବିରୋଧରେ ବିଷ ମଞ୍ଜି ବୁଣୁଛି ଜୈଶ୍‌: ବିଏସ୍‌ଏଫ୍‌ ରିପୋର୍ଟ

ନୂଆଦିଲ୍ଲୀ,୨୭।୮: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଷଡ଼ଯନ୍ତ୍ର ଜାରି ରଖିଛି। ମ୍ୟାନ୍‌ମାର୍‌ରୁ ଭାରତ ଏବଂ ବାଂଲାଦେଶରେ ଶରଣ ନେଇଥିବା ରୋହିଙ୍ଗ୍ୟାଙ୍କ ମନରେ ଆଇଏସ୍‌ଆଇ ନିର୍ଦ୍ଦେଶରେ ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀ ସଂଗଠନ ବିଷ ମଞ୍ଜି ବୁଣୁଛି। ରୋହିଙ୍ଗ୍ୟାଙ୍କୁ ସଂଗଠନରେ ସାମିଲ୍‌ କରାଇବା ସହିତ ତାଲିମ୍‌ ଦେବାକୁ ଜୈଶ୍‌ ଯୋଜନା କରିଥିବା ବିଏସ୍‌ଏଫ୍‌ ପକ୍ଷରୁ ଜାରି ହୋଇଥିବା ଏକ ରିପୋର୍ଟରେ ଦର୍ଶାଯାଇଛି। ଏହାକୁ ଦୃଷ୍ଟିରେ ରଖି ଭାରତ-ବାଂଳାଦେଶ ସୀମାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନର ସମସ୍ତ ୯ ଓମିକ୍ରନ୍ ଆକ୍ରାନ୍ତଙ୍କ ରିପୋର୍ଟ ଆସିଲା ନେଗେଟିଭ୍‌

ଜୟପୁର,୧୦ ।୧୨: କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା ରାଜସ୍ଥାନର ସମସ୍ତ ୯ ଜଣଙ୍କ ରିପୋର୍ଟ ନେଗେଟିଭ ଆସିଛି । ରାଜସ୍ଥାନ ସ୍ୱାସ୍ଥ୍ୟ...

ମିଶନ ଯୁବଶକ୍ତି: ୩ ମାସରେ ୬ ବିଶ୍ୱବିଦ୍ୟାଳୟର କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୋଦି

ନୂଆଦିଲ୍ଲୀ,୨୪।୧୨: ଭାରତରେ ଯୁବବର୍ଗଙ୍କ ସଂଖ୍ୟା ଅଧିକ ରହିଛି। ଦେଶର ବିକାଶ ସମେତ ରାଜନୈତିକ କ୍ଷମତା ଦଖଲ ପାଇଁ ଦେଶର ଯୁବବର୍ଗଙ୍କୁ ହାତେଇଲେ ସୁଫଳ ସହଜରେ ମିଳିପାରିବ...

ନୀତୀଶଙ୍କ ସହ ମିଶି ସୋନିଆଙ୍କୁ ଭେଟିବେ ଲାଲୁ, କହିଲେ ସରକାର ଭାଙ୍ଗି ଯିବାରୁ ବିଳିବିଳାଉଛନ୍ତି ଶାହା

ପାଟନା,୨୪ ।୯: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବେ ବିହାର ଗସ୍ତରେ ଅଛନ୍ତି । ଏହି ସମୟରେ ସେ ବିହାରର ମେଣ୍ଟ ସରକାର ଓ...

ଦୁର୍ଗାପୂଜା ଧାର୍ମିକ ଅପେକ୍ଷା ଅଧିକ ଧର୍ମନିରପେକ୍ଷ: ହାଇକୋର୍ଟ…

କୋଲକାତା,୨୬।୮ : ଦୁର୍ଗାପୂଜା କେବଳ ଏକ ଧାର୍ମିକ ଉତ୍ସବ ନୁହେଁ। ଏହା ପ୍ରକୃତ ପକ୍ଷେ ବିଭିନ୍ନ ସଂସ୍କୃତିକୁ ସଂଯୋଗ କରୁଥିତ୍ବା ଏକ ଧର୍ମନିରପେକ୍ଷ ସାର୍ବଜନୀନ ଉତ୍ସବ।...

୨୪ ଘଣ୍ଟା ମଧ୍ୟରେ ଉତ୍ତର ଦିଅ

ନୂଆଦିଲ୍ଲୀ,୧୬।୧: କୋଭିଡ୍‌-୧୯ ନିୟମ ଉଲ୍ଲଂଘନ କରି ସମାଜବାଦୀ ପାର୍ଟି ଲକ୍ଷ୍ନୌ କାର୍ଯ୍ୟାଳୟରେ ଭର୍ଚୁଆଲ ରାଲି ନାମରେ ଜନ ସମାବେଶ କରିଥିବାରୁ ନିର୍ବାଚନ କମିଶନ (ଇସି) ନୋଟିସ...

ବିପଦ ଟଳି ନାହିଁ ! କଶ୍ମୀରରେ ୩୦୦ ଆତଙ୍କବାଦୀ ସକ୍ରିୟ-ଅନୁପ୍ରବେଶ ପାଇଁ ୧୬୦ ପ୍ରସ୍ତୁତ…

ଶ୍ରୀନଗର,୨୨।୧୧ : ଜମ୍ମୁ-କଶ୍ମୀରର ସୁରକ୍ଷା ବାହିନୀ ଗତ କିଛି ବର୍ଷ ମଧ୍ୟରେ ଆତଙ୍କବାଦୀ ଆକ୍ରମଣ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ସୁରକ୍ଷା ବାହିନୀଙ୍କ ମିଳିତ...

ଏସବୁ ୪୩ ସ୍ମାର୍ଟଫୋନରେ ଆଉ ଚାଲିବନି ହ୍ବାଟସ୍‌ଆପ୍‌…

ନୂଆଦିଲ୍ଲୀ,୫।୯: ନଭେମ୍ବର ୧ଠାରୁ ୪୩ଟି ସ୍ବାର୍ଟଫୋନ୍‌ରେ ଆଉ ହ୍ବାଟସ୍‌ ଆପ୍‌ ଚାଲିବନି। ହ୍ବାଟସ୍‌ ଆପ୍‌ ଲଗାତାର ପୁରୁଣା ଫୋନ୍‌ରେ ନିଜର ସପୋର୍ଟ ବନ୍ଦ କରିବାରେ ଲାଗିଛି।...

‘କାର୍‌ଗିଲ ବିଜୟ ଭାରତର ଶକ୍ତିର ପ୍ରତୀକ’

ନୂଆଦିଲ୍ଲୀ,୨୮ା୭(ପି.ଟି.): କାର୍‌ଗିଲ ଯୁଦ୍ଧ ବିଜୟ ଭାରତର ଶକ୍ତି, ପ୍ରତିବଦ୍ଧତା ଓ ସାମର୍ଥ୍ୟର ପ୍ରତୀକ ଥିଲା। ଏହାର ସଶସ୍ତ୍ର ବାହିନୀର ତ୍ୟାଗ ଏହାକୁ ଦୁର୍ଜେୟ କରି ରଖିଛି...

Advertisement
Archives

Model This Week