Posted inଖେଳ

ରୋହିତଙ୍କ ଛକା ରେକର୍ଡ

ଲଡରହିଲ, ୫ା୮- ଏକ ଚୌକା ସହ ଭାରତ ଇନିଂସ ଆରମ୍ଭ କରିଥିବା ରୋହିତ ଶର୍ମା ସମ୍ପୂର୍ଣ୍ଣ ଷ୍ଟାଇଲରେ ଇନିଂସ ଆରମ୍ଭ କରିଥିଲେ। ଏହି ମ୍ୟାଚ୍‌ରେ କ୍ୟାରିୟରର ୧୭ତମ ଟି୨୦ ଅର୍ଦ୍ଧଶତକ ହାସଲ କରିବା ଅବସରରେ ସେ ଟି୨୦ ଅନ୍ତର୍ଜାତୀୟରେ ସର୍ବାଧିକ ଛକା ମାରିବା ରେକର୍ଡର ଅଧିକାରୀ ମଧ୍ୟ ହୋଇଛନ୍ତି। ଏ କ୍ଷେତ୍ରରେ ସେ ଓ୍ବେଷ୍ଟଇଣ୍ଡିଜର ବିସ୍ଫୋରକ ବ୍ୟାଟ୍ସମ୍ୟାନ କ୍ରିସ୍‌ ଗେଲ୍‌ଙ୍କୁ ପଛରେ ପକାଇ ଦେଇଛନ୍ତି। ଗେଲ୍‌ ୧୦୫ ଛକା ମାରିଥିବାବେଳେ ରୋହିତ ଏଠାରେ ନିଜର ଛକା ସଂଖ୍ୟାକୁ ୧୦୭ରେ ପହଞ୍ଚାଇ ଦେଇଛନ୍ତି। ଏହି ତାଲିକାରେ ମାର୍ଟିନ ଗୁପଟିଲ (୧୦୩), କଲିନ ମୁନ୍‌ରୋ (୯୨) ଓ ବ୍ରେଣ୍ଡନ ମ୍ୟାକକୁଲମ (୯୧) ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମୁମ୍ବାଇରେ ଏକାଠି ହେଲେ ଦିଲ୍ଲୀ କ୍ୟାପିଟାଲ୍ସ ଖେଳାଳି

ମୁମ୍ବାଇ, ୨୫।୩(ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୧୪ତମ ସଂସ୍କରଣ ଏପ୍ରିଲ ୯ରୁ ଆରମ୍ଭ ହେବ। ଏହାକୁ ଦୃଷ୍ଟିରେ ରଖି କ୍ୱାରାଣ୍ଟାଇନ୍‌ ଔପଚାରିକତା ପୂରଣ ପାଇଁ ଦିଲ୍ଲୀ...

ଆଇପିଏଲ ୨୦୨୦ରୁ ଓହରିପାରେ ଭିଭୋ

ନୂଆଦିଲ୍ଲୀ, ୪ା୮ (ପି.ଟି.)-  ସମ୍ପ୍ରତି ଭାରତ-ଚାଇନା ମଧ୍ୟରେ କୂଟନୈତିକ ଉତ୍ତେଜନା ବୃଦ୍ଧି ପାଇଥିବାରୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସହିତ ଆପୋସ ବୁଝାମଣା ଜରିଆରେ...

ନୂଆ ଇନିଂସ ଆରମ୍ଭ କଲେ ମନୀଷ ପାଣ୍ଡେ

ମୁମ୍ବାଇ,୨।୧୨- ଭାରତୀୟ ଦଳର ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ମନୀଷ ପାଣ୍ଡେ ଜୀବନର ଦ୍ୱିତୀୟ ଇନିଂସ ଆରମ୍ଭ କରିଛନ୍ତି। ସେ ସୋମବାର ଦକ୍ଷିଣ ଭାରତୀୟ ଅଭିନେତ୍ରୀ ଅଶ୍ରିତା ଶେଟ୍ଟିଙ୍କ...

ଚର୍ଚ୍ଚାରେ କୋହଲିଙ୍କ ନୂଆ ପୋଷ୍ଟ

ହାମିଲଟନ୍‌, ୧୭।୨- ନ୍ୟୁଜିଲାଣ୍ଡ ଗସ୍ତରେ ଥିବା ଭାରତୀୟ କ୍ରିକେଟ୍‌ ଦଳ ଟି୨୦ ଓ ଦିନିକିଆ ସିରିଜ ଖେଳିସାରିବା ପରେ ଏବେ ଟେଷ୍ଟ ଲାଗି ପ୍ରସ୍ତୁତ ହେଉଛି।...

ଏହି କ୍ରିକେଟର୍‌ଙ୍କୁ ଅଷ୍ଟ୍ରେଲିଆରେ ଅଫର୍‌ ଦେଇଥିଲେ କୋହଲି

ଚେନ୍ନାଇ,୧୫।୪: ଆଇପିଏଲର ଗତ ସିଜନରେ ଫ୍ଲପ ହୋଇଥିବା ଅଷ୍ଟ୍ରେଲୀୟ ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସୱେଲ ଚଳିତ ସିଜନରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ପାଇଁ ଖେଳୁଛନ୍ତି। ଆରସିବି...

ପଦାର୍ପଣ କରିବେ ଅଭେଶ, ଋତୁରାଜଙ୍କୁ ସୁଯୋଗ

କୋଲକାତା,୨୦।୨: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ୪ ପରିବର୍ତ୍ତନ ସହ ଓହ୍ଲାଇଛି ଟିମ୍‌ ଇଣ୍ଡିଆ। ପୂର୍ବ ଦୁଇ ମ୍ୟାଚ୍‌ରେ ଖେଳିଥିବା ବିରାଟ...

ଏମ୍‌ଜିଏମ୍‌ ମହିଳା ଟି୨୦ ଲିଗ୍‌: ଓଡ଼ିଶା ରେଡ୍‌ର ପ୍ରଥମ ବିଜୟ

ଭୁବନେଶ୍ୱର, ୨୬।୧(କ୍ରୀଡ଼ା ପ୍ରତିନିଧି)-ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ କିଟ୍‌ ଷ୍ଟାଡିୟମରେ ଚାଲିଥିବା ଏମ୍‌ଜିଏମ୍‌ ମହିଳା ଟି୨୦ ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟର ରବିବାର ଅନୁଷ୍ଠିତ ପ୍ରଥମ...

ବୀରେନ୍ଦ୍ର ଲାକ୍ରାଙ୍କ ନାଁରେ ହତ୍ୟା ଅଭିଯୋଗ

ରାଉରକେଲା ଅଫିସ,୨୭।୬: ଭୁବନେଶ୍ୱର ଇନଫୋସିସ୍‌ ଥାନା ଅଧୀନ ଫ୍ଲାଟ ନଂ-୪୦୧ରେ ଗତ ଫେବୃଆରୀ ୨୮ରେ ରାଉରକେଲାର ଯୁବକ ଆନନ୍ଦ ଟପ୍ପୋଙ୍କ ମୃତ୍ୟୁ ଘଟଣାର ମୋଡ଼ ବଦଳିଛି।...

Advertisement
Archives

Model This Week