ରୋହିତ-ରାହୁଲଙ୍କ ରେକର୍ଡ ଓପନିଂ ଭାଗୀଦାରି

ଲିଡ୍ସ,୭।୭- ଭାରତୀୟ ଦଳ ତା’ର ଅନ୍ତିମ ଲିଗ୍‌ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୭ ଉଇକେଟରେ ହରାଇ ପଏଣ୍ଟ ତାଲିକାରେ ଶୀର୍ଷ ସ୍ଥାନ ଅଧିକାର କରିଛି। ଏହି ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲା ରୋହିତ ଶର୍ମା ଓ ଲୋକେଶ ରାହୁଲଙ୍କ ଓପନିଂ ଯୋଡ଼ି। ରୋହିତ (୧୦୩) କ୍ୟାଚ୍‌ ଆଉଟ୍‌ ହେବା ପୂର୍ବରୁ ଦୁଇ ଓପନର ପ୍ରଥମ ଉଇକେଟ ଲାଗି ୩୦ ଓଭରରେ ୧୮୯ ରନ୍‌ କରିଥିଲେ। ବିଶ୍ୱକପ୍‌ ଇତିହାସରେ ଏହା ଭାରତୀୟ ଦଳର ସର୍ବାଧିକ ଓପନଂ ଭାଗୀଦାରି। ଦୁଇ ଓପନର ନିଜର ପୂର୍ବ ରେକର୍ଡ ଭାଙ୍ଗିଛନ୍ତି। ରୋହିତ ଓ ରାହୁଲ ଚଳିତ ବିଶ୍ୱକପ୍‌ରେ ବାଂଲାଦେଶ ବିପକ୍ଷରେ ୧୮୦ ରନ୍‌ କରିଥିଲେ। ଏହା ପୂର୍ବରୁ ୨୦୧୫ ସଂସ୍କରଣରେ ରୋହିତ ଓ ଶିଖର ଧାଓ୍ବନଙ୍କ ଓପନିଂ ଯୋଡ଼ି ଆୟର୍ଲାଣ୍ଡ ବିପକ୍ଷରେ ୧୭୪ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ଫାଇଲ ହଜିବା ଘଟଣା, ନବୀନ ଜେରା ହୋଇପାରନ୍ତି କହିଲେ ମନ୍ତ୍ରୀ ପୂଜାରୀ

ଭୁବନେଶ୍ୱର,୧୮।୬(ସୁନିତ୍‌ ମିଶ୍ର):ନିକଟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨ଟି କମିଶନଙ୍କ ରିପୋର୍ଟ ସମ୍ପର୍କିତ ଫାଇଲ୍‌ ହଜିଥିବା ଅଭିଯୋଗ ହୋଇଛି। ଗୃହ ବିଭାଗ ପକ୍ଷରୁ ଏନେଇ କ୍ୟାପିଟାଲ ଥାନାରେ ମଧ୍ୟ ଅଭିଯୋଗ…

ଦୁଇ ସମ୍ପ୍ରଦାୟର ସ୍ଥିତି

ଭାରତରେ ଜୈନ ଏବଂ ୟୁରୋପର ଇହୁଦୀ ସମ୍ପ୍ରଦାୟ ମଧ୍ୟରେ ତୁଳନା କଲେ ଜଣାଯାଏ ଯେ ଏହି ଦୁଇ ସଂଖ୍ୟାଲଘୁ ସମ୍ପ୍ରଦାୟ ନିଜ ଜନସଂଖ୍ୟା ତୁଳନାରେ ଅର୍ଥନୈତିକ କ୍ଷେତ୍ରରେ…

ବରଗଡ଼ରେ ବଢ଼ିଲା ସ୍କୁଲ-କଲେଜ ଛୁଟି ଅବଧି, ଏହି ଦିନ ଖୋଲିବ

ବରଗଡ଼,୧୮।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କୁଲ, କଲେଜର ଗ୍ରୀଷ୍ମ ଅବକାଶ(ଖରାଛୁଟି) ଅବଧିକୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ପାଣିପାଗ ବିଭାଗର ରିପୋର୍ଟକୁ ନେଇ…

୪ ନୂଆ ଟାଉନ୍‌ ପ୍ଲାନ୍‌ ସ୍କିମ୍‌ ଘୋଷଣାକଲା ବିଡିଏ

ଭୁବନେଶ୍ୱର,୧୮ା୬(ରବିନାରାୟଣ ଜେନା): ଓଡ଼ିଶା ଉନ୍ନୟନ କର୍ତ୍ତୃପକ୍ଷ (ଓଡିଏ) ଆକ୍ଟର ୧୯୮୨ର ଧାରା ୨୩(୧)ର ବ୍ୟବସ୍ଥା ଅନୁଯାୟୀ, ବିଡିଏ ଭୁବନେଶ୍ୱର ବିକାଶ ଯୋଜନା ଅଞ୍ଚଳ (ବିଡିପିଏ)ରେ ୪ଟି ନୂଆ…

ମାଟିତଳୁ ମିଳିଲା ବଙ୍କର ହିଲ୍‌ ଯୁଦ୍ଧ ସମୟର ଦୁର୍ଗ, ଗୁଳି

ବୋଷ୍ଟନ, ୧୮ା୬ (ଏ.ପି.): ଆମେରିକାର ସ୍ୱାଧୀନତା ସଂଗ୍ରାମର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ରଣାଙ୍ଗନ ଭାବେ ପରିଚିତ ‘ବଙ୍କର ହିଲ୍‌’ର ମାଟି ତଳୁ ପ୍ରତ୍ନତତ୍ତ୍ୱବିତ୍‌ମାନେ ୧୭୭୫ ମସିହା ଯୁଦ୍ଧର ଅନେକ…

ଫିଲ୍ମ ଷ୍ଟାଇଲ୍‌ ଲୁଟ୍‌ ପରେ ପୋଲିସର ଏନ୍‌କାଉଣ୍ଟର, ୨ ସୁନା ଲୁଟେରା ଗୁରୁତର

ଅନୁଗୋଳ,୧୮।୬( ଜ୍ୟୋତି ରଞ୍ଜନ ସାହୁ ): ତାଳଚେରରେ ଏକ ସୁନା ରିଫାଇନେରୀ ଦୋକାନରେ ଫିଲ୍ମ ଷ୍ଟାଇଲରେ ଲୁଟ୍‌ ଘଟଣା ପରେ ଅନୁଗୋଳ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଫିଫା ବିଶ୍ୱକପ୍‌: ରୋନାଲ୍ଡୋଙ୍କ ରେକର୍ଡ ଭାଙ୍ଗିଲେ ମେସି

ଇଷ୍ଟ ରଦରଫୋର୍ଡ (ଆମେରିକା),୧୮।୬: ଫୁଟ୍‌ବଲ ସୁପର ଷ୍ଟାର ଲିଓନେଲ ମେସିଙ୍କ ହାଟ୍ରିକ୍‌ ଗୋଲ ବଳରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ୩-୦ ଗୋଲରେ ଆଲ୍‌ଜେରିଆକୁ ପରାସ୍ତ କରିଛି। ଏହି…

୫୯ ମଣ୍ଡିରେ ପଡ଼ିରହିଛି ୪ ଲକ୍ଷ ବସ୍ତା ଧାନ, ବର୍ଷା ନେଇ ଚିନ୍ତାରେ ଚାଷୀ

ପଦ୍ମପୁର,୧୮।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଧାନ କିଣାବିକା ସମସ୍ୟା ସୁଧୁରୁ ନ ଥିବା ବେଳେ ଆଗାମୀ ମୌସୁମୀ ବର୍ଷାକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri