Posted inଖେଳ

ରୋହିତ ଶର୍ମାଙ୍କ ପରେ ଏହି କ୍ରିକେଟରଙ୍କୁ ଦିଲ୍‌ ଦେଇଛନ୍ତି ଅଭିନେତ୍ରୀ କାଜଲ ଅଗ୍ରଓ୍ବାଲ୍‌

କ୍ରିକେଟ୍‌ ଏବଂ ବଲିଉଡ୍‌ ସମ୍ପର୍କ ବହୁ ପୁରୁଣା। କ୍ରିକେଟର୍‌ଙ୍କ ସହ ବଲିଉଡ ଅଭିନେତ୍ରୀଙ୍କ ସମ୍ପର୍କକୁ ନେଇ ଗଣମାଧ୍ୟମରେ ଚର୍ଚ୍ଚା ଲାଗିରହିଥାଏ। ଏବେ ସିଂଘମ ଅଭିନେତ୍ରୀ କାଜଲ ଅଗ୍ରଓ୍ବାଲଙ୍କୁ ଉଠିଛି ଚର୍ଚ୍ଚା। ଦିନ ଥିଲା ଭାରତୀୟ ଓପନର୍‌ ରୋହିତ୍‌ ଶର୍ମା ଏବଂ କାଜଲଙ୍କ ପ୍ରେମ ସମ୍ପର୍କକୁ ନେଇ ବେଶ୍‌ ଆଲୋଚନା ଚାଲିଥିଲା। ରୋହିତ୍‌ଙ୍କ ବିବାହ ପରେ ଏହି ଚର୍ଚ୍ଚାରେ ଯବନିକା ପଡିଥିଲା। ଏବେ କାଜଲ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଏବଂ ପୂର୍ବତନ ଅଧିନାୟକ ଏମ୍‌ଏସ ଧୋନୀଙ୍କ ପ୍ରେମରେ ବାୟା ଅଛନ୍ତି। ଉଭୟ ବିବାହ କରିସାରିଥିଲେ ମଧ୍ୟ କାଜଲ ଧୋନୀ ଏବଂ କୋହଲିଙ୍କ ଦକ୍ଷତାକୁ ବେଶ୍‌ ପ୍ରଶଂସା କରିଛନ୍ତି। ତାଙ୍କ ବ୍ୟାଟିଂ ଦେଖିବାକୁ ମୁଁ ପାଗଳ। କେବଳ ବ୍ୟାଟିଂ ନୁହେଁ, ଉଭୟଙ୍କ ବ୍ୟକକ୍ତିତ୍ୱ ମୋତେ ଖୁବ୍‌ ପ୍ରଭାବିତ କରିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଭାରତୀୟ କୋଚ୍‌ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…

ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍‌ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ…

ସରକାରଙ୍କ ବଡ଼ ଘୋଷଣା ରାକ୍ଷୀ ପୂର୍ଣ୍ଣିମାଠାରୁ ପ୍ରତି ମାସରେ ମହିଳାଙ୍କ ଖାତାକୁ ଆସିବ ୨୫୦୦ଟଙ୍କା

ନୂଆଦିଲ୍ଲୀ,୨୮।୭: ରକ୍ଷା ବନ୍ଧନ ପୂର୍ବରୁ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ୟାବିନେଟ ନିଷ୍ପତ୍ତି ମାଧ୍ୟମରେ ଦିଲ୍ଲୀର ଭଉଣୀମାନଙ୍କୁ…

କେରଳ ଦାଦନ ଖଟିବାକୁ ଯାଇ ଯୁବକ ମୃତ: ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା

ଜି.ଉଦୟଗିରି,୨୮।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲାରୁ ସୁଦୂର କେରଳରେ ଦାଦନ ଖଟିବାକୁ ଯାଇ ଯୁବକଙ୍କ ମୃତ୍ୟୁ ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା…

କଙ୍ଗନାଙ୍କ ବିବାଦୀୟ ବୟାନର ଜବାବ ରଖିଲା CJP

ନୂଆଦିଲ୍ଲୀ,୨୮।୭: ଭାଜପା ଏମପି କଙ୍ଗନା ରାଣାୱତଙ୍କ Gen-Z ସମ୍ପର୍କରେ ମନ୍ତବ୍ୟକୁ ନେଇ ବିବାଦ ଦେଖାଦେଇଛି; ସେ Gen-Zକୁ ‘ଜେନେରେଶନ ଗଟର’ ବୋଲି କହିଥିଲେ। ‘କକ୍ରୋଚ ଜନତା ପାର୍ଟି’ର…

ଶ୍ରାବଣରେ ଏହି ୩ ଗ୍ରହଙ୍କ ଚାଲିରେ ହେବ ବଡ଼ ପରିବର୍ତ୍ତନ, ୪ ରାଶିଙ୍କ ବଢ଼ିପାରେ ସମସ୍ୟା! ରୁହନ୍ତୁ ସତର୍କ…

ଶ୍ରାବଣ ମାସରେ ଭଗବାନ ଶିବଙ୍କୁ ପୂଜା କରାଯାଏ। ଏହି ମାସରେ ମହାଦେବଙ୍କ ବିଶେଷ ପୂଜାର୍ଚ୍ଚନା ଏବଂ ଜଳାଭିଷେକର ବିଧାନ ରହିଛି। ଦୃକ ପଞ୍ଚାଙ୍ଗ ଅନୁସାରେ, ଏହି ବର୍ଷ…

ପୁଅ ନେଲା ବାପାଙ୍କ ଜୀବନ

କୁଚିଣ୍ଡା,୨୮।୭(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ଧୂଡିପାଲି ପଞ୍ଚାୟତ ମନାପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ କେନ୍ଦ୍ର କରି ପୁଅର…

ଶ୍ରାବଣ ସୋମବାର ପାଇଁ ଅଛି କି ସ୍ୱତନ୍ତ୍ର ଡ୍ରେସ କୋଡ? ଜାଣନ୍ତୁ ଜିନ୍ସ-ଟିସାର୍ଟ ପିନ୍ଧି ପୂଜା କରିପାରିବେ କି ନାହିଁ…

ସନାତନ ଧର୍ମରେ ଶ୍ରାବଣ ମାସକୁ ଅତ୍ୟନ୍ତ ପବିତ୍ର, ମଙ୍ଗଳକାରୀ ଏବଂ ଆଧ୍ୟାତ୍ମିକ ଦୃଷ୍ଟିକୋଣରୁ ବିଶେଷ ଗୁରୁତ୍ୱପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ଏହି ମାସ ଭଗବାନ ଶିବଙ୍କୁ…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri